Home Bibles ଏବ୍ରୀ 6:20 · ଓଡ଼ିଆ ବାଇବେଲ
ଏବ୍ରୀ 6:20 · ଓଡ଼ିଆ ବାଇବେଲ

ଯୀଶୁ ଆଗରୁ ସଠାେକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲକୀଷଦକଙ୍କେ ଭଳି ଯୀଶୁ ଅନନ୍ତକାଳୀନ ମହାୟାଜକ ଅଟନ୍ତି।

Cross references

ଗଣନା ପୁସ୍ତକ 18:28

ଏହିରୂପେ ତୁମ୍ଭମାନେେ ଇଶ୍ରାୟେଲ ଲୋକମାନଙ୍କଠାରୁ ଯେଉଁ ଏକ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭମାନେେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ତୋଳନୀଯ ଉପହାର ଉତ୍ସର୍ଗ କରିବ। ସଦାପ୍ରଭୁଙ୍କୁ ଦେଉଥିବା ଉପହାର ଯାଜକ ହାରୋଣକୁ ଦବେ।

ଯୋହନଲିଖିତ ସୁସମାଚାର 14:2

ମାରେ ପରମପିତାଙ୍କ ଘ ରେ ଅନକଗେୁଡିଏ ବଖରା ଅଛି। ତାହା ନ ହାଇେଥିଲେ ମୁଁ ତୁମ୍ଭକୁ ଏହା କହି ନଥାନ୍ତି। ମୁଁ ତୁମ୍ଭ ପାଇଁ ଗୋଟିଏ ସ୍ଥାନ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ସଠାେକୁ ଯାଉଛି।

ରୋମୀୟଙ୍କ ପ୍ରତି ପତ୍ର 8:34

କିଏ କହି ପାରିବ ଯେ ପରମେଶ୍ବରଙ୍କ ଲୋକମାନେ ଦୋଷୀ? କହେି ନୁହେଁ। ଆମ୍ଭ ପାଇଁ ଯୀଶୁ ଖ୍ରୀଷ୍ଟ ମୃତ୍ଯୁ କଲେ, କିନ୍ତୁ ତାହାହିଁ ସବୁ କିଛି ନୁହେଁ। ସେ ମୃତ୍ଯୁରୁ ମଧ୍ଯ ଜୀବିତ ହେଲେ। ସେ ଏବେ ପରମେଶ୍ବରଙ୍କ ଡାହାଣ ପଟ ରେ ଅଛନ୍ତି ଓ ଆମ୍ଭ ପାଇଁ ପରମେଶ୍ବରଙ୍କୁ ନିବଦନକରେୁଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:3

ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପିତା ଓ ପରମେଶ୍ବରଙ୍କ ପ୍ରଶଂସା ହେଉ। ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ ଥିବା ହତେୁ ପରମେଶ୍ବର ଆମ୍ଭକୁ ସ୍ବର୍ଗ ରେ ସମସ୍ତ ଆଧ୍ଯାତ୍ମିକ ଆଶୀର୍ବାଦ ଦଇେଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:20

ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।

ଏବ୍ରୀ 1:3

ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।

ଏବ୍ରୀ 2:10

ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।

ଏବ୍ରୀ 2:17

ଅତଏବ ସମସ୍ତ ବିଷୟ ରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହବୋକୁ ପଡ଼ିଲା। ଯେପରି ପରମେଶ୍ବରଙ୍କ ସବୋ ରେ ସହେି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ବସ୍ତ ମହାୟାଜକ ହୁଅନ୍ତି।

ଏବ୍ରୀ 3:1

ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

ଏବ୍ରୀ 4:14

ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।

ଏବ୍ରୀ 5:6

ଅନ୍ୟ ଗୋଟିଏ ସ୍ଥାନ ରେ ପରମେଶ୍ବର କୁହନ୍ତି :

ଏବ୍ରୀ 5:10

ପରମେଶ୍ବର ମଲକୀଷଦକଙ୍କେ ଭଳି ଯୀଶୁଙ୍କୁ ମହାୟାଜକ ରୂପେ ବାଛିଲେ।

ଏବ୍ରୀ 7:1

ମଲ୍କୀଷଦକେ ଶାଲମରେ ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ବରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫରେିଲା ବେଳେ ମଲ୍କୀଷଦକେ ଅବ୍ରହାମଙ୍କୁ ଦଖାେକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।

ଏବ୍ରୀ 8:1

ଆମ୍ଭେ ଯାହା କିଛି କହୁଛୁ, ତାର ସାର ମର୍ମ ହେଲା ଯେ, ଆମ୍ଭମାନଙ୍କର ଏଭଳି ଜଣେ ମହାୟାଜକ ଅଛନ୍ତି, ଯେ ସ୍ବର୍ଗର ପରମେଶ୍ବରଙ୍କ ସିଂହାସନର ଦକ୍ଷିଣ ପାଶର୍‌ବ ରେ ବସି ଅଛନ୍ତି।

ଏବ୍ରୀ 9:12

ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

ଏବ୍ରୀ 9:24

ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।

ଏବ୍ରୀ 12:2

ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ପିତରଙ୍କ ପ୍ରଥମ ପତ୍ 3:22

ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।

ଯୋହନଙ୍କ ପ୍ରଥମ ପତ୍ର 2:12

ପ୍ରିୟ ପିଲାମାନେ, ତୁମ୍ଭମାନଙ୍କ ପାପ ଖ୍ରୀଷ୍ଟଙ୍କ ଦ୍ବାରା କ୍ଷମା କରାଯାଇଥିବା କାରଣରୁ ମୁଁ ତୁମ୍ଭମାନଙ୍କୁ ଲେଖୁଛି।

Interlinear

Choose Theme