କିଣାନର ପିତା ହାମ ଆପଣା ପିତାଙ୍କର ଉଲଗ୍ନତା ଦେଖି ବାହା ରେ ଆପଣା ଦୁଇଭାଇଙ୍କୁ ସମାଚ଼ାର ଦେଲେ।
Cross references
ତେଣୁ ନୋହ କହିଲେ, କିଣାନ ଶାପଗ୍ରସ୍ଥ ହେଉ! ସେ ଆପଣା ଭାତୃଗଣର ଦାସାନୁଦାସ ହବେ।
ହାମର ସନ୍ତାନଗଣ ଥିଲେ। କୂଶ୍, ମିଶର, ପୂଟ୍ ଓ କିଣାନ।
ସୀଜୋନର ପିତା ଥିଲେ କିଣାନ, ସିଦୋନ ଥିଲା କିଣାନର ପ୍ରଥମ ପୁତ୍ର। କିଣାନ ମଧ୍ଯ ହେତ୍ର ପିତାଥିଲେ। ହେତ୍ ହେଲେ ହିଟାତୀଯମାନଙ୍କର ପିତା।
ହେ ଇଶ୍ରାୟେଲ, ତୁମ୍ଭର ସୌନ୍ଦର୍ୟ୍ଯ ତୁମ୍ଭର ପର୍ବତକକ୍ସ୍ଟ ଭାଙ୍ଗି ଦଲୋ। ଦେଖ! କମେିତି ସହେି ବୀରଗଣଙ୍କର ପତନ ହେଲା।
ହାମର ସନ୍ତାନମାନେ ଥିଲେ : କୂଶ୍ (ଇଥିଓପିଆ) ଓ ମିଶର, ପୁଟ୍ ଓ କିଣାନ।
କିଣାନ ସୀଦୋନର ପିତା ଥିଲା। ସୀଦୋନ ତାହାର ପ୍ରଥମ ସନ୍ତାନ ଥିଲା। କିଣାନ ହିତ୍ତୀଯମାନଙ୍କର
ମାରେ ଶତ୍ରୁମାନେ କବେେ ହେଲେ ଶାନ୍ତିର କଥା କହନ୍ତି ନାହିଁ। ସମାନେେ ଗୋପନରେ ଶାନ୍ତି ପ୍ରତିଯ ଲୋକମାନଙ୍କ ବିରୁଦ୍ଧରେ ମନ୍ଦ କାର୍ୟ୍ଯ କରିବାକୁ କଳ୍ପନା କରନ୍ତି।
ସହେି ଦୁଷ୍ଟ ଲୋକମନେ ମାେତେ ପରିହାସ କରିଛନ୍ତି। ସମାନେେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।
ଲୋକମାନେ ମାେତେ ପରିହାସ କରନ୍ତି। ସମାନେେ ସମାନଙ୍କେର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
ଯଦି ପ୍ରତିବେଶୀ ସହିତ ବିବାଦ ଅଛି, ତୁମ୍ଭେ ତୁମ୍ଭର ମକଦ୍ଦମା ପାଇଁ ତର୍କ କର, କିନ୍ତୁ ଅନ୍ୟର ଗୋପନୀଯତାକୁ ପ୍ରକଟ କର ନାହିଁ।
ଯେଉଁ ବ୍ଯକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହବେ। ଏହିପରି ତା ପାଇଁ ହବେ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡ଼ାମରାକାଉମାନେ ସଗେୁଡ଼ିକୁ ଖାଇଯିବେ।
ତୁମ୍ଭେ ତୁମ୍ଭର ଭାଇର ଦୁଃଖ ରେ ହସିଥିଲ। ତୁମ୍ଭେ ତାହା କରିବା ଉଚିତ ନଥିଲା। ଯେତବେେଳେ ଯିହୁଦା ଧ୍ବଂସ ହେଲା, ତୁମ୍ଭେ ଖୁସି ହେଲ। ତାହା ମଧ୍ଯ ତୁମ୍ଭର କରିବା ଉଚିତ୍ ନଥିଲା। ତୁମ୍ଭେ ସମାନଙ୍କେ ଦୁଃଖ ରେ ଯେଉଁ ବଡିମା ଦଖାଇେଲ ତାହା ତୁମ୍ଭର କରିବା ଉଚିତ୍ ନଥିଲା।
ତୁମ୍ଭର କହେି ଭାଇ ଯଦି ତୁମ୍ଭ ବିରୁଦ୍ଧ ରେ ଭୁଲ୍ କାମ କରେ, ତବେେ ସେ ଏକାକୀ ଥିବା ବେଳେ ତା' ନିକଟକୁ ଯାଇ ତାର ଭୁଲ୍ ବିଷୟ ରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତବେେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହାଇେ ରହିବାକୁ ସାହାୟ୍ଯ କଲ।
ସେ ଅଧର୍ମ ରେ କଦାପି ଆନନ୍ଦ କରେ ନାହିଁ, ମାତ୍ର ସେ ସତ୍ଯ ରେ ଆନନ୍ଦ କରେ।
ଏକଆ ରକରେ ସାହାୟ୍ଯ କର ଭାଇ ଓ ଭଉଣୀମାନେ ! ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ହୁଏତ କିଛି ଭୁଲ୍ କରି ପା ରେ। ସେତବେେଳେ ତୁମ୍ଭମାନେେ ଆତ୍ମିକ ଲୋକ ହାଇେଥିବାରୁ, ଭଦ୍ରତା ସହକା ରେ ଭୁଲକାର୍ୟ୍ଯ କରୁଥିବା ଲୋକଟିକୁ ସଂଶୋଧନ ହବୋ ପାଇଁ ସାହାୟ୍ଯ କରିବା ଉଚିତ୍। କିନ୍ତୁ ସାବଧାନ, ତୁମ୍ଭମାନେେ ଯେପରି ନିଜେ କୌଣସି ପାପ କରିବା ପାଇଁ ପରୀକ୍ଷା ରେ ପଡ଼ି ନ ଯାଅ।