ଏବ୍ରୀ 10:18 · ଓଡ଼ିଆ ବାଇବେଲ
ଓ ଏହିସବୁଗୁଡ଼ିକୁ କ୍ଷମା କରି ଦିଆଗଲା ପରେ, ଆଉ ପାପଗୁଡ଼ିକ ପାଇଁ ବଳିଦାନର କୌଣସି ଆବଶ୍ଯକତା ନାହିଁ।
Cross references
ଏବ୍ରୀ 10:2
ଯଦି ବ୍ଯବସ୍ଥା ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରିଥାନ୍ତା ତା' ହେଲେ ସହେି ବଳିଗୁଡ଼ିକ ବନ୍ଦ ହାଇେ ଯାଇ ସାରିଥାଆନ୍ତା। ସହେି ଲୋକମାନେ ମଧ୍ଯ ପାପରୁ ଶୁଦ୍ଧ ହାଇଯୋଇ ସାରିଥାନ୍ତେ। ସମାନେେ ଏବେ ସୁଦ୍ଧା ନିଜ ପାପ ପାଇଁ ନିଜକୁ ଦୋଷୀ ଅନୁଭବ କରୁ ନ ଥାନ୍ତେ। କିନ୍ତୁ ବ୍ଯବସ୍ଥା କଦାପି ତାହା କରି ପାରିବ ନାହିଁ।
ଏବ୍ରୀ 10:14
ମାତ୍ର ଗୋଟିଏ ବଳିଦାନ ଦ୍ବାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରି ଦେଲେ। ସହେି ଲୋକମାନଙ୍କୁ ପବିତ୍ର କରାଯାଇଛି।