ଏହି ପୃଥିବୀ ରେ ଆମ୍ଭର କୌଣସି ଚିରସ୍ଥାଯୀ ନଗର ନାହିଁ। କିନ୍ତୁ ଆମ୍ଭେ ଗୋଟିଏ ନଗର ପାଇଁ ପ୍ରତୀକ୍ଷା କରୁଛ, ଯାହା ଭବିଷ୍ଯତ ରେ ଆସିବ।
Cross references
ତୁମ୍ଭମାନେେ ଉଠ ଏବଂ ଏସ୍ଥାନକୁ ପରିତ୍ଯାଗ କର। ଏ ସ୍ଥାନ ତୁମ୍ଭର ବିଶ୍ରାମଗୃହ ନୁହେଁ। କାରଣ ତୁମ୍ଭମାନେେ ଏହାର ପ୍ରତିଦ୍ବନ୍ଦୀ ହାଇେଛ। ତୁମ୍ଭେ ମଧ୍ଯ ଏହାକୁ କଳୁଷିତ କରିଛ। ତେଣୁ ଏହି ସ୍ଥାନ ଶାଚେନୀୟ ଭାବରେ ବିଚ୍ଛିନ୍ନ ହବେ।
ଭାଇ ଓ ଭଉଣୀମାନେ ! ମାରେ କହିବା କଥା ଯେ, ସମୟ ବହୁତ କମ୍ ଅଛି। ଅତଏବ, ଏହାପରେ, ଯେଉଁମାନଙ୍କର ପତ୍ନୀ ଅଛନ୍ତି ସମାନେେ ପ୍ରଭୁଙ୍କ ପାଇଁ ସମୟ ଦିଅନ୍ତୁ, ଯେପରି ସମାନଙ୍କେ ପତ୍ନୀ ନାହିଁ।
ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।
ଅତଏବ ତୁମ୍ଭମାନେେ ଏବେ ବିଦେଶୀ ଅବା ଅପରିଚିତ ବ୍ଯକ୍ତି ନୁହଁ ମାତ୍ର ତୁମ୍ଭେ ପରମେଶ୍ବରଙ୍କ ପବିତ୍ର ଲୋକଙ୍କ ସହିତ ସହନାଗରିକ ଓ ପରମେଶ୍ବରଙ୍କ ନିଜ ପରିବାରର ଲୋକ ଅଟ।
କିନ୍ତୁ ଆମ୍ଭର ଜନ୍ମଭୂମି ହେଉଛି ସ୍ବର୍ଗ। ଆମେ ସ୍ବର୍ଗରୁ ଆମ୍ଭର ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଆଗମନକୁ ପ୍ରତୀକ୍ଷା କରୁଛୁ। ଯୀଶୁଖ୍ରୀଷ୍ଟ ଆମ୍ଭର ପରିତ୍ରାଣକର୍ତ୍ତା ପ୍ରଭୁ ଅଟନ୍ତି।
ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।
ଏହା ପ୍ରମାଣିତ କରେ ଯେ, ପରମେଶ୍ବରଙ୍କ ଲୋକମାନଙ୍କ ଲାଗି ସପ୍ତମ ଦିନର ବିଶ୍ରାମ ଭୋଗିବାର ବାକି ଅଛି।
ପରମେଶ୍ବର ପ୍ରତିଜ୍ଞା ଅନୁସାରେ ଅବ୍ରହାମ ସହେି ସ୍ଥାନ ରେ ରହିଲେ। ସେ ଜଣେ ଯାତ୍ରୀ ଭଳି ରହିଲେ, ଜଣେ ବାସିନ୍ଦା ଭଳି ନୁହେଁ। ବିଶ୍ବାସ ଥିବା ହତେୁ ସେ ଏପରି କଲେ। ଇସ୍ହାକ ଓ ଯାକୁବଙ୍କ ସହିତ ଅବ୍ରହାମ ତମ୍ବୁ ରେ ରହିଲେ। ଇସ୍ହାକ ଓ ଯାକୁବ ମଧ୍ଯ
ଏହି ଲୋକ ଜଣକ ଏତେ ବୃଦ୍ଧ ଥିଲେ ଯେ ସେ ମୃତବତ ଥିଲେ। କିନ୍ତୁ ସହେି ଜଣେ ଲୋକଙ୍କଠାରୁ ଆକାଶର ତାରାଗଣ ଓ ସମୁଦ୍ର କୂଳର ବାଲି ଭଳି ଅସଂଖ୍ଯ ସନ୍ତାନ ଜନ୍ମଗ୍ରହଣ କଲେ।
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।
ସବୁ ବିଷୟ ସମାପ୍ତ ହବୋର ସମୟ ନିକଟତର ହେଲାଣି। ଅତଏବ ନିଜର ମନକୁ ଶୁଚି ରଖ ଏବଂ ନିଜକୁ ସଂୟତ କର। ଏହା ତୁମ୍ଭକୁ ପ୍ରାର୍ଥନା କରିବା ରେ ସାହାୟ୍ଯ କରିବ।
କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।