Home Bibles ଏବ୍ରୀ 7:24 · ଓଡ଼ିଆ ବାଇବେଲ
ଏବ୍ରୀ 7:24 · ଓଡ଼ିଆ ବାଇବେଲ

କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।

Cross references

ପ୍ରଥମ ଶାମୁୟେଲ 2:35

ପକ୍ସ୍ଟଣି ମୁ ମାେ ନିମନ୍ତେ ଏକ ବିଶ୍ବସ୍ତ ଯାଜକ ଉତ୍ପନ୍ନ କରିବି ୟିଏ ମାେ ମନ ଓ ମାେ ହୃଦଯ ଅନକ୍ସ୍ଟସା ରେ କର୍ମ କରିବ। ଆଉ ମୁ ତାହାର ଗୃହ ପ୍ରତିଷ୍ଠା କରିବି ଏବଂ ସେ ମାରେ ମନୋନୀତ ରାଜାଙ୍କ ସମ୍ମକ୍ସ୍ଟଖ ରେ ସର୍ବଦା ସବୋ କରିବେ।

ଯିଶାଇୟ 9:6

ଯେତବେେଳେ ଏକ ସ୍ବତନ୍ତ୍ର ବାଳକ ଜନ୍ମ ନବେେ ସତେିକି ବେଳେ ଏହା ଘଟିବ। ପରମେଶ୍ବର ଆମ୍ଭମାନଙ୍କୁ ଏକ ପୁତ୍ର ଦବେେ। ସେ ସମସ୍ତ ଲୋକମାନଙ୍କର ଭାର ବହନ କରିବେ। ତାଙ୍କର ନାମ ଆଶ୍ଚର୍ୟ୍ଯ ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ବର, ୟିଏ ଅନନ୍ତକାଳୀନ ଏବଂ ଶାନ୍ତିର ରାଜକୁମାର ହବେେ।'

ଯୋହନଲିଖିତ ସୁସମାଚାର 12:34

ଲୋକମାନେ କହିଲେ, ଆମ୍ଭ ବ୍ଯବସ୍ଥା କୁ ହେ ଯେ, ଖ୍ରୀଷ୍ଟ ଚିରଦିନ ପାଇଁ ଜୀବିତ ରହିବେ। ତବେେ ତୁମ୍ଭେ କାହିଁକି କହୁଛ ଯେ 'ମନୁଷ୍ଯ ପୁତ୍ର ନିଶ୍ଚୟ ଉର୍ଦ୍ଧ୍ବକୁ ଯିବେ?' ଏହି ମନୁଷ୍ଯପୁତ୍ର କିଏ?

ରୋମୀୟଙ୍କ ପ୍ରତି ପତ୍ର 6:9

ଖ୍ରୀଷ୍ଟ ମୃତ୍ଯୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ଯୁର ତାଙ୍କ ଉପରେ ଆଉ କୌଣସି କତ୍ତୃର୍ତ୍ବ ନାହିଁ।

ଏବ୍ରୀ 7:8

ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସମାନେେ ସାଧାରଣ ମନୁଷ୍ଯ ପରି ବଞ୍ଚି ପରିଶଷେ ରେ ମୃତ୍ଯୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷଦକେ ଶାସ୍ତ୍ର ଅନୁସାରେ ଏବେ ମଧ୍ଯ ଜୀବିତ।

ଏବ୍ରୀ 7:28

ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।

ଏବ୍ରୀ 13:8

ଯୀଶୁଖ୍ରୀଷ୍ଟ ଗତକାଲି, ଆଜି ଓ ସବୁ ସମୟ ପାଇଁ ସମାନ ଅଟନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:18

ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।

Interlinear

Choose Theme