Home Bibles ☰ Books ହଗୟ 2:14 · ଓଡ଼ିଆ ବାଇବେଲ
ହଗୟ 2:14 · ଓଡ଼ିଆ ବାଇବେଲ

ତା'ପ ରେ ହାଗଯ କହିଲେ, ସଦାପ୍ରଭୁ ପରମେଶ୍ବର ଏହିସବୁ କହନ୍ତି, 'ଦେଶର ଲୋକମାନଙ୍କ ବିଷଯ ରେ ଏହା ସତ୍ଯ ଅଟେ। ସହେି ଲୋକମାନେ ଆମ୍ଭ ସମ୍ମୁଖ ରେ ଶୁଦ୍ଧ ଓ ପବିତ୍ର ନଥିଲେ। ତେଣୁ ଯେ କୌଣସି ଜିନିଷକୁ ସମାନେେ ଛୁଉଁଥିଲେ ଏବଂ ଯେ କୌଣସି ଜିନିଷକୁ ସମାନେେ ୟଜ୍ଞବଦେୀ ଉପରକୁ ଆଣୁଥିଲେ ସଗେୁଡିକ ସବୁ ଅଶୁଦ୍ଧ ହେଉଥିଲା।

Cross references

ଏଜ୍ରା 3:2

ୟୋଷାଦକର ପୁତ୍ର ଯଶୂେଯ ଓ ତାର ଯାଜକ ଭାତୃଗଣ, ଶେଲ୍ଟୀଯଲରେ ପୁତ୍ର ସରୁଦ୍ଦାବିଲ ଓ ତାର ଭାତୃଗଣ ମିଶି ପରମେଶ୍ବରଙ୍କ ଲୋକ ମାଶାଙ୍କେର ବ୍ଯବସ୍ଥାର ଲିଖନ ଅନୁସାରେ ହାମବେଳି ଉତ୍ସର୍ଗ କରିବା ପାଇଁ ଇଶ୍ରାୟେଲର ପରମେଶ୍ବରଙ୍କ ୟଜ୍ଞବଦେୀ ନିର୍ମାଣ କଲେ।

ହିତୋପଦେଶ 15:8

ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ହିତୋପଦେଶ 21:4

ଦୁଷ୍ଟ ଲୋକମାନଙ୍କର ଗର୍ବ ଚାହାଁଣି ଓ ଗର୍ବୀତ ଚିନ୍ତା ପାପପରି। ତାହା ଲୋକର ପ୍ରଦୀପ ପରି ଦଖାୟୋଏ, ତାହା ଦୁଷ୍ଟମାନଙ୍କୁ ଅନୁଶାସନ କରେ।

ହିତୋପଦେଶ 21:27

ଦୁଷ୍ଟମାନଙ୍କର ବଳିଦାନ ଘୃଣାର ବିଷଯ, ମାତ୍ର ସେ କୁଅଭିପ୍ରାଯ ରେ ତାହା କଲେ ବହୁତ ଘୃଣିତ ହୁଏ।

ହିତୋପଦେଶ 28:9

ଯେଉଁ ଲୋକ କିଛି ଶିକ୍ଷା ଶୁଣିବା ପୂର୍ବରୁ ଆପଣା କର୍ଣ୍ଣ ବନ୍ଦ କରିଦିଏ, ତାହାର ପ୍ରାର୍ଥନା ହିଁ ଘୃଣାର ବିଷଯ ହୁଏ।

ଯିଶାଇୟ 1:11

ପରମେଶ୍ବର କୁହନ୍ତି, ମୁଁ ତୁମ୍ଭମାନଙ୍କର ଏହି ବଳିଦାନସବୁ କାହିଁକି ଦରକାର କରେ। ମୁଁ ମଷେର ଓ ହୃଷ୍ଟପୃଷ୍ଟ ଗୋରୁଗାଈର ମଦରେ ହାମବେଳି ପ୍ରତି ବିତୃଷ୍ଣା ହାଇେ ୟାଇଛି। ମୁଁ ଆଉ ଷଣ୍ଢ ମଷେ ଓ ଛାଗମାନଙ୍କର ରକ୍ତ ଚା ହେଁ ନାହିଁ।

ଯିଶାଇୟ 66:3

ଯେ ଗୋବଧ କରେ ସେ ନରହତ୍ଯାକାରୀ ପରି ହୁଏ, ଯେ ମଷେଶାବକ ବଳିଦାନ କରେ ଯେ କୁକୁରର ବକେ କାଟିଲା ଲୋକପରି ହୁଏ, ଯେ ନବୈେଦ୍ଯ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକପରି ହୁଏ, ଯେ ସୁବାସିତ ଧୂପ ଜଳାଏ, ସେ ଦବେତାର ଧନ୍ଯବାଦ କରିବା ଲୋକପରି ହୁଏ। ସମାନେେ ନିଜ ନିଜ ପଥ ମନୋନୀତ କରିଅଛନ୍ତି। ସମାନଙ୍କେର ଆତ୍ମା ନିଜର ଘୃଣା ଯୋଗ୍ଯ ବିଷଯ ରେ ସନ୍ତୁଷ୍ଟ ହୁଏ।

ହଗୟ 1:4

ତୁମ୍ଭମାନେେ ଭାବୁଛ ଯେ ସୁନ୍ଦର ଘ ରେ ବାସ କରିବାକୁ ଠିକ୍ ସମୟ ଆସିୟାଇଛି। ସୁନ୍ଦର କାନ୍ଥ ରେ କାଠ ଫଳକ ଲାଗିଥିବା ଘ ରେ ବାସ କରୁଛ। କିନ୍ତୁ ସଦାପ୍ରଭୁଙ୍କର ଗୃହ ତଥାପି ଭଗ୍ନ ଅବସ୍ଥା ରେ ଅଛି।

ତୀତସଙ୍କ ପ୍ରତି ପତ୍ର 1:15

ଯେଉଁମାନେ ପବିତ୍ର, ତାହାଙ୍କ ପାଇଁ ସବୁ କିଛି ପବିତ୍ର। କିନ୍ତୁ ଯେଉଁମାନେ ପାପୀ ଓ ଅବିଶ୍ବାସୀ, ସମାନଙ୍କେ ଲାଗି କିଛି ହେଲେ ପବିତ୍ର ନୁହେଁ। ସମାନଙ୍କେର ଚିନ୍ତା ପାପରେ ଦୂଷିତ ହାଇଯୋଇଛି ଓ ଠିକ୍ କ'ଣ, ସେ ସମ୍ବନ୍ଧ ରେ ସମାନଙ୍କେର ଜ୍ଞାନ ନଷ୍ଟ ହାଇେ ଯାଇଛି।

ଯିହୂଦାଙ୍କ ପତ୍ର 1:23

ଅନ୍ୟ ଲୋକମାନଙ୍କୁ ରକ୍ଷାକର। ସହେି ଲୋକମାନଙ୍କୁ ଅଗ୍ନିରୁ ଟାଣି ଆଣ। କିନ୍ତୁ ତୁମ୍ଭେ ଅନ୍ୟ ପାପୀମାନଙ୍କୁ ଦୟା ଦଖାଇବୋ ବେଳେ ସାବଧାନ ରେ ରୁହ। ପାପରେ କଳଙ୍କିତ ହାଇେଥିବା ସମାନଙ୍କେର ଲୁଗାପଟାକୁ ମଧ୍ଯ ଘୃଣା କର।

Interlinear

Choose Theme