Home Bibles ଆଦି ପୁସ୍ତକ 9:3 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 9:3 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦଇେଥିଲି। ବର୍ତ୍ତମାନ ପ୍ରେତ୍ୟକକ ପଶୁ ତୁମ୍ଭର ଖାଦ୍ୟ ହବେ। ମୁଁ ଯାହାସବୁ ପୃଥିବୀ ରେ ଦଇେଛି ତାହାସବୁ ତୁମ୍ଭର।

Cross references

ଆଦି ପୁସ୍ତକ 1:29

ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜ ଉତ୍ପାଦକ ଗଛ ଦେଉଛି ଏବଂ ପ୍ରେତ୍ୟକକ ଗଛ ଯାହାର ଫଳ ମଧିଅରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହବେ।

ଲେବୀୟ ପୁସ୍ତକ 11:1

ସଦାପ୍ରଭୁ ମାଶାଙ୍କେୁ ଓ ହାରୋଣଙ୍କୁ କହିଲେ,

ଲେବୀୟ ପୁସ୍ତକ 22:8

ସେ ସ୍ବଯଂମୃତ ବା ପଶୁଦ୍ବାରା ହତ ଜନ୍ତୁର ମାଂସ ଭୋଜନ କରି ନିଜକୁ ଅଶୁଚି କରିବ ନାହିଁ। ଆମ୍ଭେ ସଦାପ୍ରଭୁ ଅଟୁ।

ଦିତୀୟ ବିବରଣ 12:15

ତୁମ୍ଭମାନେେ ଯେଉଁଠା ରେ ବାସ କରିବ, ସଠାେରେ ତୁମ୍ଭମାନେେ କୃଷ୍ନସାର ଓ ମୃଗ ଜାତୀଯ ସକ୍ସ୍ଟସ୍ଥ ପ୍ରାଣୀ ବଧକରି ଆପଣା ଇଛା ମତେ ଖାଇ ପାରିବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କଠାରକ୍ସ୍ଟ ପ୍ରାଲ୍ଗ ଆଶୀର୍ବାଦ ଅନକ୍ସ୍ଟସା ରେ ଶକ୍ସ୍ଟଚି ଓ ଅଶକ୍ସ୍ଟଚି ଲୋକମାନେ ମଧ୍ଯ ଏହି ମାଂସ ଭକ୍ଷଣ କରିପାରିବେ।

ଦିତୀୟ ବିବରଣ 14:3

ସଦାପ୍ରଭୁଙ୍କର ଘୃଣ୍ଯଦ୍ରବ୍ଯ ତୁମ୍ଭମାନେେ ଭକ୍ଷଣ କରିବ ନାହିଁ।

ଗୀତସଂହିତା 104:14

ତୁମ୍ଭେ ପଶୁଗଣଙ୍କ ନିମନ୍ତେ ତୃଣ ଓ ମନୁଷ୍ଯର ସବୋ ନିମନ୍ତେ ବୃକ୍ଷ ଅଙ୍କୁରିତ କର। ଏହିପରି ଭାବରେ ସମାନେେ ପୃଥିବୀରୁ ଖାଦ୍ୟ ପାଆନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:12

ତା'ଭିତ ରେ ପୃଥିବୀର ବିଭିନ୍ନ ପ୍ରକାରର ପଶୁପକ୍ଷୀ ଓ ସରୀସୃପ ପ୍ରାଣୀମାନ ଥିଲେ।

ରୋମୀୟଙ୍କ ପ୍ରତି ପତ୍ର 14:3

ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇ ପା ରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସହେିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ବର ତାହାକୁ ଗ୍ରହଣ କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 14:14

ମୁଁ ପ୍ରଭୁ ଯୀଶୁଙ୍କଠା ରେ ରହିଥିବାରୁ, ମୁଁ ଜାଣେ ଯେ, ନିଶ୍ଚୟ କୌମସି ଭୋଜନ ଆପେ ଆପେ ଅଶୁଚି ହୁଏ ନାହିଁ। କିନ୍ତୁ ଯଦି ୟଣେ କୌଣସି ଖାଦ୍ୟକୁ ଅଶୁଚି ବୋଲି ବିଶ୍ବାସ କରେ, ସହେି ଖାଦ୍ୟ ତା ପାଇଁ ଅଶୁଚି ହୁଏ।

ରୋମୀୟଙ୍କ ପ୍ରତି ପତ୍ର 14:17

ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।

ରୋମୀୟଙ୍କ ପ୍ରତି ପତ୍ର 14:20

ଖାଦ୍ୟ ଯେପରି ପରମେଶ୍ବରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ଯ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍ , ଯଦି ତାହା ଅନ୍ୟ ଜଣକୁ ପାପରେ ପଡିୟିବାର କାରଣ ହାଇେଥାଏ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:23

ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ ସବୁ ବିଷୟ ଭଲ ନୁହେଁ। ଆମ୍ଭେ ସବୁ କରିବା ପାଇଁ ସ୍ବାଧୀନତା ପାଇଛୁ। କିନ୍ତୁ କେତକେ ବିଷୟ ଅନ୍ୟମାନଙ୍କ ବିଶ୍ବାସକୁ ଦୃଢ଼ କରିବା ରେ ସାହାୟ୍ଯ କରେ ନହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:25

ବଜାର ରେ ଯାହା ବିକ୍ରି ହେଉଛି ସେସବୁ ମାଂସ ତୁମ୍ଭେ ଖାଇପାର। ନିଜ ବିବକେ ସକାେଶ ଏହି ମାଂସ ଖାଇବା ଉଚିତ କି ନୁହେଁ, ସେ ବିଷୟ ରେ କୌଣସି ପ୍ରଶ୍ନ ପଚାର ନାହିଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:31

ଅତଏବ, ଯେତବେେଳେ ତୁମ୍ଭମାନେେ ଖାଅ, ପିଅ ବା ଅନ୍ୟ ଯାହା କିଛି କର, ପରମେଶ୍ବରଙ୍କ ମହିମା ପାଇଁ କରିବା ଉଚିତ୍।

କଲସୀୟଙ୍କ ପ୍ରତି ପତ୍ର 2:16

ତେଣୁ ୟିହୁଦୀମାନଙ୍କର ଖାଇବା ଓ ପିଇବା କିଅବା ବିଧିବିଧାନ, (ଅର୍ଥାତ୍ ଉତ୍ସବଗୁଡ଼ିକ ମାସର ପ୍ରତିପଦାଗୁଡ଼ିକ, ବା ବିଶ୍ରାମବାରଗୁଡ଼ିକ)289 ବିଷୟ ରେ କୌଣସି ଲୋକ ଯେପରି ନିୟମ ତିଆରି ନ କରୁ।

କଲସୀୟଙ୍କ ପ୍ରତି ପତ୍ର 2:21

ଏହା ଖାଅ ନାହିଁ।, ତାହା ଚାଖ ନାହିଁ।, ସେ ଜିନିଷକୁ ଛୁଅଁ ନାହିଁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 4:3

ସମାନେେ ଲୋକମାନଙ୍କୁ ବିବାହ କରିବା ଅନୁଚିତ ବୋଲି କହନ୍ତି। ସମାନେେ ଲୋକମାନଙ୍କୁ ଏ କଥା ମଧ୍ଯ କୁହନ୍ତି ଯେ କେତକେ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ବର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ବାସୀ ଏବଂ ସତ୍ଯକୁ ଜାଣନ୍ତି, ସମାନେେ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସହେି ଖାଦ୍ୟ ଖାଇ ପାରିବେ।

Interlinear

Choose Theme