Home Bibles ଆଦି ପୁସ୍ତକ 8:18 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 8:18 · ଓଡ଼ିଆ ବାଇବେଲ

ତେଣୁ ନୋହ ତା'ର ସ୍ତ୍ରୀ ଓ ତା'ର ପୁତ୍ର ଓ ପୁତ୍ରବଧୂମାନଙ୍କ ସହିତ ବାହାରକୁ ପଳାଇ ଆସିଲେ।

Cross references

ଆଦି ପୁସ୍ତକ 7:23

ଏହି ପ୍ରକା ରେ ପରମେଶ୍ବର ପୃଥିବୀ ରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିନ୍ନ କଲେ। ସମସ୍ତ ସନୁଷ୍ଯ, ପଶୁ, ସରୀସୃପ ପ୍ରାଣୀ, ଖେଚ଼ର ପକ୍ଷୀ, ପୃଥିବୀ ରେ ମୃତ୍ଯୁବରଣ କଲେ। କବଳେ ନୋହ ଓ ଜାହାଜ ରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇ ଗଲେ।

ଗୀତସଂହିତା 121:8

ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।

Interlinear

Choose Theme