Home Bibles ଆଦି ପୁସ୍ତକ 8:19 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 8:19 · ଓଡ଼ିଆ ବାଇବେଲ

ସମସ୍ତ ପଶୁ ଏବଂ ସମସ୍ତ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।

Cross references

ଆଦି ପୁସ୍ତକ 1:21

ତେଣୁ ପରମେଶ୍ବର ନିଜ ନିଜ ଜାତି ପ୍ରକା ରେ ସୃଷ୍ଟି କଲେ, ବୃହତ୍ ସାମୁଦ୍ରିକ ଜୀବ ଓ ଅନ୍ୟ ଜୀବ ଯେଉଁମାନେ ସମୁଦ୍ର ରେ ରହନ୍ତି। ପରମେଶ୍ବର ଆକାଶ ରେ ଉଡ଼ୁଥିବା ବିଭିନ୍ନ ପ୍ରକାର ପକ୍ଷୀଗଣ ସୃଷ୍ଟି କଲେ। ଏହା ପରମେଶ୍ବର ଦୃଷ୍ଟି ରେ ଅତି ଉତ୍ତମ ଦିଶିଥିଲା।

ଆଦି ପୁସ୍ତକ 1:24

ଏହାପରେ ପରମେଶ୍ବର କହିଲେ, ନିଜ ଜାତି ଅନୁସାରେ ପୃଥିବୀ ଜୀବିତ ପ୍ରାଣୀ ଉତ୍ପାଦନ କରୁ। ଜାତି ଶ୍ ରଣେୀ ଅନୁସାରେ ବନ୍ଯଜନ୍ତୁଗଣ ଉତ୍ପନ୍ନ ହୁଅନ୍ତୁ। ଏହାପରେ ସହେିପରି ହେଲା।

ଆଦି ପୁସ୍ତକ 9:10

ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁ ସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା।

Interlinear

Choose Theme