Home Bibles ଏବ୍ରୀ 7:28 · ଓଡ଼ିଆ ବାଇବେଲ
ଏବ୍ରୀ 7:28 · ଓଡ଼ିଆ ବାଇବେଲ

ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।

Cross references

ଯାତ୍ରା ପୁସ୍ତକ 32:21

ମାଶାେ ହାରୋଣଙ୍କୁ କହିଲେ, ଏ ଲୋକମାନେ ତୁମ୍ଭ ପାଇଁ କ'ଣ କଲେ? କାହିଁକି ତୁମ୍ଭେ ତାକୁ ଏପରି ପାପ କରିବାକୁ ଆଗଇେ ନଲେ?

ଲେବୀୟ ପୁସ୍ତକ 4:3

ଯଦି ଅଭିଷିକ୍ତ ଯାଜକ ପାପ କରେ ଏବଂ ଦେଶ ପାଇଁ ଦୋଷ ଆଣେ, ସେ ଗୋଟିଏ ନିଖୁଣ ବାଛୁରୀ ବଳିଦାନ କରିବ ସଦାପ୍ରଭୁଙ୍କ ସମ୍ମୁଖ ରେ ତାହା ପାପାର୍ଥକ ବଳିରୂପେ ଉତ୍ସର୍ଗ କରିବା ଉଚିତ୍।

ଗୀତସଂହିତା 110:4

ସଦାପ୍ରଭୁ ପ୍ରତିଜ୍ଞା କଲେ, ସେ ତାଙ୍କର ମନ ପରିବର୍ତ୍ତନ କରିବେ ନାହିଁ। ୟାଜକ ମଲ୍କୀଷଦକଙ୍କେ ପରି ତୁମ୍ଭେ ଅନନ୍ତକାଳୀନ ୟାଜକ ହବେ।

ଲୂକଲିଖିତ ସୁସମାଚାର 13:32

ଯୀଶୁ ସମାନଙ୍କେୁ କହିଲେ, ଯାଅ, ସହେି କୋକିଶିଆଳିକୁ କୁହ, 'ଆଜି ଓ ଆସନ୍ତା କାଲି ମୁଁ ଲୋକଙ୍କ ଦହରେୁ ଭୂତମାନଙ୍କୁ ତଡି ଦେଉଛି ଓ ଲୋକମାନଙ୍କୁ ସୁସ୍ଥ କରିବା କାମ ସାରି ଦେଉଛି। ତା'ପର ଦିନ ମାରେ କାମ ସରିୟିବ।

ଯୋହନଲିଖିତ ସୁସମାଚାର 19:30

ଯୀଶୁ ତାହା ପାନ କରି କହିଲେ, ସମାପ୍ତ ହେଲା। ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ଯାଗ କଲେ।

ଏବ୍ରୀ 1:2

କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।

ଏବ୍ରୀ 2:10

ପରମେଶ୍ବର ସମସ୍ତ ବିଷୟ ସୃଷ୍ଟି କରିଛନ୍ତି। ସମସ୍ତ ବିଷୟଗୁଡ଼ିକ ତାହାଙ୍କ ଗୌରବ ପାଇଁ ଉଦ୍ଦିଷ୍ଟ। ଅନକେ ଲୋକ ଯେପରି ତାହାଙ୍କ ଗୌରବ ରେ ପ୍ରବେଶ କରନ୍ତି ଏହା ଇଚ୍ଛା କରି ସେ ଯୀଶୁଙ୍କୁ ଦୁଃଖ ଭୋଗ ମାଧ୍ଯମ ରେ ସିଦ୍ଧ କଲେ, ତହିଁରେ ସେ ଲୋକମାନଙ୍କୁ ପରିତ୍ରାଣର ମାର୍ଗ ଦଖାଇେଲେ।

ଏବ୍ରୀ 3:6

କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।

ଏବ୍ରୀ 4:14

ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।

ଏବ୍ରୀ 5:1

ପ୍ରେତ୍ୟକକ ୟିହୁଦୀ ମହାୟାଜକ ପୁରୁଷମାନଙ୍କ ଭିତରୁ ମନୋନୀତ ହୁଅନ୍ତି। ପରମେଶ୍ବରଙ୍କୁ ଆପଣା ପାପ ନିମନ୍ତେ ନବୈେଦ୍ଯ ଓ ବଳି ଉତ୍ସର୍ଗ କରିବା ନିମନ୍ତେ ସହେି ମହାୟାଜକ ଲୋକମାନଙ୍କୁ ସାହାୟ୍ଯ କରନ୍ତି।

ଏବ୍ରୀ 5:5

ଖ୍ରୀଷ୍ଟ ମଧ୍ଯ ସହେି ଡ଼କା ହାଇେଥିଲେ। ସେ ପରମେଶ୍ବରଙ୍କ ଦ୍ବାରା ସେ ମନୋନୀତ ହାଇେଥିଲେ। ପରମେଶ୍ବର ତାହାଙ୍କୁ କହିଲେ :

ଏବ୍ରୀ 5:8

ଯୀଶୁ ପରମେଶ୍ବରଙ୍କ ପୁତ୍ର ଥିଲେ। ତଥାପି ଦୁଃଖ ଭୋଗ ଦ୍ବାରା ଆଜ୍ଞା ବହତା ଶିଖିଲେ।

ଏବ୍ରୀ 7:3

କହେି ହେଲେ ମଲ୍କୀଷଦକଙ୍କେ ପିତା କି ମାତାଙ୍କ ବିଷୟ ରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କବେେ ଜନ୍ମଗ୍ରହଣ କଲେ, ଓ କବେେ ମଲେ ତା'ମଧ୍ଯ କହେି ଜାଣନ୍ତି ନାହିଁ। ମଲ୍କୀଷଦକେ ପରମେଶ୍ବରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହାଇେ ରହିଛନ୍ତି।

ଏବ୍ରୀ 7:21

କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ :

ଏବ୍ରୀ 7:24

କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।

Interlinear

Choose Theme