କିନ୍ତୁ କଠିନ ଖାଦ୍ୟ ସହେିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ଯବହାର ବନ୍ଦ କରି ଦଇେଛନ୍ତି। ଏହା ସହେିମାନଙ୍କ ପାଇଁ ଯେଉଁମାନେ ଆତ୍ମା ରେ ବୃଦ୍ଧି ପାଇଛନ୍ତି।
Cross references
ପରମେଶ୍ବର ଜାଣନ୍ତି ଯେ, ଯେତବେେଳେ ତୁମ୍ଭେ ସହେି ବୃକ୍ଷରୁ ଫଳ ଖାଇବ ତବେେ ତୁମ୍ଭମାନଙ୍କର ଚ଼କ୍ଷୁ ଖାଲିୟିବେ ଏବଂ ତୁମ୍ଭେ ପରମେଶ୍ବରଙ୍କ ପରି ହବେ, କାରଣ ତୁମ୍ଭେ ଜାଣିବ କଣ ଭଲ ଏବଂ କଣ ମନ୍ଦ ଅଟେ।
ମୁ ଜାଣେ ମାରେମୂନିବଙ୍କର କଥା, ନିଶ୍ଚିତ ଭାବରେ ମାେତେ ବିଶ୍ରାମ ଦବେ କାରଣ ଆପଣ ହେଉଛନ୍ତି ଜଣେ ପରମେଶ୍ବରଙ୍କ ଦୂତପରି। ଆପଣ ଜାଣନ୍ତି କେଉଁଟା ଠିକ୍ ଓ କେଉଁଟା ଭକ୍ସ୍ଟଲ୍ ଏବଂ ସଦାପ୍ରଭୁ ତୁମ୍ଭର ପରମେଶ୍ବର ସର୍ବଦା ତକ୍ସ୍ଟମ୍ଭ ପାଖ ରେ ଅଛନ୍ତି।
ତେଣୁ ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ଠିକ୍ ଓ ଭୂଲ୍ ବାଛିବା ପାଇଁ ତୁମ୍ଭେ ମାେତେ ଜ୍ଞାନ ଦିଅ ଓ ବୁଦ୍ଧି ଦିଅ। ମାେତେ ଜ୍ଞାନ ଦିଅ ଯେପରି ମୁଁ ଲୋକମାନଙ୍କୁ ନ୍ଯାଯ ସହିତ ଶାସନ ଓ ବିଗ୍ଭର କରିପା ରେ। କାରଣ ଏହା ବିନା ଏହି ମହା ଗୋଷ୍ଠୀର କିଏ ନ୍ଯାଯ କରିପାରିବ?
ପରମେଶ୍ବର ତାଙ୍କୁ କହିଲେ, ତୁମ୍ଭେ ନିଜ ପାଇଁ ଦୀର୍ଘ ପରମାଯୁ ମାଗିନାହିଁ କି ନିଜପାଇଁ ବିପୁଳ ଐଶ୍ବର୍ୟ୍ଯ ମାଗିନାହିଁ, କି ନିଜର ଶତୃମାନଙ୍କର ମୃତ୍ଯୁ ମାଗିନାହିଁ, ମାତ୍ର ଲୋକମାନଙ୍କର ନ୍ଯାଯ ଶାସନ କରିବା ପାଇଁ ଜ୍ଞାନ ମାଗିଅଛ।
ମୁଁ ମିଛ କହୁନାହିଁ ।ଏବଂ ମୁଁ ଜାଣେ କେଉଁଟି ଭଲ ଓ ମନ୍ଦ।
କିନ୍ତୁ ଜିହ୍ବା ଯେପରି ଖାଦ୍ୟର ସ୍ବାଦ ବାରିପା ରେ। କାନ ସପରେି ଶୁଣୁଥିବା ଶବ୍ଦକୁ ବାରିପା ରେ।
କାରଣ କର୍ଣ୍ଣ ଯାହା ଶୁଣେ ତାହା ପରୀକ୍ଷା କରେ, ଠିକ୍ ଜିହ୍ବା ଖାଦ୍ୟର ସ୍ବାଦ ବାରିବା ପରି।
ତୁମ୍ଭର ପ୍ରତିଜ୍ଞା ସର୍ବଦା ମାେ ପାଟିକୁ ମହୁଠାରୁ ଅଧିକ ମଧୁର ଲାଗେ।
ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ। ତୁମ୍ଭ ନାମ ଢ଼ଳା ସୁଗନ୍ଧି ତୈଳ ସ୍ବରୂପ। ତେଣୁ କୁମାରୀଗଣ ତୁମ୍ଭକୁ ପ୍ ରମେ କରନ୍ତି।
ଯେପରି ବନବୃକ୍ଷମାନଙ୍କ ମଧିଅରେ ନାଗରଙ୍ଗ ବୃକ୍ଷ, ସହେିପରି ୟୁବାମାନଙ୍କ ମଧିଅରେ ପ୍ରିଯତମ।
ଇମ୍ମାନୁଯଲଲ ଲହୁଣୀ ଓ ମହୁ ଖାଇବ।ସତଣୁସସ ଭଲକୁ ଗ୍ରହଣ କରିବା ଓ ମନ୍ଦକୁ ତ୍ଯାଗ କରିବା ଜାଣିବ।
ଏଣୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭମାନେେ ମଧ୍ଯ ସହେିପରି ସିଦ୍ଧ ହୁଅ।
ଆଖି ଶରୀର ପାଇଁ ଆଲୋକ ସ୍ବରୂପ। ଏଣୁ ତୁମ୍ଭ ଆଖି ଯଦି ଠିକ୍ ଥିବ, ତବେେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଆଲୋକମୟ ହବେ।
ଯେଉଁ ଲୋକର ବିଶ୍ବାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତ ରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସହେି ଲୋକର ଭିନ୍ନ ମତ ପାଇଁ, ତା ସହିତ ୟୁକ୍ତିତର୍କ କର ନାହିଁ।
ଯେଉଁମାନେ ଅଭିଜ୍ଞ ଆମ୍ଭେ ସହେିମାନଙ୍କୁ ଜ୍ଞାନ ଶିକ୍ଷା ଦେଉ। କିନ୍ତୁ ଏହି ଜ୍ଞାନ ସଂସାରରୁ ନୁହେଁ, ଏହା ବର୍ତ୍ତମାନ ୟୁଗର ନେତା ମାନଙ୍କର ଜ୍ଞାନ ନୁହେଁ। ଏହି ନେତାମାନେ ଆପଣା ଶକ୍ତି ହରାଉ ଅଛନ୍ତି।
ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭମାନେେ ଈଶ୍ବରଙ୍କ ସମସ୍ତ ସତ୍ଯର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖାଲିେ ଦିଅନ୍ତୁ। ତା'ପରେ ତୁମ୍ଭମାନେେ ବୁଝି ପାରିବ ଯେ, କେଉଁ ବିଷୟ ରେ ଭରସା ରଖିବା ପାଇଁ ପରମେଶ୍ବର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭମାନେେ ବୁଝି ପାରିବ ଯେ ପରମେଶ୍ବର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ବର୍ୟ୍ଯପୂର୍ଣ୍ଣ ଅଟେ।
ସମସ୍ତ ଲୋକେ ପରମେଶ୍ବରଙ୍କ ପୁତ୍ରଙ୍କ ବିଷୟକ ସମାନ ବିଶ୍ବାସ ଓ ସମାନ ଜ୍ଞାନ ସହିତ ଏକତ୍ର ହବୋ ପର୍ୟ୍ଯନ୍ତ ଏହି କାମ ଚାଲିଥିବା ନିତାନ୍ତ ଆବଶ୍ଯକ, ଯେପର୍ୟ୍ଯନ୍ତ ଆମ୍ଭେ ଖ୍ରୀଷ୍ଟଙ୍କ ସଦୃଶ ସିଦ୍ଧ ଓ ସମ୍ପୂର୍ଣ୍ଣ ନ ହାଇେଛୁ, ସେ ପର୍ୟ୍ଯନ୍ତ ଆମ୍ଭକୁ ବୃଦ୍ଧି ପାଇ ପୂର୍ଣ୍ଣବୟସ୍କ ହବୋକୁ ପଡ଼ିବ।
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :
ଆମ୍ଭମାନଙ୍କ ଭିତରୁ ଯେଉଁମାନେ ଆତ୍ମିକ ଭାବରେ ସିଦ୍ଧ ହବୋ ପାଇଁ ଯାଉଛୁ, ସମାନେେ ମଧ୍ଯ ଏହିଭଳି ଭାବିବା ଦରକାର। ଯଦି ଏଥି ରେ କୌଣସି କଥା ରେ ତୁମ୍ଭର ଭିନ୍ନ ମତ ଥାଏ, ତା ହେଲେ ପରମେଶ୍ବର ତୁମ୍ଭ ପାଇଁ ଏହାକୁ ମଧ୍ଯ ସ୍ପଷ୍ଟ କରି ଦବେେ।
କିନ୍ତୁ ପ୍ରେତ୍ୟକକ କଥାର ସତ୍ଯାସତ୍ଯ ପରୀକ୍ଷା କରି ଯାହା ଭଲ ତାହାକୁ ଧରି ରଖ।
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।