Home Bibles ହଗୟ 2:23 · ଓଡ଼ିଆ ବାଇବେଲ
ହଗୟ 2:23 · ଓଡ଼ିଆ ବାଇବେଲ

ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହୁଛନ୍ତି। ଶଲ୍ଟୀଯଲଙ୍କ ପୁତ୍ର ୟିରୁଦ୍ଦାବିଲ, ତୁମ୍ଭେ ଆମ୍ଭର ଭୃତ୍ଯ। ଆମ୍ଭେ ତୁମ୍ଭକୁ ବାଛିଅଛୁ, ସହେି ସମୟରେ ଆମ୍ଭେ ତୁମ୍ଭକୁ ଏକ ମାହେର ଥିବା ମୁଦି କରିବା। ଆମ୍ଭେ ଏସବୁ କରିଛୁ ବୋଲି ତୁମ୍ଭେ ଏହାର ପ୍ରମାଣ ହବେ।

Cross references

ଗୀତସଂହିତା 65:5

ହେ ପରମେଶ୍ବର, ଆମ୍ଭମାନଙ୍କର ରକ୍ଷାକର୍ତ୍ତା, ତୁମ୍ଭେ ଆଶ୍ଚର୍ୟ୍ଯ କାର୍ୟ୍ଯ ମାଧ୍ଯମରେ ଉତ୍ତର ଦିଅ ଓ ୟାହା ୟଥାର୍ଥ ତାହା କର। ସମଗ୍ର ବିଶ୍ବର ଲୋକମାନେ ବିଶ୍ବାସ ତୁମ୍ଭଠାରେ ରଖନ୍ତି।

ପରମଗୀତ 8:6

ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।

ଯିଶାଇୟ 42:1

ମାରଦୋସକୁ ଦେଖ। ମୁଁ ତାକୁ ମନୋନୀତ କରିଛି। ମାରେ ଚିତ୍ତ ତାହାଠା ରେ ସନ୍ତୁଷ୍ଟ। ମୁଁ ତାହା ଉପ ରେ ନିଜର ଆତ୍ମାକୁ ସ୍ଥାପନ କରିଅଛି। ସେ ଅନ୍ଯଦେଶ ପ୍ରତି ନ୍ଯାଯ ବିଚାର କରିବ।

ଯିଶାଇୟ 43:10

ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭର ସାକ୍ଷୀ ଓ ତୁମ୍ଭମାନେେ ମାରେ ମନୋନୀତ ଦାସ। କାରଣ ତୁମ୍ଭମାନେେ ମାଠାେ ରେ ବିଶ୍ବାସ ରଖନ୍ତୁ ବୋଲି ପ୍ରଚାର କରିବ ଓ ଆମ୍ଭେ ସହେି ଅଟୁ ବୋଲି ସମାନେେ ଯେପରି ବୁଝିବେ। ଆମ୍ଭେ ପ୍ରକୃତ ପରମେଶ୍ବର, ପୂର୍ବରୁ କହେି ପରମେଶ୍ବର ନ ଥିଲେ କି ପ ରେ କହେି ଈଶ୍ବର ହବେେ ନାହିଁ।

ଯିଶାଇୟ 49:1

ହେ ଦ୍ବୀପ ସମୂହର ଲୋକମାନେ ମାେ କଥା ଶୁଣ। ହେ ଦୂରସ୍ଥ ଗୋଷ୍ଠୀ ସମୂହର ଲୋକମାନେ, ମାେ କଥାକୁ ଅବଧାନ କର। ମୁଁ ମାତୃ ଗର୍ଭରୁ ଭୂମିଷ୍ଠ ହବୋ ପୂର୍ବରୁ ସଦାପ୍ରଭୁ ତାଙ୍କର ସବୋ ପାଇଁ ମାେତେ ଆହ୍ବାନ କରିଛନ୍ତି। ମୁଁ ମାତୃଗର୍ଭ ରେ ଥିବା କାଳରୁ ସେ ମାରେ ନାମ ଉଲ୍ଲେଖ କରିଛନ୍ତି।

ଯିରିମିୟ 22:24

ସଦାପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଯିହୁଦାର ରାଜା ଯିହାୟୋକୀମର ପୁତ୍ର ଯିହାୟୋଦାରକୀନ୍ ଆମ୍ଭ ଦକ୍ଷିଣ ହସ୍ତର ମାହେର ତୁଲ୍ଯ ହେଲେ ହେଁ ଆମ୍ଭେ ତୁମ୍ଭକୁ ସଠାରୁେ କାଢ଼ି ପକାଇବା।

ଯିଖରିୟ 4:6

ସେ କହିଲେ, ଏହା ୟିରୁଦ୍ଦାବିଲଙ୍କ ପ୍ରତି ସଦାପ୍ରଭୁଙ୍କ ବାର୍ତ୍ତା, 'ଏହା ପରାକ୍ରମ କି ବଳଦ୍ବାରା ନୁହେଁ, ଆମ୍ଭର ଆତ୍ମାରୁ ଆସିବ।' ସର୍ବଶକ୍ତିମାନ୍ ସଦାପ୍ରଭୁ ଏହା କୁହନ୍ତି।

ମାଥିଉଲିଖିତ ସୁସମାଚାର 12:18

ୟିଶାଇୟ କହିଥିଲେ, ଏ ମାରେ ସବେକ। ମୁଁ ତାହାଙ୍କୁ ବାଛିଛି। ମୁଁ ତାହାଙ୍କୁ ଭଲ ପାଏ। ମୁଁ ତାହାଙ୍କ ଉପରେ ଖୁସୀ। ମାରେ ଆତ୍ମା ମୁଁ ତାହାଙ୍କଠା ରେ ରଖିବି। ସେ ଜାତିମାନଙ୍କ ଭିତ ରେ ନ୍ଯାୟ ଘାଷେଣା କରିବେ।

ଯୋହନଲିଖିତ ସୁସମାଚାର 6:27

ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:19

ସହେି ବାକ୍ଯଗୁଡ଼ିକ ସହେି ମୂଳଦୁଆ ଉପରେ ଲଖାେ ହାଇେଛି : ଯେଉଁମାନେ ପ୍ରଭୁଙ୍କର ଲୋକ, ସମାନଙ୍କେୁ ପ୍ରଭୁ ଜାଣନ୍ତି। ନିମ୍ନ ଲିଖିତ ଶଦ୍ଦଗୁଡିକ ମଧ୍ଯ ମୂଳ ଦୁଆ ଉପରେ ଲଖାଯାେଇଛି: ଯେଉଁ ଲୋକ ଦାବୀ କରେ ଯେ ସେ ପ୍ରଭୁଙ୍କୁ ବିଶ୍ବାସ କରେ, ସେ ମନ୍ଦ କାମ ନ କରୁ।

ପିତରଙ୍କ ପ୍ରଥମ ପତ୍ 2:4

ପ୍ରଭୁ ଯୀଶୁ ହେଉଛନ୍ତି ଜୀବନ୍ତ ପଥର। ଜଗତର ଲୋକମାନେ ସହେି ପଥରଟି ଅଗ୍ରାହ୍ଯ କଲେ। କିନ୍ତୁ ପରମେଶ୍ବର ସହେି ପଥରଟିକୁ ମନୋନୀତ କରିଛନ୍ତି। ପରମେଶ୍ବରଙ୍କ ପାଇଁ ତାହାଙ୍କ ମୂଲ୍ଯ ଅଧିକ।

Interlinear

Choose Theme