ଲୋକମାନେ ଜିନିଷ ଧ୍ବଂସ କରୁଛନ୍ତି ଓ ଅନ୍ୟକୁ ଆଘାତ କରୁଛନ୍ତି। ସମାନେେ ୟୁକ୍ତି କରୁଛନ୍ତି ଓ ଲଢୁଛନ୍ତି। ଏହି ଅନ୍ଯାଯ ସବୁ ମୁଁ କାହିଁକି ଦେଖିବି? ଏହି ଖରାପ ଦ୍ରବ୍ଯ ମୁଁ କାହିଁକି ଦେଖିବି?
Cross references
ହେ ସଦାପ୍ରଭୁ, ମାେତେ ଉଦ୍ଧାର କର, କାରଣ ଧାର୍ମିକ ଲୋକମାନେ ଲୋପ ପାଉଅଛନ୍ତି। ଏ ପୃଥିବୀରେ ତୁମ୍ଭର ପରମ ଅନୁରକ୍ତ ବିଶ୍ବାସୀ ଲୋକର ହ୍ରାସ ହେଉଛି।
ହେ ମାରେ ପ୍ରଭୁ, ସମାନଙ୍କେୁ ବିନାଶ କର। ସମାନଙ୍କେର ବକ୍ତୃତାକୁ ପଣ୍ଡ କର। ମୁଁ ନଗର ମଧ୍ୟରେ ଦୌରାତ୍ମ୍ଯ ଓ କଳହ ଦେଖିଛି।
ନଗରରେ ଦିନରାତି, ପ୍ରେତ୍ୟକକଙ୍କ ପଡ଼ୋଶୀମାନଙ୍କଠାରେ ଦୋଷ ଓ ଅସଭ୍ଯତା ପୁରି ରହିଛି।
ମୁଁ ଗର୍ବୀ ଓ ଲୋକମାନଙ୍କ ପ୍ରତି ଇର୍ଷାପରାଯଣ ହାଇଗଲିେ, ଯେତବେେଳେ ସମାନେେ କୃତକାର୍ୟ୍ଯ ହେଉଥିବାର ଦେଖିଲି।
ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ।
ପୁନରାଯ ବହୁତ ଲୋକ ଅତ୍ଯାଚାରିତ ହେଉଥିବାର ଓ କାନ୍ଦୁଥିବାର ମୁଁ ଦେଖିଲି। ମୁଁ ଦେଖିଲି ଯେ, ସମାନଙ୍କେୁ ସାନ୍ତ୍ବନା ଦବୋ ପାଇଁ କହେି ମଧ୍ଯ ନ ଥିଲେ। ମୁଁ କଷ୍ଟ ଭୋଗ କରୁଥିବା ଲୋକମାନଙ୍କୁ ମୁଁ ଦେଖିଲି ଓ ଶାସନ ରେ ଥିବା ଲୋକମାନଙ୍କର ନିଷ୍ଠୁରତା ମଧ୍ଯ ମୁଁ ଦେଖିଲି। ସମାନଙ୍କେ ଦ୍ବାରା ଆହତ ଲୋକମାନଙ୍କୁ କହେି ସାନ୍ତ୍ବନା ଦବୋକୁ ନ ଥିଲେ।
କେତକେ ଦେଶ ରେ ଯଦି ତୁମ୍ଭମାନେେ ଦେଖ ଯେ, ଲୋକମାନେ ଅତ୍ଯାଚାର କଲେ ଓ ନ୍ଯାଯ ବିଚାରକୁ ଅସ୍ବୀକାର କଲେ, ଏଥି ରେ ଆଶ୍ଚର୍ୟ୍ଯ ହୁଅ ନାହିଁ ! ଅଧିକାରୀଗଣ ଯେଉଁମାନେ ଲୋକମାନଙ୍କୁ ଅତ୍ଯାଚାର କରନ୍ତି, ସମାନଙ୍କେ ଉପ ରେ ଅନ୍ୟ ଅଧିକାରୀଗଣ ଅଛନ୍ତି। ଉଭୟ ଅଧିକାରୀଙ୍କ ଉପ ରେ ଅନ୍ୟଜଣେ ଅଧିକାରୀ ଅଛନ୍ତି।
ଇଶ୍ରାଲୟଲରସଗାଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମଯଙ୍କର ଦ୍ରାକ୍ଷାକ୍ଷଲତ ଓ ଯିହୁଦାରସଲାଲକ ତାଙ୍କର ପ୍ରିଯ ଦ୍ରାକ୍ଷାକ୍ଷଲତ ଓ ଯିହୁଦାରସଲାଲକ ତାଙ୍କର ପ୍ରିଯ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ।
ହେ ଧର୍ମରୁ ବିରତ କଠିନ ହୃଦଯ ଲୋକେ, ଆମ୍ଭର କଥା ଶୁଣ।
ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।
ପ୍ରେତ୍ୟକକ ଥର ମୁଁ କଥା କ ହେ ଓ କ୍ରନ୍ଦନ କରେ। ଦୌରାତ୍ମ୍ଯ ଓ ବିନାଶର କଥା ଉଚ୍ଚସ୍ବର ରେ କ ହେ। ସଦାପ୍ରଭୁଙ୍କର ଏହି ବାକ୍ଯ ମାେ ପ୍ରତି ହାଇେଅଛି ବୋଲି କହିଲେ ମଧ୍ଯ ଲୋକେ ପ୍ରତିଥର ମାେତେ ଧିକ୍କାର ଓ ବିଦ୍ରୁପ କରିଛନ୍ତି।
ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।
ମୁଁ ବିବ୍ରତ, କାରଣ ଫଳ ତୋଳିଲା ପ ରେ ଫଳ ବଗିଗ୍ଭ ଶ୍ରୀହୀନ ହେଲାପରି ମୁଁ ହାଇେଅଛି ଏବଂ ଦ୍ରାକ୍ଷାଲତାରୁ ଦ୍ରାକ୍ଷାଫଳ ତୋଳା ସରିଗଲା ପରି ମୁଁ ହାଇେଅଛି। ଗୋଟିଏ ହେଲେ ଫଳ ଦ୍ରାକ୍ଷାଲତା ରେ ଖାଇବାକୁ ନାହିଁ କି ମାରେ ପ୍ରିଯ ପ୍ରଥମ ପକ୍ବ ଡିମିରି ଫଳ ନାହିଁ।
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।
ଲୋଟ ଜଣେ ଭଲ ଲୋକ ଥିଲେ। କିନ୍ତୁ ପ୍ରତିଦିନ ସହେି ମନ୍ ଦଲୋକଙ୍କ ମଧିଅରେ ବାସ କରୁଥିଲେ। ସମାନଙ୍କେର ମନ୍ଦ ବିଷୟଗୁଡ଼ିକ ଦେଖି ଓ ଶୁଣି ସେ ହୃଦୟ ରେ ଆଘାତ ପାଉଥିଲେ।