ପରମେଶ୍ବର ନିଜ ପ୍ରତିଜ୍ଞାର ସତ୍ଯତା ପ୍ରମାଣିତ କରିବା ପାଇଁ ଇଚ୍ଛା କଲେ। ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀମାନଙ୍କ ନିକଟରେ ପ୍ରମାଣିତ କରିବାକୁ ଇଚ୍ଛା କଲେ। ସେ ସମାନଙ୍କେୁ ସ୍ପଷ୍ଟ ଭାବରେ ବୁଝାଇ ଦବୋକୁ ଚାହିଁଲେ ଯେ ତାଙ୍କର ଯୋଜନା ରେ କୌଣସି ପରିବର୍ତ୍ତନ ଘଟେ ନାହିଁ। କାରଣ ପରମେଶ୍ବର ଯାହା କହନ୍ତି, ତାହା ନିଶ୍ଚିତ ହବେ ଏବଂ ଏହା ପ୍ରମାଣିତ କରିବାକୁ ସେ ପ୍ରତିଜ୍ଞା ସହ ଶପଥ ମଧ୍ଯ କରନ୍ତି।
Cross references
ସମାନେେ ଉତ୍ତର ଦେଲେ, ବର୍ତ୍ତମାନ ଆମ୍ଭେ ଜାଣିଲୁ ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ଆମ୍ଭେ ଭାବିଲୁ ତୁମ୍ଭ ସହିତ ଏକ ଚୁକ୍ତି କରିବା। ଆମ୍ଭେ ଚାହୁଁଛୁ ତୁମ୍ଭେ ଆମ୍ଭ ନିକଟରେ ପ୍ରତିଜ୍ଞା କର।
ତବେେ ସେ ପ୍ରତିବେଶୀର ଦ୍ରବ୍ଯ ରେ ହସ୍ତ ଦଇେଅଛି କି ନାହିଁ, ଏ ବିଷଯ ରେ ଉଭୟଙ୍କ ମଧିଅରେ ସଦାପ୍ରଭୁଙ୍କର ଶପଥ ହବେ। ପଶୁର ମାଲିକ ସହେି ଶପଥ ଗ୍ରହଣ କରିବ। ପୁଣି ସେ ପରିଶାଧେ କରିବ ନାହିଁ।
କିନ୍ତୁ ପରମେଶ୍ବର କବେେ ହେଲେ ବଦଳନ୍ତି ନାହିଁ। କହେି ବ୍ଯକ୍ତି ପରମେଶ୍ବରଙ୍କ ବିରୁଦ୍ଧ ରେ ଛିଡ଼ା ହାଇପୋରିବେ ନାହିଁ। ପରମେଶ୍ବର ଯାହା ଇଚ୍ଛା କରନ୍ତି ତାହା ସେ କରନ୍ତି।
କିନ୍ତୁ ଦାପ୍ରଭୁଙ୍କ ଉପଦେଶ ଚିରଦିନ ମଙ୍ଗଳମଯ ତାଙ୍କର ସଂକଳ୍ପ ସବୁ ଚିରକାଳ ଲାଗି ବଂଶାନୁକ୍ରମେ ଥାଏ।
ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।
ସଦାପ୍ରଭୁ ପ୍ରତିଜ୍ଞା କଲେ, ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ। ୟାଜକ ମଲ୍କୀଷଦକଙ୍କେ ପରି ତୁମ୍ଭେ ଅନନ୍ତକାଳୀନ ୟାଜକ ହବେ।
ମନୁଷ୍ଯର ମନ ରେ ନାନାପ୍ରକାର ଯୋଜନା ଥାଏ। ମାତ୍ର ସଦାପ୍ରଭୁଙ୍କର ଇଚ୍ଛା ପ୍ରକାଶ ହବେ।
ହେ ମାରେ ଭଗିନୀ, ମାହେର ପ୍ରିୟେ, ମୁଁ ଆପଣା ଉଦ୍ୟାନକୁ ଆସିଅଛି। ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ଯ ସଂଗ୍ରହ କରିଅଛି। ମୁଁ ମହୁ ଫଣୋରୁ ମାରେ ମହୁ ଭୋଜନ କରିଅଛି। ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧପାନ କରିଅଛି। ଆସ ପରସ୍ପର ସହିତ ଆମାଦେ କରିବା। ଆସ ପ୍ ରମେ ରେ ମତ୍ତ ହାଇଯେିବା।
ସର୍ବଶକ୍ତିମାନ ସଦାପ୍ରଭୁ ଶପଥ କରି କହିଲେ, ମୁଁ ଶପଥ କରୁଛି, ମୁଁ ଯାହା ଚାହିଁଥିଲି ତାହାହିଁ ଘଟିବ। ମୁଁ ଯେପରି ମନ୍ତ୍ରଣା କରିଛି ସହେିପରି ମଧ୍ଯ ଘଟିବ।
ଏହା ମାରେ ଯୋଜନା ସମଗ୍ର ପୃଥିବୀ ପାଇଁ ଅଛି। ମୁଁ ସମସ୍ତ ଜାତିଗଣମାନଙ୍କୁ ଦଣ୍ଡ ଦବୋ ପାଇଁ ମାରେ ଶକ୍ତି ପ୍ରଯୋଗ କରିବି।'
ଶଷେ ରେ କ'ଣ ଘଟିବ ଆମ୍ଭେ ଆଦ୍ଯରୁ କହିଥାଉଁ। ପୁଣି ଯାହା ଘଟି ନାହିଁ ତାହା ଆମ୍ଭେ ପ୍ରାଚୀନ କାଳରୁ ଜଣାଇଥାଉ ଓ କହୁ। ଆମ୍ଭର ଉଦ୍ଦେଶ୍ଯ ସାଧିତ ହବେ ଓ ଆମ୍ଭେ ନିଜର ସକଳ ମନୋରଥ ସିଦ୍ଧ କରିବୁ।
କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସହେିପରି ଆମ୍ଭେ ତୁମ୍ଭ ପ୍ରତି କୋର୍ଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।
ଦୁଷ୍ଟାଚାରୀ ତା'ର ମନ୍ଦକାର୍ୟ୍ଯ ଓ ଅଧାର୍ମିକ ତା'ର ମନ୍ଦ ଚିନ୍ତା ପରିତ୍ଯାଗ କରୁ। ସେ ସଦାପ୍ରଭୁଙ୍କ ନିକଟକୁ ଫରେିଆସୁ ଏବଂ ସେ ତାକୁ ଦୟା କରିବେ। ସେ ତାକୁ କ୍ଷମା କରି ଦବେେ। ତାକୁ ପରମେଶ୍ବରଙ୍କ ପାଖକୁ ଫରେିବାକୁ ଛାଡ଼ିଦିଅ। ସେ ତାକୁ ବହୁଳ ଭାବରେ କ୍ଷମା କରିବେ।
ସହେିପରି ଆମ୍ଭ ମୁଖ ନିଃସୃତ ବାକ୍ଯ ନିଷ୍ଫଳ ହାଇେ ଆମ୍ଭ ନିକଟକୁ ଫରେି ଆସିବ ନାହିଁ ; ମାତ୍ର ଆମ୍ଭ ଇଚ୍ଛାନୁସା ରେ ଆମ୍ଭ ବାକ୍ଯ ସିଦ୍ଧ ହବେ ଏବଂ ଯେଉଁ କାର୍ୟ୍ଯ ପାଇଁ ଆମ୍ଭେ ପ୍ ରରଣେ କରିଛୁ, ତାହା ସଫଳ ହବେ।