ପରମେଶ୍ବର ତାହାଙ୍କୁ ସମସ୍ତ ସ୍ବର୍ଗଦୂତମାନଙ୍କ ଅପେକ୍ଷା ଅତ୍ଯଧିକ ଉତ୍କୃଷ୍ଟ ନାମ ଦେଲେ, ତେଣୁ ସେ ଯେ କୌଣସି ସ୍ବର୍ଗଦୂତଙ୍କ ଠାରୁ ମଧ୍ଯ ଅଧିକ ମହାନ୍ ହାଇେଅଛନ୍ତି।
Cross references
ମୁଁ ବର୍ତ୍ତମାନ ସଦାପ୍ରଭୁଙ୍କ ସହେି ନିଯମ ଘୋଷଣା କରୁଛି। ସଦାପ୍ରଭୁ ମାେତେ କହିଲେ, ଆଜିଠାରୁ ମୁଁ ତୁମ୍ଭର ପିତା ହେଲ ଓ ତୁମ୍ଭେ ମାରେ ପୁତ୍ର ହେଲ।
ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।
ଖ୍ରୀଷ୍ଟ ପରମେଶ୍ବରଙ୍କ ବାଧ୍ଯ ହେଲେ, ତେଣୁ ପରମେଶ୍ବର ଖ୍ରୀଷ୍ଟଙ୍କୁ ଅତି ଉନ୍ନତ କଲେ। ପରମେଶ୍ବର ଖ୍ରୀଷ୍ଟଙ୍କ ନାମକୁ ଅନ୍ୟ ସମସ୍ତଙ୍କ ନାମ ଅପେକ୍ଷା ମହାନ କଲେ।
ଖ୍ରୀଷ୍ଟ ମଣ୍ଡଳୀରୂପ ଶରୀରର ମୁଖ୍ଯ ଅଟନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କଠାରୁ ଆସିଥାଏ। ସେ ମୃତ୍ଯୁରୁ ପୁର୍ନରୁଥିତ ଏକମାତ୍ର ପୁର୍ନରୁଥିତ ଈଶ୍ବର ହାଇେଥିବା ପ୍ରଭୁ। ଅତଏବ ପ୍ରେତ୍ୟକକ ବିଷୟ ରେ ଖ୍ରୀଷ୍ଟ ସର୍ବାପେକ୍ଷା ମହତ୍ତ୍ବପୂର୍ଣ୍ଣ ଅଟନ୍ତି।
ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମ୍ପୂର୍ଣ୍ଣ ଅଟ। ତୁମ୍ଭର ଆଉ କିଛି ଦରକାର ନାହିଁ। ସେ ହେଉଛନ୍ତି ଶାସକମାନଙ୍କର ଓ ଶକ୍ତିଗୁଡ଼ିକର ଶାସକ ବା ପ୍ରଧାନ।
ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।
ତୁମ୍ଭେ ଧାର୍ମିକତାକୁ ଭଲ ପାଅ, ଓ ତୁମ୍ଭେ ଭୁଲକୁ ଘୃଣା କର। ଅତଏବ ପରମେଶ୍ବର, ତୁମ୍ଭ ପରମେଶ୍ବର ତୁମ୍ଭର ସଙ୍ଗୀମାନଙ୍କ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦ ପ୍ରଦାନ କରିଛନ୍ତି।
ଅତି ଅଳ୍ପ ସମୟ ନିମନ୍ତେ ଯୀଶୁଙ୍କୁ ସ୍ବର୍ଗଦୂତମାନଙ୍କ ଠାରୁ ନିମ୍ନ ସ୍ତର ରେ ରଖା ଯାଇଥିଲା, କିନ୍ତୁ ଏବେ ଆମ୍ଭେ ଦେଖୁଛୁ ଯେ, ସେ ଗୌରବ ଓ ସମ୍ମାନର ରାଜମୁକୁଟ ପିନ୍ଧିଛନ୍ତି। ଏହାର କାରଣ, ତାହାଙ୍କର ଦୁଃଖଭୋଗ ଓ ମୃତ୍ଯୁ ଅଟେ। ପରମେଶ୍ବରଙ୍କ ଅନୁଗ୍ରହ ହତେୁ ଯୀଶୁ ପ୍ରେତ୍ୟକକ ଲୋକଙ୍କ ପାଇଁ ମୃତ୍ଯୁ ବରଣ କଲେ।
ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।
ତା'ପରେ ମୁଁ ଦେଖିଲି ଓ ଅନକେ ସ୍ବର୍ଗଦୂତଙ୍କର ସ୍ବର ଶୁଣିଲି। ସ୍ବର୍ଗଦୂତମାନେ ସିଂହାସନ, ଜୀବିତପ୍ରାଣୀ ଓ ପ୍ରାଚୀନମାନଙ୍କ ଚାରିପାଖ ରେ ଥିଲେ। ମୁଁ ହଜାରହଜାର ସ୍ବର୍ଗଦୂତଙ୍କୁ ଦେଖିଲି। ସଠାେରେ 10,000ର 10,000 ଗୁଣ ସ୍ବର୍ଗଦୂତ ଥିଲେ।