Home Bibles ଏବ୍ରୀ 4:16 · ଓଡ଼ିଆ ବାଇବେଲ
ଏବ୍ରୀ 4:16 · ଓଡ଼ିଆ ବାଇବେଲ

ଆମ୍ଭମାନେେ ଉପୟୁକ୍ତ ସମୟରେ ଦୟା ଓ କୃପାପ୍ରାପ୍ତି ନିମନ୍ତେ ପରମେଶ୍ବରଙ୍କ ଅନୁଗ୍ରହଜନକ ସିଂହାସନ ନିକଟରୁ ଆମ୍ଭର ମହାୟାଜକ ଯୀଶୁଙ୍କ ସହ ସମ୍ପୂର୍ଣ୍ଣ ଭରସାର ସହ ଯାଇପାରିବା।

Cross references

ଯାତ୍ରା ପୁସ୍ତକ 25:17

ଏହାପରେ ତୁମ୍ଭମାନେେ ଶୁଦ୍ଧ ସୁବର୍ଣ୍ଣ ରେ ଅଢଇେ ହାତ ଲମ୍ବା ଦେଢ ହାତ ପ୍ରସ୍ଥ ଓ ଏକ ପାପାଚ୍ଛାଦନ ନିର୍ମାଣ କରିବ।

ଲେବୀୟ ପୁସ୍ତକ 16:2

ତୁମ୍ଭେ ଆପଣା ଭ୍ରାତା ହାରୋଣଙ୍କୁ କୁହ, ଯେପରି ତାଙ୍କର ମୃତ୍ଯୁ ନ ହୁଏ, ଏଥିପାଇଁ ବିଚ୍ଛଦେ ବସ୍ତ୍ର ଭିତ ରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛଦକ ସମ୍ମୁଖ ରେ ପବିତ୍ର ସ୍ଥାନ ରେ ସର୍ବଦା ପ୍ରବେଶ କରିବେ ନାହିଁ। କାରଣ ଆମ୍ଭେ ପାପାଚ୍ଛାଦକ ଉପରେ ମେଘର ଦର୍ଶନ ଦବୋ।

ପ୍ରଥମ ବଂଶାବଳୀ 28:11

ଏହାପରେ ଦାଉଦ ଶଲୋମନଙ୍କୁ ମନ୍ଦିର ନିର୍ମାଣ କରିବା ନିମନ୍ତେ ଯୋଜନାମାନ ପ୍ରଦାନ କଲେ। ମନ୍ଦିର ଚତୁର୍ଦ୍ଦିଗସ୍ଥ ବାରଣ୍ଡା, ତାହାର ଅଟ୍ଟାଳିକାମାନ, ତାହାର ଭଣ୍ଡାରଘରମାନ, ତାହାର ଉପରିସ୍ଥ କଠାେରୀମାନ, ତାହାର ଭିତରର କଠାେରୀମାନ ଓ ଦୟାସନର ସ୍ଥାନ ନିମନ୍ତେ ମଧ୍ଯ ଏହି ଯୋଜନା ହାଇେଥିଲା।

ଯିଶାଇୟ 27:11

ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।

ଯିଶାଇୟ 55:6

ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କର ଅନ୍ବଷେଣ କର, ଯେ ହତେୁ ତାଙ୍କର ଅର୍ଥାତ୍ ସଦାପ୍ରଭୁଙ୍କର ଉଦ୍ଦେଶ୍ଯ ମିଳିଅଛି। ଯେ ପର୍ୟ୍ଯନ୍ତ ସେ ନିକଟରେ ଅଛନ୍ତି, ସେ ପର୍ୟ୍ଯନ୍ତ ତାଙ୍କୁ ପ୍ରାର୍ଥନା କର।

ମାଥିଉଲିଖିତ ସୁସମାଚାର 7:7

ମାଗ ସେଥି ରେ ପରମେଶ୍ବର ତାହା ତୁମ୍ଭକୁ ଦବେେ। ଖାଜେ ଏବଂ ତୁମ୍ଭେ ପାଇବ। ଦ୍ବାର ରେ ଠକ୍ ଠକ୍ କର ଓ ତାହା ତୁମ୍ଭପାଇଁ ଖାଲିୟିବେ।

ରୋମୀୟଙ୍କ ପ୍ରତି ପତ୍ର 8:15

ଯେଉଁ ଆତ୍ମାଙ୍କୁ ଆମ୍ଭେ ପାଇଛୁ, ସେ ଆତ୍ମା ଆମ୍ଭକୁ ଆଉ ଦାସ ହବୋକୁ ଦବେେ ନାହିଁ କି ଆମ୍ଭ ପାଇଁ ଭୟର କାରଣ ହବେେ ନାହିଁ। ଆମ୍ଭ ଭିତ ରେ ଯେଉଁ ଆତ୍ମା ଅଛନ୍ତି ସେ ଆମ୍ଭକୁ ପରମେଶ୍ବରଙ୍କର ସନ୍ତାନ କରି ଦିଅନ୍ତି। ଓ ସହେି ଆତ୍ମାଙ୍କ ସହିତ ଆମ୍ଭେ କହୁ, 'ପିତା, ପ୍ରିୟ ପିତା।'

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 12:8

ମୁଁ ପ୍ରଭୁଙ୍କୁ ତିନି ଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମାେ ଠାରୁ ଦୂ ରଇେ ଦିଅନ୍ତୁ।

ଏଫିସୀୟଙ୍କ ପ୍ରତି ପତ୍ର 2:18

କାରଣ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ହିଁ, ଏକ ଆତ୍ମା ହାଇେ ପରମପିତା ପାଖକୁ ୟିବାର ଅଧିକାର ଆମ୍ଭକୁ ମିଳିଲା।

ଏଫିସୀୟଙ୍କ ପ୍ରତି ପତ୍ର 3:12

ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଦ୍ବାରା, ନିର୍ଭୟ ରେ ପରମେଶ୍ବରଙ୍କ ସମ୍ମୁଖକୁ ୟିବା ପାଇଁ ଆମର ସ୍ବାଧୀନତା ଅଛି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:6

କୌଣସି କଥା ପାଇଁ ଚିନ୍ତିତ ହୁଅ ନାହିଁ। ତୁମ୍ଭର ଯାହା ଦରକାର, ପରମେଶ୍ବରଙ୍କୁ ପ୍ରାର୍ଥନା କରି ମାଗ। ପ୍ରାର୍ଥନା କଲା ବେଳେ ସଦା ଧନ୍ଯବାଦ ଦିଅ।

ଏବ୍ରୀ 7:19

ମାଶାଙ୍କେ ବ୍ଯବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ ରେଷ୍ଠତର ଭରସା ରେ ଆମ୍ଭେ ପରମେଶ୍ବରଙ୍କ ପାଖକୁ ଆସି ପାରିବା।

ଏବ୍ରୀ 7:25

ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।

ଏବ୍ରୀ 9:5

ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।

ଏବ୍ରୀ 10:19

ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

ଏବ୍ରୀ 13:6

ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :

ପିତରଙ୍କ ପ୍ରଥମ ପତ୍ 2:10

ଅତୀତ ରେ ତୁମ୍ଭେ ପରମେଶ୍ବରଙ୍କ ଲୋକ ନ ଥିଲ। କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଲୋକ ଅଟ। ଅତୀତ ରେ ତୁମ୍ଭେ ଅନୁଗ୍ରହ ପାଇ ନ ଥିଲ। କିନ୍ତୁ ଏବେ ତୁମ୍ଭମାନେେ ପରମେଶ୍ବରଙ୍କଠାରୁ ଅନୁଗ୍ରହ ଲାଭ କରିଛ।

Interlinear

Choose Theme