Home Bibles ଏବ୍ରୀ 13:22 · ଓଡ଼ିଆ ବାଇବେଲ
ଏବ୍ରୀ 13:22 · ଓଡ଼ିଆ ବାଇବେଲ

ମାେ ଭାଇ ଓ ଭଉଣୀମାନେ !ମୁଁ କହିଥିବା କଥାଗୁଡ଼ିକୁ ର୍ଧୈୟ୍ଯପୂର୍ବକ ଶୁଣ ବୋଲି ମୁଁ ଅନୁ ରୋଧ କରେ। ଏହି କଥାଗୁଡ଼ିକ ମୁଁ ତୁମ୍ଭମାନଙ୍କୁ ଶକ୍ତିଶାଳୀ କରିବା ପାଇଁ କହିଛି। ଏହି ଚିଠିଟି ବହୁତ ଲମ୍ବା ନୁହେଁ।

Cross references

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:20

ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:1

ଆମ୍ଭମାନେେ ପରମେଶ୍ବରଙ୍କ ସହିତ କାମ କରୁଥିବା ହତେୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ବରଙ୍କ ଠାରୁ ଯେଉଁ ଅନୁଗ୍ରହ ତୁମ୍ଭମାନେେ ପାଇଛ, ତାହା ଯେପରି ବ୍ଯର୍ଥ ନ ଯାଏ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:1

ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।

ଗାଲାତୀୟଙ୍କ ପ୍ରତି ପତ୍ର 6:11

ଦେଖ ! ମୁଁ ନିଜ ହାତ ରେ ଓ କେତେ ବଡ଼ବଡ଼ ଅକ୍ଷର ରେ ତୁମ୍ଭମାନଙ୍କୁ ଏହି ପତ୍ରଟି ଲେଖିଛି।

ଫିଲୀମୋନଙ୍କ ପ୍ରତି ପତ୍ର 1:8

କେତଗେୁଡ଼ିଏ କଥା ତୁମ୍ଭର କରିବା ଉଚିତ୍। ଖ୍ରୀଷ୍ଟ ରେ ଭାଇ ହିସାବ ରେ ସତ୍ କାର୍ୟ୍ଯ କରିବା ନିମନ୍ତେ ତୁମ୍ଭକୁ ଆଦେଶ ଦବୋର ମାରେ ଅଧିକାର ଅଛି।

ଏବ୍ରୀ 2:1

ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟ ରେ ଅଧିକ ମନୋୟୋଗୀ ହବୋ ଦରକାର, ନଚେତ୍ ସତ୍ଯମାର୍ଗରୁ ବିଚଳିତ ହାଇେ ପଥଭ୍ରଷ୍ଟ ହବେୁ।

ଏବ୍ରୀ 3:1

ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

ଏବ୍ରୀ 3:12

ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।

ଏବ୍ରୀ 4:1

ପରମେଶ୍ବରଙ୍କ ବିଶ୍ରାମସ୍ଥଳ ରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ଏଥିରୁ ବଞ୍ଚିତ ନ ହେଉ, ଏଥିପାଇଁ ସତର୍କତାର ଜୀବନ କାଟିବା ଉଚିତ୍।

ଏବ୍ରୀ 4:11

ଅତଏବ, ଆମ୍ଭେ ପରମେଶ୍ବରଙ୍କ ସହେି ବିଶ୍ରାମସ୍ଥଳ ରେ ପ୍ରବେଶ କରିବା ପାଇଁ କଠିନ ଚେଷ୍ଟା କରିବା ଆବଶ୍ଯକ। ପରମେଶ୍ବରଙ୍କ ଆଜ୍ଞା ପାଳନ ନ କରି ଯେଉଁମାନେ ବିଶ୍ରାମସ୍ଥଳ ରେ ପ୍ରବେଶ କରିପାରନ୍ତି ନାହିଁ, ସହେି ଲୋକମାନଙ୍କ ପଦାନୁସରଣ କରି ଆମ୍ଭମାନଙ୍କ ମଧ୍ଯରୁ କହେି ଯେପରି ପଡ଼ି ନ ଯାଆନ୍ତି, ସେଥିପାଇଁ ଆମ୍ଭମାନେେ ଯଥାସାଧ୍ଯ ପରିଶ୍ରମ କରିବା ଆବଶ୍ଯକ।

ଏବ୍ରୀ 6:11

ଆମ୍ଭେ ଚାହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ ଜୀବନସାରା ସହେି ଭଳି କଠାେର ପରିଶ୍ରମ କରୁଥାଅ। ତବେେ ତୁମ୍ଭମାନେେ ତୁମ୍ଭର ପ୍ରତ୍ଯାଶିତ ମହତ୍ ବିଷୟ ଲାଭ କରିବ।

ଏବ୍ରୀ 10:19

ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

ଏବ୍ରୀ 12:1

ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।

ଏବ୍ରୀ 12:12

ତୁମ୍ଭମାନେେ ଦୁର୍ବଳ ହାଇଯୋଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର।

ଏବ୍ରୀ 12:25

ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।

ଏବ୍ରୀ 13:1

ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର ଭାଇ ଓ ଭଉଣୀମାନଙ୍କ ପାଇଁ ପ୍ ରମେଭାବ ରଖିଥାଅ।

ଏବ୍ରୀ 13:12

ସହେି ଭଳି ଯୀଶୁ ମଧ୍ଯ ସହର ବାହା ରେ ଯାତନା ପାଇଲେ। ନିଜ ରକ୍ତ ଦ୍ବାରା ନିଜ ଲୋକମାନଙ୍କୁ ପବିତ୍ର କରିବା ପାଇଁ ଯୀଶୁ ମଲେ।

ପିତରଙ୍କ ପ୍ରଥମ ପତ୍ 5:12

ସିଲାନ୍ ସାହାୟ୍ଯ ରେ ମୁଁ ଏହି େଛାଟ ପତ୍ରଟି ଲେଖିଲି। ସେ ଖ୍ରୀଷ୍ଟ ରେ ଜଣେ ବିଶ୍ବସ୍ତ ଭ୍ରାତା ବୋଲି ମୁଁ ଜାଣେ। ଏହା ତୁମ୍ଭକୁ ସାନ୍ତ୍ବନା ଦବୋ ଓ ଉତ୍ସାହିତ କରିବା ପାଇଁ ମୁଁ ଲେଖିଥିଲି। ମୁଁ ତୁମ୍ଭକୁ କହିବାକୁ ଚାହିଁଥିଲି ଯେ ଏହା ହେଉଛି ପରମେଶ୍ବରଙ୍କ ଅନୁଗ୍ରହ। ସହେି ଅନୁଗ୍ରହ ରେ ଦୃଢ଼ ହାଇେ ରୁହ।

Interlinear

Choose Theme