ପରମେଶ୍ବରଙ୍କର କେଉଁ ଲୋକମାନେ ତାହାଙ୍କର ବିଶ୍ରାମସ୍ଥଳ ରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଥିଲେ ? ପରମେଶ୍ବରଙ୍କ ଆଜ୍ଞାର ଅବାଧ୍ଯ ହେଉଥିବା ଲୋକମାନଙ୍କୁ ସେ ଏହା କହିଥିଲେ।
Cross references
ସଦାପ୍ରଭୁ ମାଶାଙ୍କେୁ କହିଲେ, ଏହି ଲୋକମାନେ କେତକୋଳ ମାେତେ ପ୍ରତ୍ଯାଖ୍ଯାନ କରିବେ? ଆଉ ସମାନଙ୍କେ ମଧିଅରେ କରିଥିବା ଆଶ୍ଚର୍ୟ୍ଯ କାର୍ୟ୍ଯ ସର୍ତ୍ତେ, କେତଦେିନ ସମାନେେ ମାେତେ ଅବିଶ୍ବାସ କରିବେ?
ସମାନଙ୍କେ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷଯ ରେ ଶପଥ କରିଅଛୁ, ଏମାନଙ୍କ ମଧ୍ଯରୁ କହେି ସେ ଦେଶ ଦେଖିପାରିବେ ନାହିଁ। କାରଣ ସମାନେେ ମତେ ଅବଜ୍ଞା କରିଛନ୍ତି, ତେଣୁ ସମାନଙ୍କେ ମଧ୍ଯରୁ କହେି ତାହା ଦେଖିବେ ନାହିଁ।
ତୁମ୍ଭମାନଙ୍କ ମଧ୍ଯରୁ କହେି, ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କୁ ଦବୋକୁ ପ୍ରତିଜ୍ଞା କରିଥିଲୁ, ସଠାେରେ ପ୍ରବେଶ କରିପାରିବ ନାହିଁ। କବଳେ ୟିଫୁନ୍ନିର ପୁତ୍ର କାଲବେ ଓ ନୂନର ପୁତ୍ର ୟିହୋଶୂଯ ସେ ଦେଶ ରେ ପ୍ରବେଶ କରିବେ।
ଏଥି ରେ ସଦାପ୍ରଭୁ ମାଶାେ ଓ ହାରୋଣଙ୍କୁ କହିଲେ, ତୁମ୍ଭମାନେେ ଲୋକମାନଙ୍କ ସମ୍ମୁଖ ରେ ମାଠାେ ରେ ବିଶ୍ବାସ କଲ ନାହିଁ ଏବଂ ଲୋକମାନଙ୍କ ଆଗ ରେ ମାେତେ ପବିତ୍ର ରୂପେ ସମ୍ମାନ ଦେଲେ ନାହିଁ। ଏଣୁ ତୁମ୍ଭମାନେେ ଏହିସବୁ ଲୋକମାନଙ୍କୁ ସହେି ଦେଶ ଭିତରକୁ ନବେ ନାହିଁ, ଯାହା ମୁଁ ସମାନଙ୍କେୁ ଦଇେଛି।
କିନ୍ତୁ ତୁମ୍ଭେ ସେ ଦେଶକକ୍ସ୍ଟ ୟିବାକକ୍ସ୍ଟ ମନା କରିଦଲେ। ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଜ୍ଞା ବିରକ୍ସ୍ଟଦ୍ଧ ରେ ବିଦ୍ରୋହ ଚରଣ କଲ।
ସଦାପ୍ରଭୁ ତୁମ୍ଭମାନଙ୍କର କଥା ଶୁଣିଲେ, ଏବଂ କୋରଧ କଲେ। ସେ ଦୃଢ ପ୍ରତିଜ୍ଞା କରି କହିଲେ।
ଏହାପରେ ସଦାପ୍ରଭୁ ଯେଉଁ ସମୟରେ କାଦେଶ ବର୍ଣଯଠାେରକ୍ସ୍ଟ ତୁମ୍ଭମାନଙ୍କୁ ପଠାଇ କହିଲେ, 'ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦଇେଅଛୁ, ତୁମ୍ଭମାନେେ ଉଠିୟାଇ ଅଧିକାର କର।' ସେ ସମୟରେ ତୁମ୍ଭମାନେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ଆଜ୍ଞା ରେ ବିଦ୍ରୋହାଚାରୀ ହେଲ ଓ ତୁମ୍ଭମାନେେ ତାହାଙ୍କକ୍ସ୍ଟ ବିଶ୍ବାସ କଲନାହିଁ, କିଅବା ତାହାଙ୍କ କଥା ଶକ୍ସ୍ଟଣିଲ ନାହିଁ।
କିନ୍ତୁ ତା'ପରେ ସହେି ଲୋକମାନେ କିଣାନର ଆଶ୍ଚର୍ୟ୍ଯ ପୂର୍ଣ୍ଣ ସ୍ଥାନକୁ ୟିବାପାଇଁ ମନା କଲେ। ସମାନେେ ପରମେଶ୍ବରଙ୍କୁ ବିଶ୍ବାସ କଲେ ନାହିଁ ୟେ ପରମେଶ୍ବର ସଠାେରେ ବାସ କରୁଥିବା ଲୋକମାନଙ୍କୁ ସାହାୟ୍ଯ କରିବେ।
ଅତଏବ ମୁଁ କୋର୍ଧ ରେ ପ୍ରତିଜ୍ଞା କରି କହିଥିଲି - ସେ ଲୋକମାନେ କବେେ ହେଲେ ମାରେ ବିଶ୍ରାମସ୍ଥଳ ରେ303 ପ୍ରବେଶ କରିବେ ନାହିଁ।' ଗୀତସଂହିତା 95:7-11
କାରଣ ସମାନଙ୍କେ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ସପରେି ସୁସମାଚାର କୁହାୟାଇଅଛି, କିନ୍ତୁ ସମାନେେ ଶୁଣି ମଧ୍ଯ ତାହାକୁ ବିଶ୍ବାସପୂର୍ବକ ନିଜସ୍ବ ନ କରିବାରୁ ସମାନଙ୍କେ ପକ୍ଷ ରେ ସୁସମାଚାର ଲାଭଜନକ ହେଲା ନାହିଁ।
ଯେଉଁ ଲୋକମାନଙ୍କୁ ଆଗରୁ ସୁସମାଚାର ଶୁଣା ଯାଇ ଥିଲା, ନିଜର ଅବଜ୍ଞା ୟୋଗୁ ସମାନେେ ବିଶ୍ରାମସ୍ଥଳ ରେ ପ୍ରବେଶ କରି ପାରିଲେ ନାହିଁ କିନ୍ତୁ ଏବେ ମଧ୍ଯ କବେେ ଲୋକ ପରମେଶ୍ବରଙ୍କ ବିଶ୍ରାମସ୍ଥଳ ରେ ପ୍ରବେଶ କରିବାକୁ ବାକି ଥିବାରୁ ପରମେଶ୍ବର ଆଉ ଗୋଟିଏ ବିଶଷେ ଦିନ ଅର୍ଥାତ୍ 'ଆଜିଦିନ'306 ନିରୂପଣ କଲେ।