ସମଗ୍ର ବିଶ୍ବ ରେ ପରମେଶ୍ବରଙ୍କ ଦୃଷ୍ଟି ରେ କୌଣସି କଥା ଲୁଚି ରହି ପା ରେ ନାହିଁ। ସେ ସ୍ପଷ୍ଟ ଭାବରେ ସବୁ କିଛି ଦେଖି ପାରନ୍ତି। ତାହାଙ୍କ ସମ୍ମୁଖ ରେ ସମସ୍ତ ବିଷୟ ଅନାବୃତ। ଆମ୍ଭେ କିପରି ଜୀବନଯାପନ କରିଛୁ ତାହାଙ୍କ ଛାମୁ ରେ ତହିଁର ହିସାବ ଦବୋକୁ ହବେ।
Cross references
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।
ତବେେ ତୁମ୍ଭେ ସ୍ବର୍ଗ ରେ ଥାଇ ତାହା ଶୁଣ, ଯେଉଁଠା ରେ ତୁମ୍ଭେ ବାସ କର, ଓ କ୍ଷମା ଦିଅ। ପ୍ରେତ୍ୟକକ ବ୍ଯକ୍ତିକୁ ତାହାର ପ୍ରାପ୍ଯମତେ ଦିଅ। କବଳେ ତୁମ୍ଭେ ହିଁ ଜାଣ ଯେ, ଜଣେ ବ୍ଯକ୍ତିର ହୃଦଯ ରେ କ'ଣ ଅଛ।
ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।
କିନ୍ତୁ ପରମେଶ୍ବର ସହେି ମୃତ ଲୋକକୁ ପରିଷ୍କାର ଭାବରେ ଦେଖିପାରନ୍ତି। ମୃତ୍ଯୁ ପରମେଶ୍ବରଙ୍କ ପାଖରୁ ଲୁଚିରହି ପାରିବ ନାହିଁ।
ପରମେଶ୍ବର ଲୋକମାନଙ୍କର କାର୍ୟ୍ଯ ପଳାପକୁ ଲକ୍ଷ୍ଯ କରନ୍ତି। ପରମେଶ୍ବର ମଣିଷର ପ୍ରେତ୍ୟକକ ପାଦ ଗତିକୁ ଜାଣନ୍ତି।
ଆୟୁବ ତୁମ୍ଭେ କବେେ ମୃତ୍ଯୁ ଦେଶର ଦ୍ବାରକୁ ଦେଖିଛ କି ? ତୁମ୍ଭେ କବେେ ସହେି ଫାଟକକୁ ଦେଖିଛ କି ଯାହା ଅନ୍ଧକାର ମରଣ ସ୍ଥାନକୁ ନଇୟୋଏ।
ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ। ସାଧୁ ସନ୍ଥ ଲୋକଙ୍କୁ ସାହାୟ୍ଯ କର। ହେ ପରମେଶ୍ବର ତୁମ୍ଭେ ଅତ୍ଯନ୍ତ ମହାନ୍ ଏବଂ ଲୋକଙ୍କ ହୃଦଯକୁ ସହଜରେ ଚିହ୍ନିପାର।
ସଦାପ୍ରଭୁ ସ୍ବର୍ଗରୁ ଥାଇ ସବୁ ଲୋକଙ୍କ ଉପରେ ଦୃଷ୍ଟିପାତ କରନ୍ତି।
ପ୍ରକୃତରେ ପରମେଶ୍ବର ସେ ସବୁ କଥା ଜାଣନ୍ତି। ସେ ମଧ୍ଯ ଆମ୍ଭର ସମସ୍ତ ଗୋପନ କଥା ଜାଣନ୍ତି।
ତୁମ୍ଭେ ଆମ୍ଭମାନଙ୍କର ପାପ ବିଷଯରେ ଜାଣ। ତୁମ୍ଭେ ମଧ୍ଯ ଆମ୍ଭମାନଙ୍କର ଗୁପ୍ତ ପାପ ଦେଖିଅଛ।
ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ଲୁଚିବା ପାଇଁ ଚେଷ୍ଟା କରି କୁ ହେ, ୟଦି ରାତ୍ରି ଦିନରେ ପରିଣତ ହେଲା ତବେେ ଅନ୍ଧକାର ନିଶ୍ଚିତ ଭାବରେ ମାେତେ ଆଚ୍ଛାଦନ କରିବ।
ସଦାପ୍ରଭୁ ସର୍ବଦା ସବୁଠା ରେ ଘଟୁଥିବା ଘଟଣାକୁ ଦେଖନ୍ତି। ସେ ଅଧମ ଓ ଉତ୍ତମ ଲୋକମାନଙ୍କୁ ମଧ୍ଯ ନୀରିକ୍ଷଣ କରନ୍ତି।
ମୃତ୍ଯୁ ଓ ବିନାଶ ସଦାପ୍ରଭୁଙ୍କ ଆଗ ରେ ଖାେଲା ପଡ଼ିଥାଏ। ଲୋକମାନଙ୍କର ହୃଦଯର ଅଭିପ୍ରାଯ ତା ଅପେକ୍ଷା ତାହାଠାରୁ ଅଧିକ ସ୍ପଷ୍ଟା
ପରମେଶ୍ବର ପ୍ରେତ୍ୟକକ କର୍ମ, ପୁଣି ଭଲ କି ମନ୍ଦ ପ୍ରେତ୍ୟକକ ଗୁପ୍ତ ବିଷଯ ବିଚାର ରେ ଆଣିବେ।
ମାତ୍ର ଆମ୍ଭେ ସଦାପ୍ରଭୁ, ପ୍ରେତ୍ୟକକ ମନୁଷ୍ଯକୁ ତା'ର କର୍ମ ଅନୁସାରେ ଫଳ ଦେଉ। ଆମ୍ଭେ ତାହାର ଅନ୍ତଃକରଣ ଅନୁସନ୍ଧାନ କରୁ ଓ ତାହାର ମର୍ମ ପରୀକ୍ଷା କରୁ।
ମାତ୍ର ତୁମ୍ଭ ପୂର୍ବପୁରୁଷଗଣ ଆମ୍ଭ କଥାପ୍ରତି ଅବଧାନ କଲେ ନାହିଁ କି କର୍ଣ୍ଣପାତ କଲେ ନାହିଁ। ସମାନେେ ଅତି ଅବାଧ୍ଯ। ତେଣୁ ସମାନେେ ଦଣ୍ଡିତ ହେଲେ। ସମାନଙ୍କେର କିଛି ମଙ୍ଗଳ ହେଲା ନାହିଁ।
ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
କିନ୍ତୁ ଯୀଶୁ ସମାନଙ୍କେୁ ଭରସା କଲେ ନାହିଁ କାରଣ ସେ ସହେି ଲୋକମାନଙ୍କର ମନର ଭାବନା ଜାଣିଥିଲେ।
ଯୀଶୁ ତାକୁ କହିଲେ, ଯାଅ, ତୁମ୍ଭ ସ୍ବାମୀଙ୍କୁ ଡାକି ଏଠାକୁ ଆସ।
ପିତା କାହାର ବିଚାର କରନ୍ତି ନାହିଁ। କିନ୍ତୁ ସେ ପୁତ୍ରଙ୍କୁ ବିଚାର କରିବାର ସମସ୍ତ କ୍ଷମତା ଅର୍ପଣ କରିଛନ୍ତି।
ପୁଣି ତୃତୀୟ ଥର ସେ ତାହାଙ୍କୁ ପଚାରିଲେ, ଯୋହନଙ୍କ ପୁତ୍ର ଶିମାନେ, ତୁମ୍ଭେ ମାେତେ ପ୍ ରମେ କର କି?
ସେ ଜଣଙ୍କୁ ନ୍ଯାୟ ବିଚ଼ାର ପାଇଁ ନିୟୁକ୍ତି ଦଇେଛନ୍ତି। ସେ ଗୋଟିଏ ଦିନ ସ୍ଥିର କରିଛନ୍ତି, ଯେଉଁଦିନ ସହେି ସମଗ୍ର ବିଶ୍ବକୁ ତାହାଙ୍କ ଦ୍ବାରା ନ୍ଯାୟ ସହିତ ବିଚ଼ାର କରିବେ। ସେ ପ୍ରେତ୍ୟକକଙ୍କ ଆଗ ରେ ଯୀଶୁଙ୍କର ମୃତ୍ଯୁରୁ ବଞ୍ଚି ଉଠିବା କଥାର ପ୍ରମାଣ ଦଇେଛନ୍ତି।
ଯେଉଁ ଦିନ ପରମେଶ୍ବର ଲୋକମାନଙ୍କ ଭିତ ରେ ଥିବା ଗୁପ୍ତକଥା ଗୁଡ଼ିକର ନ୍ଯାୟବିଚ଼ାର କରିବେ ସହେି ଦିନ ଏହି କଥା ଘଟିବ। ମୁଁ ଯେଉଁ ସୁସମାଚ଼ାର ଲୋକମାନଙ୍କୁ କହୁଛି, ତାହା କୁ ହେ ଯେ, ପରମେଶ୍ବର ଖ୍ରୀଷ୍ଟ ୟିଶୁଙ୍କ ଦ୍ବାରା, ଲୋକମାନଙ୍କର ନ୍ଯାୟବିଚ଼ାର କରିବେ।
ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।
ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।
ଆମ୍ଭେ ସମସ୍ତେ ବିଚାରିତ ହବୋ ନିମନ୍ତେ ଖ୍ରୀଷ୍ଟଙ୍କର ନ୍ଯାଯାସନ ଆଗ ରେ ଅବଶ୍ଯ ଠିଆ ହବେୁ। ଆମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ, ଏହି ପାର୍ଥିବ ଶରୀର ଧାରଣ କରିଥିଲା ବେଳେ ଯାହା କିଛି ଭଲ ବା ମନ୍ଦ କରିଛୁ, ତା'ପାଇଁ ପ୍ରତିଦାନ ପାଇବ।
ମୁଁ ତା'ର ସନ୍ତାନମାନଙ୍କୁ ମଧ୍ଯ ମହାମାରୀ ଦ୍ବାରା ବଧ କରିବି। ସେତବେେଳେ ସମସ୍ତ ମଣ୍ଡଳୀବର୍ଗ ଜାଣିବେ ଯେ, ମୁଁ, ଲୋକମାନଙ୍କର ଭାବନା ଓ ବିଚାରଗୁଡ଼ିକ ଜାଣେ ଓ ତାହାର ପରୀକ୍ଷା କରେ। ମୁଁ ତୁମ୍ଭ ପ୍ରେତ୍ୟକକଙ୍କୁ ତୁମ୍ଭର କର୍ମ ଅନୁସାରେ ଫଳ ଦବେି।
ତା'ପରେ ମୁଁ ଗୋଟିଏ ବିରାଟ ଶୁଭ୍ର ସିଂହାସନ ଦେଖିଲି। ମୁଁ ଜଣେ ବ୍ଯକ୍ତିଙ୍କୁ ସହେି ସିଂହାସନ ରେ ବସିଥିବାର ଦେଖିଲି। ଆକାଶ ଓ ପୃଥିବୀ ତାହାଙ୍କ ପାଖରୁ ଦୌଡ଼ି ଚାଲିଗଲେ ଓ ଉଭଇେ ଗଲେ।