Home Bibles ଏବ୍ରୀ 13:21 · ଓଡ଼ିଆ ବାଇବେଲ
ଏବ୍ରୀ 13:21 · ଓଡ଼ିଆ ବାଇବେଲ

ମୁଁ ପ୍ରାର୍ଥନା କରୁଛି, ଯେ ତାହାଙ୍କୁ ପ୍ରସନ୍ନ କଲାଭଳି କାର୍ୟ୍ଯଗୁଡ଼ିକ ପରମେଶ୍ବର ଆମ୍ଭ ଦ୍ବାରା କରାଉଥାଆନ୍ତୁ। ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ସେ ଏପରି କରନ୍ତୁ ବୋଲି ମୁଁ କହୁଛି। ସଦାସର୍ବଦା ଯୀଶୁଙ୍କ ମହିମା ହେଉ। ଆମେନ୍ !

Cross references

ଦିତୀୟ ବିବରଣ 32:4

ସତେ ଶୈଳ, ତାଙ୍କର କର୍ମ ସିଦ୍ଧ। କାରଣ ତାଙ୍କର ସକଳ ପଥ ଯଥାର୍ଥ। ସେ ବିଶ୍ବସ୍ତ ଓ ନ୍ଯାଯବାନ୍ ପରମେଶ୍ବର। ସେ ଉତ୍ତମ ଓ ସତ୍ଯ।

ଗୀତସଂହିତା 72:18

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଗୀତସଂହିତା 138:8

ସଦାପ୍ରଭୁ, ତୁମ୍ଭେ ପ୍ରତିଜ୍ଞା କରିଥିବା ଜିନିଷ ମାେତେ ଦିଅ। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ। ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କୁ ସୃଷ୍ଟି କଲ। ତଣେୁ ଆମ୍ଭକୁ ପରିତ୍ଯାଗ କର ନାହିଁ।

ମାଥିଉଲିଖିତ ସୁସମାଚାର 6:13

ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

ମାଥିଉଲିଖିତ ସୁସମାଚାର 7:21

ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।

ମାଥିଉଲିଖିତ ସୁସମାଚାର 12:50

ୟିଏ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମାରେ ଭାଇ, ଭଉଣୀ ଓ ମାଆ।

ମାଥିଉଲିଖିତ ସୁସମାଚାର 21:31

ତବେେ କୁହ, 'କେଉଁ ପୁଅ ତାର ବାପାଙ୍କ ବାଧ୍ଯ ହେଲା?

ମାଥିଉଲିଖିତ ସୁସମାଚାର 28:20

ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।

ଯୋହନଲିଖିତ ସୁସମାଚାର 7:17

ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।

ଯୋହନଲିଖିତ ସୁସମାଚାର 16:23

ସହେିଦିନ ତୁମ୍ଭମାନେେ ମାେତେ କିଛି ମାଗିବ ନାହିଁ। ମୁଁ ତୁମ୍ଭକୁ ସତ୍ଯ କହୁଛି, ମାେ ନାମ ରେ ତୁମ୍ଭେ ଯାହା ପରମପିତାଙ୍କୁ ମାଗିବ, ସେ ତାହା ଦବେେ।

ଯୋହନଲିଖିତ ସୁସମାଚାର 17:23

ମୁଁ ସମାନଙ୍କେଠା ରେ ରହିବି ଓ ତୁମ୍ଭେ ମାଠାେ ରେ ରହିବ। ତେଣୁ ସମାନେେ ସଂମ୍ପୂର୍ଣ୍ଣ ଭାବେ ଏକ ହାଇପୋରିବେ। ତାହା ହେଲେ ଏହି ଜଗତ ଜାଣିପାରିବ ଯେ, ତୁମ୍ଭେ ମାେତେ ପଠାଇଛ। ଏ ଜଗତ ଜାଣିବ ଯେ, ତୁମ୍ଭେ ମାେତେ ଯେପରି ପ୍ ରମେ କରୁଥିଲ ଠିକ୍ ସହେିପରି ଏହି ଲୋକମାନଙ୍କୁ ମଧ୍ଯ ପ୍ ରମେ କରୁଛ।

ରୋମୀୟଙ୍କ ପ୍ରତି ପତ୍ର 11:36

ପରମେଶ୍ବର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।

ରୋମୀୟଙ୍କ ପ୍ରତି ପତ୍ର 14:17

ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।

ରୋମୀୟଙ୍କ ପ୍ରତି ପତ୍ର 16:27

ଯୀଶୁ ଖ୍ରୀଷ୍ଟଙ୍କ ଜରିଆ ରେ ଏକ ମାତ୍ର ଜ୍ଞାନବାନ ପରମେଶ୍ବରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ଯାପ୍ତ ରହୁ। ଆମେନ୍।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 9:8

ପରମେଶ୍ବର ତୁମ୍ଭମାନଙ୍କର ଆବଶ୍ଯକତା ଠାରୁ ଅଧିକ ଆଶୀର୍ବାଦ ଦଇେ ପାରିବେ। ତହିଁରେ ତୁମ୍ଭମାନେେ ସବୁବେଳେ ସବୁ ବିଷୟ ପ୍ରଚୁର ଭାବେ ପାଇବ। ପ୍ରେତ୍ୟକକ ଭଲ କାମ କରିବା ପାଇଁ ଦାନ ଦବୋକୁ ତୁମ୍ଭମାନଙ୍କ ପାଖ ରେ ପ୍ରଚୁର ଥିବ।

ଗାଲାତୀୟଙ୍କ ପ୍ରତି ପତ୍ର 1:5

ପରମେଶ୍ବରଙ୍କ ମହିମା ସଦାସର୍ବଦା ହେଉ। ଆମେନ୍।

ଏଫିସୀୟଙ୍କ ପ୍ରତି ପତ୍ର 2:10

ଆମ୍ଭେ ଯାହା, ତାହା କବଳେ ପରମେଶ୍ବରଙ୍କ ଦ୍ବାରା ହାଇେଅଛୁ। ଆମ୍ଭେ ଯେପରି ଭଲ କାମ କରିପାରୁ, ସେଥିପାଇଁ ପରମେଶ୍ବର ଆମ୍ଭକୁ ଖ୍ରୀଷ୍ଟ ଯୀଶୁଙ୍କ ମଧିଅରେ ନୂତନ ବ୍ଯକ୍ତି କଲେ। ଏହି ଭଲ କାମଗୁଡ଼ିକୁ ମଧ୍ଯ ସେ ଆମ୍ଭପାଇଁ ପୂର୍ବରୁ ଯୋଜନା କରି ରଖିଅଛନ୍ତି। ସେ ହିଁ ଯୋଜନା କରିଛନ୍ତି ଆମ୍ଭେ ସହେି ଭଲକାମ କରି ଜୀବନଯାପନ କରିବା।

ଏଫିସୀୟଙ୍କ ପ୍ରତି ପତ୍ର 2:18

କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।

ଏଫିସୀୟଙ୍କ ପ୍ରତି ପତ୍ର 3:16

ମୁଁ ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରେ, ଯେପରି ସେ ତାହାଙ୍କ ସମସ୍ତ ମହିମା ସହିତ ତୁମ୍ଭମାନଙ୍କୁ ଆତ୍ମିକଭାବେ ଶକ୍ତିୟୁକ୍ତ ହବୋ ପାଇଁ ତାହାଙ୍କର ଶକ୍ତି ପ୍ରଦାନ କରିବେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ତୁମ୍ଭମାନଙ୍କୁ ସହେି ଶକ୍ତି ପ୍ରଦାନ କରିବେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:11

ତୁମ୍ଭେ ପରମେଶ୍ବରଙ୍କ ପାଇଁ ମହିମା ଓ ପ୍ରଶଂସା ଉଦ୍ଦେଶ୍ଯ ରେ ଯୀଶୁଖ୍ରୀଷ୍ଟଙ୍କ ସାହାୟ୍ଯ ରେ ଅନକେ ଉତ୍ତମ କାମ କରିବ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:11

ଅତଏବ ପ୍ରେତ୍ୟକକ ଲୋକ ଯୀଶୁଖ୍ରୀଷ୍ଟ ଯେ ପ୍ରଭୁ ଏହା ସ୍ବୀକାର କରିବେ। ଏହା ସମାନେେ କହିବା ଦ୍ବାରା ପିତା ପରମେଶ୍ବରଙ୍କର ଗୌରବ ହବେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:13

ପରମେଶ୍ବର ତୁମ୍ଭ ମଧିଅରେ କାର୍ୟ୍ଯ କରୁଛନ୍ତି। ତାହାଙ୍କୁ ସନ୍ତୁଷ୍ଟ କଲା ଭଳି କାର୍ୟ୍ଯ କରିବା ନିମନ୍ତେ ସେ ତୁମ୍ଭକୁ ଇଚ୍ଛାଶକ୍ତି ଦିଅନ୍ତି ଓ ତାହା ସାଧନ କରିବାକୁ ଶକ୍ତି ମଧ୍ଯ ଦିଅନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:13

ଖ୍ରୀଷ୍ଟଙ୍କଠାରୁ ମାେତେ ଶକ୍ତି, ପ୍ରଦତ୍ତ ହାଇେଥିବାରୁ, ତାଙ୍କ ମାଧ୍ଯମ ରେ ମୁଁ ସବୁକିଛି କରିବାକୁ ସକ୍ଷମ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:18

ମାରେସମସ୍ତ ଆବଶ୍ଯକୀୟ ଜିନିଷ ମାେ ପାଖ ରେ ଅଛି। ଏପାଫ୍ରାଦିତଙ୍କ ଦ୍ବାରା ତୁମ୍ଭମାନେେ ଉପହାରମାନ ପଠାଇଥିବାରୁ ମାେ ପାଖ ରେ ମାରେ ଆବଶ୍ଯକତାଠାରୁ ଅଧିକ ରହିଛି। ତୁମ୍ଭର ଉପହାରଗୁଡ଼ିକ ସୁଗନ୍ଧି ବଳି ରୂପେ ପରମେଶ୍ବରଙ୍କୁ ଅର୍ପଣ କରାଯାଇଛି।

କଲସୀୟଙ୍କ ପ୍ରତି ପତ୍ର 1:9

ସେଥିପାଇଁ ଯେଉଁଦିନଠାରୁ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ଏହି କଥା ଶୁଣିଲୁ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ନିରନ୍ତର ପ୍ରାର୍ଥନା କରୁଛୁ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରୁଛୁ :

କଲସୀୟଙ୍କ ପ୍ରତି ପତ୍ର 3:17

ତୁମ୍ଭମାନେେ ଯାହା କହୁଛ, ଯାହା କିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ୟ୍ଯ ମଧିଅରେ ପରମପିତା ପରମେଶ୍ବରଙ୍କୁ ଯୀଶୁଙ୍କ ମାଧ୍ଯମ ରେ ଧନ୍ଯବାଦ ଜଣାଅ।

କଲସୀୟଙ୍କ ପ୍ରତି ପତ୍ର 3:20

ସନ୍ତାନଗଣ ! ପ୍ରେତ୍ୟକକ କଥା ରେ ମାତା-ପିତାଙ୍କ ଆଜ୍ଞା ପାଳନ କର। ଏହା ପ୍ରଭୁଙ୍କୁ ପ୍ରସନ୍ନ କରେ।

କଲସୀୟଙ୍କ ପ୍ରତି ପତ୍ର 4:12

ଏପାଫ୍ରା ତୁମ୍ଭମାନଙ୍କୁ ନମସ୍କାର କରୁଛନ୍ତି। ସେ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ସବେକ। ସେ ତୁମ୍ଭମାନଙ୍କ ଦଳର ଲୋକ। ସେ ସର୍ବଦା ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରନ୍ତି। ତୁମ୍ଭମାନେେ ଆଧ୍ଯାତ୍ମିକ ଭାବରେ ପରିପକ୍ବ ହୁଅ, ଓ ପରମେଶ୍ବର ଯାହା କିଛି ଇଚ୍ଛା କରନ୍ତି, ସେ ଭଳି ହୁଅ ବୋଲି ସେ ପ୍ରାର୍ଥନା କରନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:13

ତୁମ୍ଭମାନଙ୍କର ହୃଦୟ ଦୃଢ଼ ହେଉ ବୋଲି ଆମ୍ଭେ ପ୍ରାର୍ଥନା କରୁ। ତବେେ ଯେତବେେଳେ ଆମ୍ଭ ପ୍ରଭୁଯୀଶୁ ନିଜର ସମସ୍ତ ପବିତ୍ର ଲୋକଙ୍କ ଗହଣ ରେ ଆସିବେ, ତୁମ୍ଭମାନେେ ପରମପିତା ପରମେଶ୍ବରଙ୍କ ଆଗ ରେ ପବିତ୍ର ଭାବରେ ଓ ଦୋଷରହିତ ହାଇେ ଠିଆ ହାଇପୋରିବ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:3

ସେ ଚାହାଁନ୍ତି ଯେ, ତୁମ୍ଭମାନେେ ୟୌନଗତ ପାପଗୁଡ଼ିକରୁ ଦୂର ରେ ରୁହ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:23

ପରମେଶ୍ବରଙ୍କଠା ରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସହେି ଶାନ୍ତିର ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରିନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ବ - ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର - ମନ୍ଦରହିତ ହାଇେ ସୁରକ୍ଷିତ ରହୁ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:17

ପରମେଶ୍ବର ଆମ୍ଭକୁ ପ୍ ରମେ କରନ୍ତି। ନିଜ ଅନୁଗ୍ରହ ମାଧ୍ଯମ ରେ ସେ ଆମ୍ଭକୁ ଅନନ୍ତକାଳସ୍ଥାଯୀ ଉତ୍ସାହ ଓ ଉତ୍ତମ ଭରସା ଦଇେଛନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:17

ସହେି ଅନନ୍ତକାଳୀନ ରାଜାଙ୍କର ଗୌରବ ଓ ସମ୍ଭ୍ରମ ହେଉ। ସେ ଅଦୃଶ୍ଯ ଓ ଅକ୍ଷୟ। ଗୌରବ ଓ ସମ୍ଭ୍ରମ ୟୁଗେ ୟୁଗେ କବଳେ ପରମେଶ୍ବରଙ୍କର। ଆମେନ୍।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 5:10

ସେ ଜୀବନ ରେ ଭଲ କାମ କରିଥିବେ। ଯେପରି ପିଲାମାନଙ୍କୁ ବୃଦ୍ଧି କରିବା, ଘ ରେ ଅତିଥିମାନଙ୍କୁ ସତ୍କାର କରିବା, ପରମେଶ୍ବରଙ୍କ ଲୋକମାନଙ୍କର ଗୋଡ଼ ଧୋଇବ, କଷ୍ଟ ରେ ପଡ଼ିଥିବା ଲୋକଙ୍କୁ ସାହାୟ୍ଯ କରିବା ଓ ନିଜ ଜୀବନ ରେ ସମସ୍ତ ପ୍ରକାରର ଭଲ କାମ କରିବା।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:16

ପରମେଶ୍ବର ଅମର ଅଟନ୍ତି। ପରମେଶ୍ବର ଏତେ ଉଜ୍ଜ୍ବଳ ପ୍ରକାଶ ମଧିଅରେ ବାସ କରନ୍ତି ଯେ ଲୋକେ ତାହା ପାଖକୁ ଯାଇ ପାରନ୍ତି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ହେଲେ ପରମେଶ୍ବରଙ୍କୁ ଦେଖି ନାହିଁ। କହେି କବେେ ପରମେଶ୍ବରଙ୍କୁ ମଧ୍ଯ ଦେଖି ପାରିବେ ନାହିଁ। ପରମେଶ୍ବରଙ୍କ ଗୌରବ ଓ ଶକ୍ତି ଅନନ୍ତକାଳ ପର୍ୟ୍ଯନ୍ତ ପ୍ରକାଶ ପାଉ। ଆମେନ୍।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:18

ଯେତବେେଳେ କୌଣସି ଲୋକ ମାରେକ୍ଷତି କରିବା ପାଇଁ ଚେଷ୍ଟା କରିବ, ପ୍ରଭୁ ମାେତେ ରକ୍ଷା କରିବେ। ସେ ମାେତେ ନିରାପଦ ରେ ତାହାଙ୍କର ସ୍ବର୍ଗରାଜ୍ଯକୁ ନଇେଯିବେ। ପ୍ରଭୁଙ୍କର ମହିମା ସଦାସର୍ବଦା ପାଇଁ ରହିଥାଉ।

ଏବ୍ରୀ 10:36

ତୁମ୍ଭମାନେେ ର୍ଧୈୟ୍ଯବାନ ହବୋ ଦରକାର। ପରମେଶ୍ବର ଯାହା ଇଚ୍ଛା କରନ୍ତି, ସହେି ସବୁ କାମ କରି ସାରିଲା ପରେ, ସେ ଯାହା ପ୍ରତିଜ୍ଞା କରିଛନ୍ତି, ସେ ସବୁ ତୁମ୍ଭମାନେେ ପାଇବ।

ଏବ୍ରୀ 12:23

ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରଥମଜାତ325 ସନ୍ତାନମାନଙ୍କ ମିଳନ ସ୍ଥଳ ରେ ଆସି ପହଞ୍ଚିଛି। ସମାନଙ୍କେ ନାମ ସ୍ବର୍ଗ ରେ ଲଖାେ ରହିଛି। ସବୁଲୋକଙ୍କର ବିଚାରପତି ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନେେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହାଇେ ସାରିଛନ୍ତି, ସହେିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭମାନେେ ଆସିଛ।

ଏବ୍ରୀ 13:16

ଅନ୍ୟମାନଙ୍କର ପାଇଁ ଭଲ କାମ କରିବା କବେେ ହେଲେ ଭୁଲି ଯାଅ ନାହିଁ। ତୁମ୍ଭମାନଙ୍କ ପାଖ ରେ ଯାହା ଅଛି ଅନ୍ୟ ଲୋକମାନଙ୍କ ସହିତ ଅଂଶୀ କର। ଏହିପରି ବଳିଗୁଡ଼ିକ ଦ୍ବାରା ପରମେଶ୍ବର ପ୍ରସନ୍ନ ହୁଅନ୍ତି।

ପିତରଙ୍କ ପ୍ରଥମ ପତ୍ 2:5

ଅତଏବ ତାହାଙ୍କ ପାଖକୁ ଆସ। ତୁମ୍ଭମାନେେ ମଧ୍ଯ ଜୀବନ୍ତ ପଥର ଭଳି। ପରମେଶ୍ବର ଗୋଟିଏ ଆଧ୍ଯାତ୍ମିକ ମନ୍ଦିର ନିର୍ମାଣ କରୁଛନ୍ତି। ସହେି ମନ୍ଦିର ରେ ପରମେଶ୍ବରଙ୍କ ଦ୍ବାରା ଯୀଶୁଖ୍ରୀଷ୍ଟଙ୍କ ମାଧ୍ଯମ ରେ ଗୃହୀତ ହବୋ ଭଳି ଆଧ୍ଯାତ୍ମିକ ବଳିଦାନ ଉତ୍ସର୍ଗ କରି ପବିତ୍ର ଯାଜକ ହବୋ ପାଇଁ, ନିଜକୁ ନିଯୋଜିତ କର।

Interlinear

Choose Theme