Home Bibles ହଗୟ 1:2 · ଓଡ଼ିଆ ବାଇବେଲ
ହଗୟ 1:2 · ଓଡ଼ିଆ ବାଇବେଲ

ସର୍ବଶକ୍ତିମାନ ସଦାପ୍ରଭୁ ଏହା କହନ୍ତି: ଲୋକେ କହୁଛନ୍ତି ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କରିବାର ଏପର୍ୟ୍ଯନ୍ତ ପ୍ରକୃଷ୍ଟ ସମୟ ହାଇନୋହିଁ।

Cross references

ଗଣନା ପୁସ୍ତକ 13:31

ମାତ୍ର ଯେଉଁ ଲୋକମାନେ ତାଙ୍କ ସହିତ ୟାଇଥିଲେ, ସମାନେେ କହିଲେ, ଆମ୍ଭମାନେେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟାଇ ପାରିବୁ ନାହିଁ। କାରଣ ସମାନେେ ଆମ୍ଭଠାରୁ ଶକ୍ତିଶାଳୀ।

ଦିତୀୟ ରାଜାବଳୀ 12:7

ତେଣୁ ରାଜା ଯୋୟାଶ୍ ଯାଜକ ଯିହାୟୋଦାରଦା ଓ ଅନ୍ୟ ଯାଜକମାନଙ୍କୁ ଡକାଇଲେ ଏବଂ କହିଲେ, ତୁମ୍ଭମାନେେ ସଦାପ୍ରଭୁ ମନ୍ଦିରର ଉଗ୍ନସ୍ଥାନମାନ କାହିଁକି ମରାମତି କରୁ ନାହିଁ? ତୁମ୍ଭେ ସବୋ କରିଥିବା ଲୋକମାନଙ୍କଠାରୁ ଆଉ ମୁଦ୍ରା ନିଅ ନାହିଁ। ସହେି ମୁଦ୍ରାକୁ ସଦାପ୍ରଭୁଙ୍କ ମନ୍ଦିରର ଭଗ୍ନସ୍ଥାନ ପାଇଁ ମରାମତି ରେ ବ୍ଯବହାର ହେଉ।

ଏଜ୍ରା 4:23

ତହିଁରେ ରହୂମର ଓ ଲେଖକ ଶିମ୍ଶଯର ଓ ସମାନଙ୍କେ ସଙ୍ଗୀମାନଙ୍କ ନିକଟରେ ଅଭିକ୍ଷସ୍ତ ରାଜାର ପୁତ୍ରର ଅନୁଲିପି ପଢାୟା'ନ୍ତେ ସମାନେେ ଶୀଘ୍ର ୟିରୁଶାଲମକୁ ୟିହୁଦୀଯମାନଙ୍କ ନିକଟକୁ ୟାଇ ବଳ ଓ କ୍ଷମତାଦ୍ବାରା ସମାନଙ୍କେୁ କାର୍ୟ୍ଯରୁ ନିବୃତ୍ତ କଲେ।

ନିହିମିୟା 4:10

ସେତବେେଳେ ଯିହୁଦା କହିଲା, ଭାରବାହକମାନଙ୍କର ବଳ କ୍ଷୀଣ ହାଇେଅଛି, ଆଉ ସଠାେରେ ଏତେ ଧ୍ବଂସାବଶଷେ ଅଛି, ଯେ ଆମ୍ଭମାନେେ ପ୍ରାଚୀର ମରାମତି କରିବାକୁ ସମର୍ଥ ନାହୁଁ।

ହିତୋପଦେଶ 22:13

ଆଳସ୍ଯ ଲୋକ କ ହେ, ବାହା ରେ ସିଂହ ଅଛି। ମୁଁ ସଡ଼କରେ ହତ ହବେି।

ହିତୋପଦେଶ 26:13

ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।

ହିତୋପଦେଶ 29:25

ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।

ଉପଦେଶକ 3:3

ବଧ କରିବାର ସମୟ ଅଛି ଓ ଆରୋଗ୍ୟ କରିବାର ମଧ୍ଯ ସମୟ ଅଛି। ଧ୍ବଂସ କରିବାର ସମୟ ଅଛି ଓ ଗଢ଼ିବା ପାଇଁ ମଧ୍ଯ ସମୟ ଅଛି।

ଉପଦେଶକ 9:10

ତୁମ୍ଭେ କୌଣସି କାର୍ୟ୍ଯ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସଠାେ ରେ କିଛି କାର୍ୟ୍ଯ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।

ଉପଦେଶକ 11:4

ଯଦି ଗୋଟିଏ ଲୋକ େଛାଟ ଗଛ ରୋପଣ କରିବା ପାଇଁ ଠିକ୍ ପାଗକୁ ଅପେକ୍ଷା କରେ, ତାହା ହେଲେ ସେ କବେେ ହେଲେ େଛାଟଗଛ ରୋପଣ କରିବାକୁ ସକ୍ଷମ ହବେ ନାହିଁ। ଯଦି ଜଣେ ସବୁବେଳେ ମେଘମାଳାକୁ ଚାହିଁବ ତବେେ ସେ ଅମଳ କରିପାରିବ ନାହିଁ।

ପରମଗୀତ 5:2

ମୁଁ ନିଦ୍ରିତା ଥିଲି, ମାତ୍ର ମାରେ ହୃଦଯ ଜାଗ୍ରତ ଥିଲା। ଏତ ମାେ ପ୍ରିଯତମଙ୍କ ରବ। ସେ ଦ୍ବାର ରେ ଆଘାତ କରି କହୁଛନ୍ତି, ଆଗୋ ମାରେ ଭଗିନୀ, ମାରେ ପ୍ରିୟେ, ମାରେ କପୋତୀ, ମାହେର ଶୁଦ୍ଧମତି ମାେ ପାଇଁ ଦ୍ବାର ଫିଟାଅ। କାରଣ ମାରେମସ୍ତକ ଶିଶିର ରେ ମାହେର କେଶ ରାତ୍ରିର ଜଳ ବିନ୍ଦୁ ରେ ପରିପୂର୍ଣ୍ଣ।

Interlinear

Choose Theme