Home Bibles ଆଦି ପୁସ୍ତକ 9:10 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 9:10 · ଓଡ଼ିଆ ବାଇବେଲ

ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁ ସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା।

Cross references

ଆଦି ପୁସ୍ତକ 8:1

ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।

ଆଦି ପୁସ୍ତକ 8:19

ସମସ୍ତ ପଶୁ ଏବଂ ସମସ୍ତ ଭୂମିରେ ଗୁରୁଣ୍ଡୁଥିବା ଜୀବିତ ପ୍ରାଣୀମାନେ ଏବଂ ସମସ୍ତ ପକ୍ଷୀ ତାଙ୍କର ପରିବାର ସହିତ ଜାହାଜରୁ ବାହାରି ଆସିଲେ।

ଆଦି ପୁସ୍ତକ 9:15

ମୁଁ ଯେ ତବେଳେ ଇନ୍ଦ୍ରଧନୁକୁ ଦେଖେ ସେତବେେଳେ ମୁଁ ତୁମ୍ଭ ସହିତ ଓ ଅନ୍ଯାନ୍ଯ ସଜୀବ ପ୍ରାଣୀମାନଙ୍କ ସହିତ ହାଇେଥିବା ଚୁକ୍ତିକୁ ମନେ ପକାଇବି। ସହେି ଚ଼କ୍ତି କ ହେ ଯେ, ଭବିଷ୍ଯତ ରେ ଏପରି ବନ୍ଯା ରେ ସମସ୍ତେ ବିନାଶ ହବେେ ନାହିଁ।

ଆୟୁବ ପୁସ୍ତକ 38:1

ତା'ପରେ ସଦାପ୍ରଭୁ ଆୟୁବକୁ ଘୂର୍ଣ୍ଣିବାଯୁ ମଧ୍ଯରୁ ଉତ୍ତର ଦଇେ କହିଲେ,

ଆୟୁବ ପୁସ୍ତକ 41:1

ଆୟୁବ ତୁମ୍ଭେ ବନଶୀ କଣ୍ଟା ରେ ଲିବିଯାଥନକୁ ଧରିପାରିବ କି ? ତୁମ୍ଭେ ତା'ର ଜିଭକୁ ରସି ରେ ବାନ୍ଧିପାରିବ କି ?

ଗୀତସଂହିତା 36:5

ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଆକାଶଠାରୁ ମହୀଯାନ୍। ତୁମ୍ଭର ବିଶ୍ବସ୍ତତା ଆକାଶର ବାଦଲଠାରୁ ଗରୀଯାନ୍।

ଗୀତସଂହିତା 145:9

ସଦାପ୍ରଭୁ ସମସ୍ତଙ୍କ ପ୍ରତି ମଙ୍ଗଳମଯ। ପରମେଶ୍ବରଙ୍କର ହସ୍ତକୃତ ସମସ୍ତ କର୍ମ ଉପରେ ତାଙ୍କର ଦୟା ଥାଏ।

ହୋଶେୟ 2:20

ତୁମ୍ଭକୁ ଆମ୍ଭର ବିଶ୍ବସ୍ତ ପତ୍ନୀ କରିବା। ସେତବେେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ।

ଯୂନସ 4:11

ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ। କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।

Interlinear

Choose Theme