ସହେି ଲୋକମାନେ ଯାହା ଦେଖିଲେ, ସଗେୁଡ଼ିକ ଏତେ ଭୟଙ୍କର ଥିଲା ଯେ, ମାଶାେ କହିଥିଲେ : ମୁଁ ଭୟ ରେ ଥରୁଛି।323
Cross references
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।
ତୂରୀ ଧ୍ବନି ଅଧିକରୁ ଅଧିକ ଶବ୍ଦ ରେ ଶୁଭିଲା। ମାଶାେ ପରମେଶ୍ବରଙ୍କୁ ୟୋକୌଣସି ପ୍ରଶ୍ନ କଲେ ପରମେଶ୍ବର ପ୍ରେତ୍ୟକକ ଥର ବଜ୍ର ସ୍ବର ରେ ଉତ୍ତର ଦେଲେ।
କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତୁମ୍ଭମାନଙ୍କ ବିରକ୍ସ୍ଟଦ୍ଧ ରେ ଯେଉଁ କୋରଧ କଲେ, ସହେି କୋପ ଓ ପ୍ରଚଣ୍ତତା ଆଗ ରେ ମୁ ଭୟ କଲି, ମାତ୍ର ସଦାପ୍ରଭୁ ସେଥି ରେ ମଧ୍ଯ ମାରେ କଥା ଶୁଣିଲେ।
ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।
ସମାନେେ ପରସ୍ପରକୁ ଡ଼ାକି କହୁଥିଲେ, ସର୍ବ ଶକ୍ତିମାନ ସଦାପ୍ରଭୁ ଧର୍ମମଯ, ଧର୍ମମଯ, ଧର୍ମମଯ। ତାଙ୍କର ମହିମା ସମଗ୍ର ପୃଥିବୀ ରେ ବ୍ଯାପିୟାଇଛି।' ସହେି ଦବଦେୂତମାନଙ୍କର ସ୍ବର ଅତି ଉଚ୍ଚ ଥିଲା।
ତହିଁରେ ମୁଁ ଏକାକୀ ରହି ସହେି ମହା ଦର୍ଶନ ଦେଖିଲି। ମୁଁ ଅତ୍ଯନ୍ତ ଭୟଭୀତ ହାଇେ ମାରେ ସମସ୍ତ ଶକ୍ତି ହରାଇଲି। ମାରେ ମୁଖ ମୃତ ବ୍ଯକ୍ତିର ମୁଖପରି ରକ୍ତହୀନ ହାଇଗେଲା ଓ ମୁଁ ଅସହାୟ ବୋଧ କଲି।
ମୁଁ ଦାନିୟେଲ, ପ୍ରଭୁଙ୍କର ଦାସ। କିପରି ମାରେପ୍ରଭୁଙ୍କ ସଙ୍ଗେ କଥାବାର୍ତ୍ତା କରିବି। ମାରେ ଶକ୍ତି ନାହିଁ, ଏପରିକି ମୁଁ ନିଶ୍ବାସ ନଇେ ପାରୁନାହିଁ।'
ମୁଁ ତାହାଙ୍କୁ ଦେଖି, ତାହାଙ୍କ ପାଦତଳେ ଗୋଟିଏ ମୃତ ମଣିଷ ପରି ପଡ଼ିଗଲି। ମାେ ଉପରେ ଆପଣା ଡ଼ାହାଣ ହାତ ରଖି ସେ କହିଲେ, ଭୟ କର ନାହିଁ। ମୁଁ ପ୍ରଥମ ଓ ଶଷେ।