Home Bibles ଏବ୍ରୀ 7:27 · ଓଡ଼ିଆ ବାଇବେଲ
ଏବ୍ରୀ 7:27 · ଓଡ଼ିଆ ବାଇବେଲ

ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।

Cross references

ଯାତ୍ରା ପୁସ୍ତକ 29:36

ପ୍ରସ୍ତୁତ କରିବା ପାଇଁ ଏବଂ ୟଜ୍ଞବଦେୀକୁ ପବିତ୍ର କରିବା ପାଇଁ ତୁମ୍ଭମାନେେ ସାତଦିନ ପାଇଁ ପ୍ରେତ୍ୟକକ ଦିନ ଏକ ବାଛୁରୀ ବଳିରୂପେ ଉତ୍ସର୍ଗ କରିବା ଉଚିତ୍। ଉତ୍ସର୍ଗୀତ କରିବା ପାଇଁ ଏହା ଉପରେ ଅଲିଭ ତୈଳ ଢାଳ।

ଲେବୀୟ ପୁସ୍ତକ 4:3

ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ସେ ଗୋଟିଏ ନିଖୁଣ ବାଛୁରୀ ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖ ରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।

ଲେବୀୟ ପୁସ୍ତକ 9:7

ତା'ପରେ ମାଶାେ ହାରୋଣଙ୍କୁ କହିଲେ, ୟଜ୍ଞବଦେୀ ନିକଟକୁ ଆସ ଓ ଲୋକମାନଙ୍କ ଦ୍ବାରା କରାୟାଇଥିବା ପାପର ପା୍ରଯଶ୍ଚିତ ପାଇଁ ପାପାର୍ଥକ ବଳି ଓ ହାମବେଳି ଉତ୍ସର୍ଗ କର। ତା'ପରେ ଲୋକମାନଙ୍କର ଉପହାର ଉତ୍ସର୍ଗ କର ଓ ପ୍ରାଯଶ୍ଚିତ କର। କାରଣ ସଦାପ୍ରଭୁ ତୁମ୍ଭକୁ ଏହା କରିବା ପାଇଁ ଆଜ୍ଞା ଦଇେଛନ୍ତି।

ଲେବୀୟ ପୁସ୍ତକ 16:6

ତା'ପରେ ହାରୋଣ ନିଜ ପାଇଁ ଗୋବତ୍ସକୁ ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବ। ସେ ନିଜକୁ ଓ ନିଜ ପରିବାରକୁ ଏଥି ରେ ପ୍ରାଯଶ୍ଚିତ କରିବ।

ଲେବୀୟ ପୁସ୍ତକ 16:11

ତା'ପରେ ହାରୋଣ ନିଜ ପାଇଁ ପାପାର୍ଥକ ବଳିର ଯେଉଁ ଗୋବତ୍ସ ଆଣିଥିଲେ, ନିଜ ପାଇଁ ଓ ନିଜ ଘର ପାଇଁ ପ୍ରାଯଶ୍ଚିତ କରିବ, ପୁଣି ନିଜ ପାପର୍ଥକ ବଳିର ସହେି ଗୋବତ୍ସକୁ ବଧ କରିବେ।

ଲେବୀୟ ପୁସ୍ତକ 16:15

ଏହାପରେ ହାରୋଣ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନଇେ ବଧ କରିବ ଓ ତାହାର ରକ୍ତ ବିଚ୍ଛଦବେସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସ ରକ୍ତ ନଇେ କରିଥିଲା, ସହେିପରି ତାହାର ରକ୍ତ ନଇେ କରିବ। ଅର୍ଥାତ୍ ପାପାଚ୍ଛାଦନ ଉପରେ ଓ ପାପାଚ୍ଛଦନ ସମ୍ମୁଖ ରେ ତାହା ଛିଞ୍ଚିବ।

ଗଣନା ପୁସ୍ତକ 28:2

ଇଶ୍ରାୟେଲର ଲୋକମାନଙ୍କୁ ଆଜ୍ଞା ଦିଅ ଓ ସମାନଙ୍କେୁ କୁହ, ସମାନେେ ମାରେ ନବୈେଦ୍ଯ ମାରେ ଖାଦ୍ୟ ଠିକ୍ ସମୟରେ ସୁବାସିତ ଉପହାରରୂପେ ମାେ ନିକଟକୁ ଆଣିବେ।

ଯିଶାଇୟ 53:10

ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ରୋମୀୟଙ୍କ ପ୍ରତି ପତ୍ର 6:10

ଯେତବେେଳେ ଖ୍ରୀଷ୍ଟ ମୃତ୍ଯୁ କଲେ, ସେ ପାପର ଶକ୍ତିକୁ ଥରେ ମାତ୍ର ହରାଇବା ପାଇଁ ମୃତ୍ଯୁ କଲେ, ଏହା ସବୁ ଦିନ ପାଇଁ ୟଥେଷ୍ଟ ଥିଲା। ଏବେ ସେ ଯେଉଁ ଜୀବନ ଯାପନ କରନ୍ତି ତାହା ପରମେଶ୍ବରଙ୍କ ପାଇଁ କରନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 2:22

ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 5:2

ପ୍ ରମେପୂର୍ଣ୍ଣ ଜୀବନଯାପନ କର। ଖ୍ରୀଷ୍ଟ ଆମ୍ଭକୁ ଯେପରି ପ୍ ରମେ କରିଛନ୍ତି, ତୁମ୍ଭମାନେେ ମଧ୍ଯ ସହେିଭଳି ଅନ୍ୟମାନଙ୍କୁ ପ୍ ରମେ କର। ଖ୍ରୀଷ୍ଟ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ, ସେ ଆମ୍ଭମାନଙ୍କ ନିମନ୍ତେ ପରମେଶ୍ବରଙ୍କ ନିକଟରେ ମଧୁର-ସୁଗନ୍ଧି-ୟୁକ୍ତ ଭଟେି ଓ ପରମେଶ୍ବରଙ୍କ ବଳି ସ୍ବରୂପ ଅଟନ୍ତି।

ତୀତସଙ୍କ ପ୍ରତି ପତ୍ର 2:14

ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଏବ୍ରୀ 5:1

ପ୍ରେତ୍ୟକକ ୟିହୁଦୀ ମହାୟାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ବରଙ୍କୁ ଆପଣା ପାପ ନିମନ୍ତେ ନବୈେଦ୍ଯ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସହେି ମହାୟାଜକ ଲୋକମାନଙ୍କୁ ସାହାୟ୍ଯ କରନ୍ତି।

ଏବ୍ରୀ 5:3

ମହାୟାଜକ ଅନ୍ଯଲୋକମାନଙ୍କ ପାପ ନିମନ୍ତେ ବଳି ଉତ୍ସର୍ଗ କରନ୍ତି କିନ୍ତୁ ତାହାଙ୍କର ନିଜର ମଧ୍ଯ ଦୁର୍ବଳତା ଥିବା ହତେୁରୁ ସେ ମଧ୍ଯ ନିଜ ପାପ ପାଇଁ ବଳି ଉତ୍ସର୍ଗ କରିବା ଉଚିତ୍।

ଏବ୍ରୀ 9:7

କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।

ଏବ୍ରୀ 9:12

ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

ଏବ୍ରୀ 9:14

ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

ଏବ୍ରୀ 9:25

ବର୍ତ୍ତମାନ ସେ ମଧ୍ଯ ଆମ୍ଭକୁ ସାହାୟ୍ଯ କରିବା ପାଇଁ ସଠାେରେ ପରମେଶ୍ବରଙ୍କ ଆଗ ରେ ଅଛନ୍ତି। ମହାୟାଜକ ମହାପବିତ୍ର ସ୍ଥାନ ରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନଇେ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାୟାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସଭେଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ବର୍ଗ ରେ ପ୍ରବେଶ କରି ନ ଥିଲେ।

ଏବ୍ରୀ 9:28

ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।

ଏବ୍ରୀ 10:6

ହାମବେଳି ଓ ପାପାର୍ଥକ ବଳି ରେ ତୁମ୍ଭେ ଖୁସି ହୁଅ ନାହିଁ। ବଳି ଦ୍ବାରା ପାପହରଣ କଥାର ମଧ୍ଯ ତୁମ୍ଭେ ଖୁସି ନୁହଁ।

Interlinear

Choose Theme