Home Bibles ଆଦି ପୁସ୍ତକ 9:7 · ଓଡ଼ିଆ ବାଇବେଲ
ଆଦି ପୁସ୍ତକ 9:7 · ଓଡ଼ିଆ ବାଇବେଲ

ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚଯ ବହୁତ ପିଲାପିଲି ହବେ। ତୁମ୍ଭମାନେେ ପୃଥିବୀକୁ ମନୁଷ୍ଯ ରେ ପରିପୂର୍ଣ୍ଣ କରିବ।

Cross references

ଆଦି ପୁସ୍ତକ 1:28

ସେଥିପାଇଁ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ କଲେ ଏବଂ କହିଲେ, ବହୁତ ସନ୍ତାନ ସନ୍ତତି ସହ ଆଶୀର୍ବାଦ ପ୍ରାପ୍ତ ହୁଅ। ପୃଥିବୀ ରେ ଶାସନ କର, ପୃଥିବୀକୁ ପରିପୂର୍ଣ୍ଣ କର। ଆଉ ଜଳ ରେ ଥିବା ମତ୍ସ୍ଯଗଣ ଉପରେ ଏବଂ ବୃହତ୍ ପ୍ରାଣୀଗଣ ଉପରେ ଏବଂ ପୃଥିବୀ ଉପରେ ଗମନକାରୀ ଭୂଚ଼ର ପ୍ରାଣୀ ଗଣ ଉପରେ ଶାସନ କର।

ଆଦି ପୁସ୍ତକ 8:17

ତୁମ୍ଭ ସହିତ ସମସ୍ତ ପଶୁଗୁଡିକୁ ବାହାର କରି ଆଣ । ସମସ୍ତ ପଶୁ, ସମସ୍ତ ପକ୍ଷୀ, ସମସ୍ତ ଭୂଚର ପ୍ରାଣୀ ସମାନେେ ପୃଥିବୀକୁ ପରିପୂର୍ଣ୍ଣ କରନ୍ତୁ। ପୁଣି ପୃଥିବୀ ଫଳବନ୍ତ ହେଉ।

ଆଦି ପୁସ୍ତକ 9:1

ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ବାରା ପୃଥିବୀକୁ ପୂର୍ଣ୍ଣ କର।

ଆଦି ପୁସ୍ତକ 9:19

ସହେି ତିନିଜଣ ୟାକ ନୋହର ପୁତ୍ର ଥିଲେ। ଏବଂ ପୃଥିବୀର ସମସ୍ତ ଲୋକ ଏହି ତିନିଜଣଙ୍କଠାରୁ ଜନ୍ମ ନେଲେ।

ଯିରିମିୟ 29:6

ତୁମ୍ଭମାନେେ ବିବାହ କରି ପୁତ୍ର କନ୍ଯା ଉତ୍ପାଦନ କର। ଆଉ ତୁମ୍ଭମାନଙ୍କର ସହେି ପୁତ୍ର କନ୍ଯାମାନଙ୍କୁ ବିବାହ କରାଇ ସମାନଙ୍କେଠାରୁ ପୁତ୍ରକନ୍ଯା ଜନ୍ମ କରାଅ। ଏହିପରି ବାବିଲର ଲୋକସଂଖ୍ଯା ବୃଦ୍ଧି କର କିନ୍ତୁ ଊଣା କର ନାହିଁ।

Interlinear

Choose Theme