Home Bibles ହଗୟ 2:21 · ଓଡ଼ିଆ ବାଇବେଲ
ହଗୟ 2:21 · ଓଡ଼ିଆ ବାଇବେଲ

ଯିହୁଦାର ଶାସକ ୟିରୁଦ୍ଦାବିଲଙ୍କ ନିକଟକୁ ୟାଅ। ଆମ୍ଭେ ପୃଥିବୀ ଓ ସ୍ବର୍ଗକୁ ଥରାଇ ଦବୋ।

Cross references

ପ୍ରଥମ ବଂଶାବଳୀ 3:19

ପଦାଯଙ୍କର ପୁତ୍ରମାନେ ଥିଲେ ସରୁଦ୍ଦାବଲେ ଓ ଶିମିଯି। ସରୁବ୍ବାବିଲଙ୍କର ପୁତ୍ରମାନେ ଥିଲେ ମଶୂଲ୍ଲମ ଓ ହନାନିଯ। ଶ ଲୋମୀତ ସମାନଙ୍କେର ଭଉଣୀ ଥିଲେ।

ଏଜ୍ରା 2:2

ଏହି ଲୋକମାନେ ସରୁଦ୍ଦାବିଲ, ଯଶୂେଯ, ନିହିମଯା, ସରାଯ, ରିଯଲୋଯ, ମର୍ଦ୍ଦଖଯ, ବିଲଶନ, ମିସ୍ପର, ଦିଗ୍ବଯ, ରହୂମ୍ ଓ ବାନା ସଙ୍ଗେ ଫରେି ଆସିଲେ। ଇଶ୍ରାୟେଲୀୟ ବଂଶୀଯ ପୁରୁଷମାନଙ୍କର ସଂଖ୍ଯା ଏହିପରି ଥିଲା।

ଏଜ୍ରା 5:2

ତେଣୁ ଶଲ୍ଟୀଯଲରେ ପୁତ୍ର ସରୁଦ୍ଦାବିଲ ଓ ୟୋଷାଦକର ପୁତ୍ର ଯେଶଯ ଉଠି ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ବରଙ୍କ ଭବିଷ୍ଯଦ୍ବକ୍ତାମାନେ ସମାନଙ୍କେ ସଙ୍ଗେ ରହି ସାହାର୍ୟ୍ଯ କଲେ।

ଗୀତସଂହିତା 46:6

ସଦାପ୍ରଭୁଙ୍କ ଚିତ୍କାର ଶୁଣି ରାଜ୍ଯମାନେ ଭୟରେ କମ୍ପି ଉଠନ୍ତି। ସହେି ରାଜ୍ଯସବୁ ଭାଙ୍ଗି ପଡ଼ିବ ଏବଂ ପୃଥିବୀରେ ଭୂମିକମ୍ପ ହବେ।

ଯିହିଜିକଲ 26:15

ମାରେ ପ୍ରଭୁ ସଦାପ୍ରଭୁ ସୋରରୁ ଏହି କଥା କହନ୍ତି, ତୁମ୍ଭର ପତନର ଶବ୍ଦ ରେ ଭୂମଧ୍ଯସାଗରସ୍ଥ ଦ୍ବୀପସମୂହ କମ୍ପିତ ହବେ। ଏହା ଘଟିବ ଯେତବେେଳେ ଆହତ ଲୋକମାନେ ଭୟ ରେ ବିଳାପ କରିବେ ଓ ସମାନଙ୍କେୁ ସଂହାର କରାୟିବ।

ଯିହିଜିକଲ 38:19

ଆଉ ମୁଁ ମାରେଅନ୍ତଜର୍‌ବାଳା ଓ କୋରଧାଗ୍ନି ରେ ପ୍ରତିଜ୍ଞା କରେ, ଇଶ୍ରାୟେଲ ରେ ଭୟଙ୍କର ଭୂମିକମ୍ପ ହବେ।

ଯୋୟେଲ 3:16

ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।

ହଗୟ 1:1

ପାରସ୍ଯ ରାଜା ଦାରିଯାବସଙ୍କର ରାଜତ୍ବର ଦ୍ବିତୀୟ ବର୍ଷର ଛଅମାସର ପ୍ରଥମ ଦିବସ ରେ ହାଗଯ ପରମେଶ୍ବରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶଲ୍ଟୀଯଲଙ୍କେ ପୁତ୍ର ୟିରୁଦ୍ଦାବିଲ ଓ ୟିହୋଷାଦଙ୍କ ପୁତ୍ର ଯିହାଶୂେୟଙ୍କ ପାଇଁ ଥିଲା। ୟିରୁଦ୍ଦାବିଲ ଯିହୁଦାର ଦଶାେଧ୍ଯକ୍ଷ ଓ ଯିହାଶୂେୟ ଜଣେ ମହାନ୍ ଯାଜକ ଥିଲେ। ଭବିଷ୍ଯଦ୍ବକ୍ତା ହାଗଯଙ୍କ ଦ୍ବାରା କୁହାୟାଇଥିବା ବାର୍ତ୍ତା ଏହାହିଁ ଅଟେ।

ହଗୟ 1:14

ତା'ପ ରେ ସଦାପ୍ରଭୁ ତାଙ୍କର ନିର୍ମାଣ ବିଷଯ ରେ ଲୋକମାନଙ୍କୁ ଉତ୍ତଜେିତ କଲେ। ଯିହୁଦାର ଶାସକ ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲଙ୍କୁ ଓ ମହାୟାଜକ ୟିହୋଷାଦକଙ୍କ ପୁତ୍ର ଯିହାଶୂେୟଙ୍କୁ ମଧ୍ଯ ସଦାପ୍ରଭୁ ଉତ୍ତଜେିତ କଲେ। ତାଙ୍କର ମନ୍ଦିର ନିର୍ମାଣ କରିବା ବିଷଯ ରେ ସଦାପ୍ରଭୁ ସବୁ ଲୋକଙ୍କୁ ଉତ୍ତଜେିତ କଲେ। ସମାନେେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ମନ୍ଦିର ନିର୍ମାଣ କାମ ଆରମ୍ଭ କଲେ।

ହଗୟ 2:6

କାହିଁକି? କାରଣ ସର୍ବଶକ୍ତିମାନ ସଦାପ୍ରଭୁ ଏହିକଥା କହିଛନ୍ତି। ଅଳ୍ପ ସମୟ ପ ରେ ଆମ୍ଭେ ପୁନର୍ବାର କମ୍ପନ ସୃଷ୍ଟି କରିବା। ସ୍ବର୍ଗ, ମର୍ତ୍ତ୍ଯ, ଜଳ ଓ ସ୍ଥଳ ରେ କମ୍ପନ ଆଣିବା।

ଯିଖରିୟ 4:6

ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।

ଏବ୍ରୀ 12:26

ଆଗରୁ ଯେତବେେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, ଆଉ ଥରେ ମୁଁ କମ୍ପାଇବି କବଳେ ପୃଥିବୀକୁ ନୁହେଁ ବରଂ ମୁଁ ସ୍ବର୍ଗକୁ ମଧ୍ଯ କମ୍ପାଇବି।327

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:17

ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାଯୁ ରେ ଢ଼ାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ବର ଆସିଲା। ସହେି ସ୍ବର କହିଲା, ଏହା ସମାପ୍ତ ହେଲା।

Interlinear

Choose Theme