ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
Cross references
ତେଣୁ ପରମେଶ୍ବର, ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ସୃଷ୍ଟି କଲେ। ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
ତା'ପରେ ସଦାପ୍ରଭୁ ପରମେଶ୍ବର ମନୁଷ୍ଯକୁ ଘାରେ ନିଦ୍ରା ରେ ଶୁଆଇ ଦେଲେ। ସେ ତା'ର ଶରୀରରୁ ଖଣ୍ଡେ ପଞ୍ଜରା ନେଲେ ଏବଂ ସହେି କ୍ଷତ ବନ୍ଦ କରି ଦେଲେ।
ମନୁଷ୍ଯ ପିତା ମାତାଙ୍କୁ ଛାଡ଼ି ସ୍ତ୍ରୀ ସହିତ ଏକତ୍ରୀତ ହବେ। ଯେପରି ସମାନେେ ଏକ ବ୍ଯକ୍ତି, ଏହା ଏପରି ଭାବରେ ହବେ।
ଯଦି ସେ ପୁରୁଷ କୌଣସି ସ୍ତ୍ରୀ ସହିତ ଶଯନ କରେ ଓ ତା'ର କାର୍ୟ୍ଯ ସ୍ଖଳନ ଘଟେ, ତବେେ ସେ ଦୁ ହେଁ ଜଳ ରେ ସ୍ନାନ କରିବେ ଓ ସନ୍ଧ୍ଯା ପର୍ୟ୍ଯନ୍ତ ଅଶୁଚି ରହିବେ।
ଜଣେ ମହାୟଜକ କବଳେ ଜଣ ଅନୁଢାକୁ ବା କୁମାରୀକୁ ବିବାହ କରିବ।
ଏଣୁ ହିଲକିଯ ଯାଜକ, ଅହୀକାମ୍, ଅକ୍ବୋର, ଶାଫନ ଓ ଅସାଯ ବସ୍ତ୍ରାଗାର ରକ୍ଷକ ହର୍ହସର ପୌତ୍ର, ତିକ୍ବର ପୁତ୍ର ଶଲ୍ଲୁମର ଭାର୍ୟ୍ଯା ହୁଲଦା ଭବିଷ୍ଯଦ୍ବକ୍ତା ନିକଟକୁ ଗଲେ। ୟିଏ ଯାଜକର ଲୁଗାର ଯତ୍ନ ନେଲେ। ସେ ୟିରୁଶାଲମର ଦ୍ବିତୀୟ କୋଠରୀ ରେ ବାସ କରୁଥିଲା। ସମାନେେ ତା' ସହିତ କଥାବାର୍ତ୍ତା ହେଲେ।
ୟୌନାଚାର ପାପ ହେଉଛି ଏଭଳି ଏକ ଅଗ୍ନି ସବୁ କିଛିକୁ ଧ୍ବଂସ କଲା ପର୍ୟ୍ଯନ୍ତ ଜଳୁଥାଏ। ଏହା ମାରେ କରିଥିବା ସମସ୍ତ କାର୍ୟ୍ଯକୁ ନଷ୍ଟ କରିଦଇେ ପା ରେ।
ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।
ତୁମ୍ଭ ନିଜ କୂଅରୁ ଜଳପାନ କର। ତୁମ୍ଭର ଶାରୀରିକ ସମ୍ପର୍କ ତୁମ୍ଭର ସ୍ତ୍ରୀ ସହିତ ରଖ।
ତା'ପ ରେ ମୁଁ ଭବିଷ୍ଯତବକ୍ତୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା'ପ ରେ ସଦାପ୍ରଭୁ ମାେତେ କହିଲେ, ତାହାର ନାମ ମ ହରେ-ଶାଲଲ-ହାଶ୍-ବସ୍ ରଖ।
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
କିନ୍ତୁ ଯେଉଁମାନେ ମଣ୍ଡଳୀର ସଭ୍ଯ ଅଟନ୍ତି, ତୁମ୍ଭେ ସମାନଙ୍କେର ବିଚାର କର। ଶାସ୍ତ୍ର କୁ ହେ ତୁମ୍ଭମାନେେ ନିଜ ଦଳରୁ ମନ୍ଦ ଲୋକକୁ ଅଲଗା କରିଦିଅ।
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।
କିନ୍ତୁ ୟୌନଗତ ପାପ ବଡ଼ ବିପଦଜନକ। ଅତଏବ ପ୍ରେତ୍ୟକକ ପୁରୁଷର ନିଜର ପତ୍ନୀ ଥିବା ଉଚିତ୍। ସହେିଭଳି ପ୍ରେତ୍ୟକକ ସ୍ତ୍ରୀର ନିଜ ସ୍ବାମୀ ଥିବା ଉଚିତ୍।
ଅତଏବ ୟିଏ ନିଜର କୁମାରୀ କନ୍ଯାର ବିବାହ କରାଉଛି, ସେ ଭଲ କରୁଛି ଓ ୟିଏ କୁମାରୀ କନ୍ଯାର ବିବାହ କରାଉ ନାହିଁ, ସେ ଅଧିକ ଭଲ କରୁଛି।
ଜଣେ ବିଶ୍ବାସିନୀ ପତ୍ନୀକୁ ଯାତ୍ରା ବେଳେ ସଙ୍ଗ ରେ ନଇେ ୟିବା ପାଇଁ କଣ ଆମ୍ଭର ଅଧିକାର ନାହିଁ? ? ଅନ୍ୟ ପ୍ ରରେିତମାନେ, ପ୍ରଭୁଙ୍କର ଭାଇମାନେ ଓ କଫୋତ ଏପରି କରୁଛନ୍ତି।
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,
ପରଶ୍ରୀକାତରତା, ନିଶାସକ୍ତ ହବୋ, ମଉଜ ଓ ଏହିପରି ଅନ୍ୟ ସବୁ କାମ। ମୁଁ ପୂର୍ବ ଭଳି ଏବେ ମଧ୍ଯ ତୁମ୍ଭମାନଙ୍କୁ ସତର୍କ କରାଉଛି ଯେ, ଯେଉଁ ଲୋକମାନେ ଏଭଳି କର୍ମ ରେ ଲିପ୍ତ ରୁହନ୍ତି, ସମାନେେ କୌଣସି ପ୍ରକା ରେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧିକାର ପାଇବେ ନାହିଁ।
ଗୋଟିଏ ବିଷୟ ତୁମ୍ଭେ ନିଶ୍ଚିତ ଭାବରେ ଜାଣିଥାଅ ଯେ, ଯେଉଁ ଲୋକ ୟୌନ ପାପଗୁଡ଼ିକରେ ଲିପ୍ତ ରୁ ହେ, ମନ୍ଦ କର୍ମ କରେ ବା ଅତିଶୟ ଲୋଭ କରେ, ସେ ଲୋକ ପାଇଁ ପରମେଶ୍ବର ଓ ଖ୍ରୀଷ୍ଟଙ୍କ ରାଜ୍ଯ ରେ କୌଣସି ସ୍ଥାନ ନାହିଁ। କାରଣ ଯେଉଁ ଲୋକ ସର୍ବଦା ନିଜ ନିମନ୍ତେ କବଳେ ସମସ୍ତ ବିଷୟ ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରେ, ସେ ଭଣ୍ଡ ଦବେତାମାନଙ୍କର ପୂଜା କରେ।
ଅତଏବ, ୟୌନ ପାପଗୁଡ଼ିକ କରିବା, ମନ୍ଦକର୍ମ କରିବା, କାମନାର ବାଶୀଭୂତ ହବୋ, ମନ୍ଦ ଇଚ୍ଛା ରଖିବା ଓ ସର୍ବଦା ଲୋଭୀ ହାଇେ ରହିବା, ଯାହା ଏକ ମିଥ୍ଯା ଦବେତାକୁ ପୂଜା କରିବା ସଦୃଶ, ସଭେିଳ ବିଷୟଗୁଡ଼ିକୁ ନିଜ ଜୀବନଠାରୁ ଦୂର ରେ ରଖ। ଏହିଭଳି ଇଚ୍ଛାଗୁଡ଼ଇକ ଥିବାର ଅର୍ଥ ହେଲା ଯେ, ଜଣେ ମିଥ୍ଯା ଦବେତାର ସବୋ କରୁଛି।
ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।
ସେ ଧନ ଲୋଭୀ ହାଇେ ନ ଥିବେ, ସେ ନିଜ ପରିବାରକୁ ଉପୟୁକ୍ତ ଭାବରେ ନତେୃତ୍ବ ଦଇପୋରୁଥିବେ। ତା'ର ଅର୍ଥ ଯେ ତାହାଙ୍କର ପିଲାମାନେ ତାହାଙ୍କୁ ପୂର୍ଣ୍ଣ ସମ୍ମାନ ସହିତ ତାହାଙ୍କର ବାଧ୍ଯ ହେଉଥିବେ।
ଯେଉଁମାନେ ବିଶଷେ ସବେକ ହବେେ, ସମାନଙ୍କେର କବଳେ ଗୋଟିଏ ପତ୍ନୀ ଥିବ। ସମାନେେ ନିଜ ସନ୍ତାନସନ୍ତତି ଓ ପରିବାରକୁ ଭଲ ନତେୃତ୍ବ ଦଇପୋରୁଥିବେ।
ସମାନେେ ଲୋକମାନଙ୍କୁ ବିବାହ କରିବା ଅନୁଚିତ ବୋଲି କହନ୍ତି। ସମାନେେ ଲୋକମାନଙ୍କୁ ଏ କଥା ମଧ୍ଯ କୁହନ୍ତି ଯେ କେତକେ ଖାଦ୍ୟ ଅଛି, ଯାହାକୁ ଆଦୌ ଖାଇବା ଉଚିତ ନୁହେଁ। କିନ୍ତୁ ସେ ଖାଦ୍ୟଗୁଡ଼ିକୁ ପରମେଶ୍ବର ସୃଷ୍ଟି କରିଛନ୍ତି। ଅତଏବ ଯେଉଁମାନେ ବିଶ୍ବାସୀ ଏବଂ ସତ୍ଯକୁ ଜାଣନ୍ତି, ସମାନେେ ପରମେଶ୍ବରଙ୍କୁ ଧନ୍ଯବାଦ ଦଇେ ସହେି ଖାଦ୍ୟ ଖାଇ ପାରିବେ।
ଅତଏବ ୟୁବତୀମାନେ ବିବାହ କରନ୍ତୁ ସମାନଙ୍କେର ପିଲା-ଛୁଆ ହୁଅନ୍ତୁ ଏବଂ ସମାନେେ ନିଜ ଘରର ଯତ୍ନ ନିଅନ୍ତୁ, ମୁଁ ଏହା ଚା ହେଁ। ଯଦି ସମାନେେ ଏପରି କରିବେ, ତା ହେଲେ ଆମ୍ଭ ଶତୃମାନେ ସମାନଙ୍କେୁ ସମାଲୋଚନା କରିବା ପାଇଁ କୌଣସି କାରଣ ପାଇବେ ନାହିଁ।
ଏକ ପ୍ରାଚୀନ ହବୋ ପାଇଁ ଜଣେ ଲୋକର ଯେଉଁ ଗୁଣ ଥିବା ଦରକାର, ସଗେୁଡ଼ିକ ହେଲା ସେ ନିର୍ଦ୍ ଦୋଷ ଥିବେ। ତାହାଙ୍କର ଜଣେ ମାତ୍ର ସ୍ତ୍ରୀ ଥିବେ। ତାହାଙ୍କର ସନ୍ତାନମାନେ ବିଶ୍ବାସୀ ହାଇେଥିବେ। ସମାନେେ ହିଂସ୍ର ଜୀବନ ଯାପନ କରୁ ନ ଥିବେ ଓ ଅନୁଶାସନହୀନ ନ ଥିବେ।
ସାବଧାନ ରୁହ ଯେପରି କହେି ହେଲେ ୟୌନ ବ୍ଯଭିଚାର ନ କରେ। ସାବଧାନ ରୁହ ଯେପରି କହେି ଏସେ ୗ ଭଳି ନ ହେଉ। ସେ ପରମେଶ୍ବରଙ୍କ ବିଷୟ ରେ ଚିନ୍ତା କରେ ନାହିଁ। ଏସେ ୗ ଜେଷ୍ଠପୁତ୍ର ଥିଲା, ଓ ସେ ତା' ପିତାଙ୍କଠାରୁ ସବୁକିଛି ଉତ୍ତରାଧିକାରୀ ଭାବରେ ପାଇଥାନ୍ତା। କିନ୍ତୁ ଥରକର ଭୋଜନ ବଦଳ ରେ ସେ ସବୁକିଛି ବିକ୍ରି କରି ଦଲୋ।
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।