Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 18:21
ସେ ଗଲା ବେଳେ କହିଲେ, ଯଦି ପରମେଶ୍ବର ଚ଼ାହାଁନ୍ତି, ତବେେ ମୁଁ ପୁଣି ତୁମ୍ଭମାନଙ୍କ ପାଖକୁ ଆସିବି। ତା'ପରେ ସେ ଜଳପଥରେ ଏଫିସରୁ ବିଦାୟ ନେଲେ।
ରୋମୀୟଙ୍କ ପ୍ରତି ପତ୍ର 15:32
ତା'ପରେ ଯଦି ପରମେଶ୍ବର ଇଚ୍ଛା କରନ୍ତି ତା' ହେଲେ ମୁଁ ତୁମ୍ଭମାନଙ୍କ ପାଖକୁ ଆନନ୍ଦର ସହ ଆସିବି ଓ ବିଶ୍ରାମ ନବେି।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:19
କିନ୍ତୁ ଖୁବ୍ ଶୀଘ୍ର ମୁଁ ତୁମ୍ଭମାନଙ୍କ ପାଖକୁ ୟିବି, ଓ ଅହଂକାର କରୁଥିବା ଲୋକମାନେ କଣ ଅଧିକ କାର୍ୟ୍ଯକ କରୁଛନ୍ତି ତାହା ମୁଁ ଦେଖିବାକୁ ଚା ହେଁ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:7
ମୁଁ ଏବେ ତୁମ୍ଭମାନଙ୍କ ସହିତ ଦଖାେ କରିବାକୁ ଇଚ୍ଛା କରୁ ନାହିଁ, କାରଣ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସହ ଅଧିକ ସମୟ ରହିବା ପାଇଁ ଆଶା କରେ।
ଯାକୁବଙ୍କ ପତ୍ 4:15
ଅତଏବ ତୁମ୍ଭେ କହିବା ଉଚିତ : ଯଦି ପରମେଶ୍ବରଙ୍କ ଇଚ୍ଛା ଥାଏ, ଆମ୍ଭେ ଜୀବିତ ରହିବୁ ଓ ଏହା କରିବୁ ବା ତାହା କରିବୁ।