Home Bibles ☰ Books ହଗୟ 2:16 · ଓଡ଼ିଆ ବାଇବେଲ
ହଗୟ 2:16 · ଓଡ଼ିଆ ବାଇବେଲ

ଲୋକମାନେ କୋଡିଏ ଓଜନ ମାପର ଶସ୍ଯ ଗ୍ଭହିଁଥିଲେ କିନ୍ତୁ ଶସ୍ଯ ସ୍ତୁପ ରେ ମାତ୍ର ଦଶ ଓଜନ ମାପର ଶସ୍ଯ ଥିଲା। ଲୋକମାନେ ଦ୍ରାକ୍ଷାରସ କୁଣ୍ତରୁ ପଗ୍ଭଶ ମାଠିଆ ଦ୍ରାକ୍ଷାରସ ଗ୍ଭହିଁଥିଲେ। କିନ୍ତୁ ସେଥି ରେ ମାତ୍ର କୋଡିଏ ମାଠିଆ ଦ୍ରାକ୍ଷାରସ ଥିଲା।

Cross references

ହିତୋପଦେଶ 3:9

ତୁମ୍ଭ ସମ୍ପଦରୁ ସଦାପ୍ରଭୁଙ୍କ ସମ୍ମାନ କର। ତାଙ୍କୁ ତୁମ୍ଭ ପ୍ରଥମ ଅମଳର କିଛି ଅଂଶ ଦିଅ।

ହଗୟ 1:6

ତୁମ୍ଭେ ବହୁ ମଞ୍ଜି ବୁଣୁଛ କିନ୍ତୁ ଅଳ୍ପ ଶସ୍ଯ ଅମଳ କରୁଛ। ତୁମ୍ଭର ଖାଇବାକୁ ଖାଦ୍ୟ ଅଛି କିନ୍ତୁ ପଟେ ପୁରିବାକୁ ପ୍ରଚୁର ନାହିଁ। ତୁମ୍ଭର ପାନୀଯ ପାଇଁ ଅଳ୍ପ ଦ୍ରାକ୍ଷାରସ ଅଛି। କିନ୍ତୁ ତାହା ତୁମ୍ଭର ଚାହିଦା ପୂରଣ ପାଇଁ ୟଥେଷ୍ଟ ନୁହେଁ। ତୁମ୍ଭର ଯଦିଓ କିଛି ବସ୍ତ୍ର ପିନ୍ଧିବାକୁ ଅଛି ତାହା ତୁମ୍ଭମାନଙ୍କୁ ଉଷୁମ ରଖିବାକୁ ୟଥେଷ୍ଟ ନୁହେଁ। ତୁମ୍ଭମାନେେ ଧନ ଅର୍ଜ୍ଜନ କରୁଛ କିନ୍ତୁ ତାହା କୁଆଡେ ଗ୍ଭଲି ଯାଉଛି ତୁମ୍ଭେ ଜାଣିପାରୁନାହଁ, ଯେପରିକି ତୁମ୍ଭ ପକଟେ ରେ ଥିବା କଣା ବାଟେ ସେସବୁ ଗ୍ଭଲି ଯାଉଛି।

ହଗୟ 1:9

ସର୍ବଶକ୍ତିମାନ ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ପ୍ରଚୁର ଶସ୍ଯ ଅମଳ କରିବାକୁ ଖୋଜୁଛ, କିନ୍ତୁ ଯେତବେେଳେ ଶସ୍ଯ ସଂଗ୍ରହ କରିବାକୁ ଯାଉଛ ସଠାେ ରେ ଅତି ଅଳ୍ପ ଶସ୍ଯ ଦେଖୁଛ। ତୁମ୍ଭମାନେେ ସେ ଶସ୍ଯ ଘରକୁ ଆଣୁଛ, ତା'ପ ରେ ଆମ୍ଭେ ପବନକୁ ପଠାଇ ସେ ସମସ୍ତକୁ ଉଡାଇଦେଉଛୁ। ଏହା କାହିଁକି ଘଟୁଛି? କାରଣ ତୁମ୍ଭେ ପ୍ରେତ୍ୟକକ ଯେତବେେଳେ ନିଜ ନିଜ ଘରର ଯତ୍ନ ନବୋକୁ ତତ୍ପର ହେଉଛ ସେତବେେଳେ ଆମ୍ଭ ଗୃହ ଧ୍ବଂସ ହେଉଛି।

ଯିଖରିୟ 8:10

ସହେିଦିନ ପୂର୍ବରୁ ମନୁଷ୍ଯ ପାଇଁ ବତନେ ନଥିଲା, ପଶୁ ପାଇଁ ଆଯ ନଥିଲା, ବାହାରକୁ ୟିବା ଓ ଭିତରକୁ ଆସିବା ଲୋକମାନଙ୍କ ପାଇଁ ଶତୃମାନଙ୍କଠାରୁ କୌଣସି ନିରାପତ୍ତା ନଥିଲା, କାରଣ ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ତାଙ୍କ ପଡ଼ୋଶୀଙ୍କ ବିପକ୍ଷ କରାଇଥିଲୁ।

ମଲାଖୀ 2:2

ଯଦି ତୁମ୍ଭମାନେେ ଧ୍ଯାନ ନ ଦିଅ ଏବଂ ଆମ୍ଭ ନାମକୁ ଗୌରବ ଦବୋ ପାଇଁ, ଗୁରୁତ୍ବ ନ ଦିଅ ତବେେ ତୁମ୍ଭମାନଙ୍କର ଆଶୀର୍ବାଦଗୁଡିକ ଅଭିଶାପ ରେ ପରିଣତ କରିବା। ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ ଘଟାଇବା କାରଣ ତୁମ୍ଭମାନେେ ଆମ୍ଭର ନାମକୁ ଗୌରବ ଦବୋ ବିଷଯ ରେ ଗମ୍ଭୀର ନୁହଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ବାଣୀସବୁ କହିଥିଲେ।

Interlinear

Choose Theme