Home Bibles ଏବ୍ରୀ 7:16 · ଓଡ଼ିଆ ବାଇବେଲ
ଏବ୍ରୀ 7:16 · ଓଡ଼ିଆ ବାଇବେଲ

ସେ କୌଣସି ଗୋଷ୍ଠୀର ବ୍ଯବସ୍ଥା ଦ୍ବାରା ଯାଜକ ହାଇେ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।

Cross references

ଗାଲାତୀୟଙ୍କ ପ୍ରତି ପତ୍ର 4:3

ଠିକ୍ ସହେିପରି ଆମ୍ଭମାନେେ ଶିଶୁଥିବା ସମୟରେ ଆମ୍ଭେ ମଧ୍ଯ ସଂସାରର ଅନୁପୟୋଗୀ ନୀତିନିୟମଗୁଡ଼ିକର ଦାସ ଥିଲୁ।

ଗାଲାତୀୟଙ୍କ ପ୍ରତି ପତ୍ର 4:9

କିନ୍ତୁ ଏବେ ତୁମ୍ଭମାନେେ ପ୍ରକୃତ ପରମେଶ୍ବରଙ୍କ ପରିଚୟ ପାଇଅଛ। ପ୍ରକୃତ ରେ ପରମେଶ୍ବରଙ୍କ ଦ୍ବାରା ପରିଚୟ ପାଇଅଛ। ତବେେ ତୁମ୍ଭମାନେେ ପୂର୍ବରୁ ପାଳନ କରୁଥିବା ଦୁର୍ବଳ ଓ ଅଦରକାରୀ ନିୟମଗୁଡ଼ିକ ପ୍ରତି କାହିଁକି ପୁଣି ଆକୃଷ୍ଟ ହେଉଛ ? ତୁମ୍ଭମାନେେ କ'ଣ ପୁଣି ଦାସ ହବୋକୁ ଇଚ୍ଛା କର ?

କଲସୀୟଙ୍କ ପ୍ରତି ପତ୍ର 2:14

ନିୟମଗୁଡ଼ିକ ପାଳନ ନ କରି ପାରିବା ଦ୍ବାରା, ଆମ୍ଭ ବିରୁଦ୍ଧ ରେ ଲଖାେ ଯାଇଥିବା ଚିଠାଟିକୁ ପରମେଶ୍ବର ବ୍ଯର୍ଥ ବୋଲି ପ୍ରମାଣିତ କରି, ଆମ୍ଭକୁ କ୍ଷମା କଲେ। ଆମ୍ଭର ବିରୁଦ୍ଧାତ୍ମକ ସହେି ଚିଠାକୁ ପରମେଶ୍ବର ନଇଗେଲେ ଓ କ୍ରୁଶ ଉପରେ ଟଙ୍ଗାଇ ଦେଲେ।

କଲସୀୟଙ୍କ ପ୍ରତି ପତ୍ର 2:20

ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁ ବରଣ କରିଛ ଓ ଜଗତର ଅସାର ନିୟମଗୁଡ଼ିକରୁ ମୁକ୍ତ କରାଯାଇଛ। ତଥାପି ତୁମ୍ଭେ ନିଜକୁ ଜଗତର ଲୋକ ବୋଲି ଭାବି କାହିଁକି ଏବେ ମଧ୍ଯ ଏପରି ବ୍ଯବହାର କରୁଛ ? ତୁମ୍ଭେ ନିମ୍ନ ନିୟମଗୁଡ଼ିକ କ'ଣ ପାଇଁ ପାଳନ କରୁଛ :

ଏବ୍ରୀ 7:3

କହେି ହେଲେ ମଲ୍କୀଷଦକଙ୍କେ ପିତା କି ମାତାଙ୍କ ବିଷୟ ରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କବେେ ଜନ୍ମଗ୍ରହଣ କଲେ, ଓ କବେେ ମଲେ ତା'ମଧ୍ଯ କହେି ଜାଣନ୍ତି ନାହିଁ। ମଲ୍କୀଷଦକେ ପରମେଶ୍ବରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହାଇେ ରହିଛନ୍ତି।

ଏବ୍ରୀ 7:17

ଶାସ୍ତ୍ର ରେ ତାଙ୍କ ବିଷୟ ରେ କୁହାୟାଇଛି : ତୁମ୍ଭେ ମଲ୍କୀଷଦକଙ୍କେ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।310

ଏବ୍ରୀ 7:21

କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ :

ଏବ୍ରୀ 7:24

କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।

ଏବ୍ରୀ 7:28

ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।

ଏବ୍ରୀ 9:9

ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।

ଏବ୍ରୀ 10:1

ବ୍ଯବସ୍ଥା ଆମ୍ଭକୁ ଭବିଷ୍ଯ ରେ ଘଟିବାକୁ ଥିବା ଉତ୍ତମ ବିଷୟଗୁଡ଼ିକର ଅସ୍ପଷ୍ଟ ଚିତ୍ର ପ୍ରଦାନ କରେ। ବ୍ଯବସ୍ଥା ପ୍ରକୃତ ବିଷୟଗୁଡ଼ିକର ପରିପୂର୍ଣ୍ଣ ଚିତ୍ର ନୁହେଁ। ବ୍ଯବସ୍ଥା ଲୋକମାନଙ୍କୁ ସମାନ ବଳିଗୁଡ଼ିକୁ ପ୍ରତିବର୍ଷ ସମର୍ପଣ କରିବା ପାଇଁ କୁ ହେ। ଯେଉଁ ଲୋକମାନେ ପରମେଶ୍ବରଙ୍କୁ ଉପାସନା କରିବା ପାଇଁ ଆସନ୍ତି, ସହେି ବଳି ସମର୍ପଣ କାର୍ୟ୍ଯ କରି ଚାଲିଥାନ୍ତି। କିନ୍ତୁ ବ୍ଯବସ୍ଥା କବେେ ହେଲେ ସେ ଲୋକମାନଙ୍କୁ ସମ୍ପୂର୍ଣ୍ଣ ସିଦ୍ଧ କରି ନ ଥାଏ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:18

ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।

Interlinear

Choose Theme