ଯେ ପର୍ୟ୍ଯନ୍ତ ପୃଥିବୀ ରହିଛି, ସପେର୍ୟ୍ଯନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀ ରେ ଚ଼ାଲିଥିବ।
Cross references
ଦୁର୍ଭିକ୍ଷ ବର୍ତ୍ତମାନ ଦୁଇବର୍ଷ ଧରି ଚାଲିଛି। ଆହୁରି ଏହିପରି ପାଞ୍ଚବର୍ଷ ହବେ। ଶସ୍ଯ କଅଁଳିବ ନାହିଁ।
ତୁମ୍ଭମାନେେ ଛଅଦିନ କାମ କରିବ। କିନ୍ତୁ ସପ୍ତମ ଦିନ ତୁମ୍ଭମାନେେ ବିଶ୍ରାମ ନବେ। ତୁମ୍ଭମାନେେ ଏପରିକି ଶସ୍ଯ ବୁଣା ଏବଂ ଶସ୍ଯ ଅମଳ ସମୟରେ ଏହି ନିଯମ ପାଳନ କରିବ।
ହେ ପରମେଶ୍ବର, ଦିବସ ଓ ରାତ୍ରିର ଶାସକ, ତୁମ୍ଭେ ଚନ୍ଦ୍ର ଓ ସୂର୍ୟ୍ଯ ପ୍ରସ୍ତୁତ କରିଅଛ।
କାରଣ ଦେଖ ଶୀତ ଚାଲିୟାଇଛି ଓ ବୃଷ୍ଟି ବନ୍ଦ ହାଇୟୋଇଛି।
ଅତି କୋରଧ ରେ ନିମିଷକ ନିମିତ୍ତ ଆମ୍ଭର ମୁଖ ତୁମ୍ଭଠାରୁ ଲୁଚାଇଲୁ ; ମାତ୍ର ଅନନ୍ତକାଳସ୍ଥାଯୀ ଦୟା ରେ ଆମ୍ଭେ ତୁମ୍ଭ ପ୍ରତି କରୁଣା କରିବା। ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ ଏହା କୁହନ୍ତି।
ସମାନେେ କବେେ କହିବେ ନାହିଁ ଯେ, 'ଆମ୍ଭର ସଦାପ୍ରଭୁ ଯଥା ସମୟରେ ଆମ୍ଭମାନଙ୍କୁ ଆଦ୍ଯ ଓ ଶଷେ ବୃଷ୍ଟି ପ୍ରଦାନ କରିଛନ୍ତି ଓ ଶସ୍ଯ ଚ୍ଛଦନେ ପାଇଁ ଆମ୍ଭମାନଙ୍କ ନିମନ୍ତେ ନିରୂପିତ ସପ୍ତାହମାନ ରକ୍ଷା କରିଛନ୍ତି, ଆସ ଏବେ ଆମ୍ଭମାନେେ ସହେି ସଦାପ୍ରଭୁଙ୍କୁ ଭୟ ଓ ଭକ୍ତି କରିବା।'
ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।
ସଦାପ୍ରଭୁ କହନ୍ତି, ଯଦି କହେି ଦିନରାତି ସହିତ ନିଯମ ଭଙ୍ଗ କରେ, ସେ ନିଯମିତ ଭାବରେ ଦଖାେ ଦିଏ ନାହିଁ। ମାତ୍ର ଯଥା ସମୟରେ ଦିବାରାତ୍ରି ହୁଏ।
ସଦାପ୍ରଭୁ କହନ୍ତି, ଯଦି ଦିବାରାତ୍ରି ସମ୍ବନ୍ଧୀଯ ଆମ୍ଭର ନିଯମ ସ୍ଥିର ନ ରହେ ଓ ଆମ୍ଭେ ଯବେେ ଆକାଶର ଓ ପୃଥିବୀର ବିଧି ସକଳ ନିରୂପଣ କରି ନ ଥାଉ, ତାହା ହେଲେ ତୁମ୍ଭେ ଆମ୍ଭକୁ ଅଗ୍ରାହ୍ଯ କରିବା।
ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।