Home Bibles ଏବ୍ରୀ 9:2 · ଓଡ଼ିଆ ବାଇବେଲ
ଏବ୍ରୀ 9:2 · ଓଡ଼ିଆ ବାଇବେଲ

ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।

Cross references

ଯାତ୍ରା ପୁସ୍ତକ 25:8

ପରମେଶ୍ବର ଏହା ମଧ୍ଯ କହିଲେ, ସମାନେେ ଆମ୍ଭ ନିମନ୍ତେ ଗୋଟିଏ ପବିତ୍ରସ୍ଥାନ ନିର୍ମାଣ କରନ୍ତୁ। ତହିଁରେ ମୁଁ ସମାନଙ୍କେ ମଧିଅରେ ବାସ କରିବି।

ଯାତ୍ରା ପୁସ୍ତକ 25:23

ଶିଟୀମ୍ କାଠ ରେ ଏକ ମଜେ ପ୍ରସ୍ତୁତ କର। ସହେି ମଜେଟି ଦୁଇ ହାତ ଲମ୍ବ ଏକ ହସ୍ତ ପ୍ରସ୍ଥ ଓ ଦେଢ ହାତ ଉଚ୍ଚ ହବେ।

ଯାତ୍ରା ପୁସ୍ତକ 26:33

ସୁବର୍ଣ୍ଣ କଡା ରେ ସହେି ପରଦା ଟାଙ୍ଗି ଦିଅ। ତା'ପରେ ପରଦାର ପଛପଟ ନିଯମ-ସିନ୍ଦୁକ ରଖ। ସହେି ପରଦାଟି ପବିତ୍ର ସ୍ଥାନରୁ ମହାପବିତ୍ର ସ୍ଥାନକୁ ପୃଥକ କରିବା ଉଚିତ୍।

ଯାତ୍ରା ପୁସ୍ତକ 26:35

ପରଦାର ବାହାର ପାଶର୍‌ବ ରେ ମଜେ ରଖିବା ଉଚିତ୍ ଏବଂ ମଜେର ବିପରୀତ ପାଶର୍‌ବ ରେ ପବିତ୍ର ତମ୍ବୁର ଦକ୍ଷିଣକୁ ଦୀପ ରଖିବା ଉଚିତ୍। ପବିତ୍ର ତମ୍ବୁର ଉତ୍ତର ପାଶର୍‌ବକୁ ମଜେ ରଖ।

ଯାତ୍ରା ପୁସ୍ତକ 29:1

ବର୍ତ୍ତମାନ ମୁଁ ତୁମ୍ଭକୁ କହିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କୁ କିପରି ଯାଜକ ଭାବେ ନିୟିକ୍ତି କରିବା ପାଇଁ ହବେ। ଏକ ନିଖୁଣ ବାଛୁରୀ ଓ ଦୁଇଟି ନିଖୁଣ ଅଣ୍ଡିରା ମଷେ ନିଅ।

ଯାତ୍ରା ପୁସ୍ତକ 29:35

ତୁମ୍ଭମାନେେ ଏହିସବୁ ନିଶ୍ଚିତ କରିବ, ହାରୋଣ ଏବଂ ତାଙ୍କର ପୁତ୍ରମାନଙ୍କ ପାଇଁ ଆମ୍ଭେ ତୁମ୍ଭକୁ ଦଇେଥିବା ଆଜ୍ଞାନୁସା ରେ ନିଶ୍ଚଯ କରିବ। ତାଙ୍କର ପଦ ନିୟୋଗ ପାଇଁ ନିଶ୍ଚିତ ଭାବରେ ସାତଦିନ ପାଇଁ ଲାଗିବ।

ଯାତ୍ରା ପୁସ୍ତକ 36:8

ଏହାପରେ ସହେି ନିପୂଣ କାରିଗରଗଣ ବଳାଶୁଭ୍ର କ୍ଷୋମସୂତ୍ର ଓ ନୀଳ ଧୂମ୍ର ଓ ସୁନ୍ଦର ବର୍ଣ୍ଣ ସୂତ୍ର ଦ୍ବାରା ପବିତ୍ର ତମ୍ବୁର ଦଶ ୟବନିକା ପ୍ରସ୍ତୁତ କଲେ। ଏବଂ ତାହା ମଧିଅରେ ଶିଳ୍ପ କର୍ମ ରେ କିରୂବ ଦୂତଗଣର ଆକୃତି କଲେ।

ଯାତ୍ରା ପୁସ୍ତକ 37:10

ଏହାପରେ ସେ ଶିଟୀମ୍ କାଠ ରେ ଏକ ମଜେ ତିଆରି କଲେ। ଏହାର ଲମ୍ବ ଦୁଇହାତ, ଏକହାତ ଚଉଡା, ଦେଢହାତ ଉଚ୍ଚତା ଥିଲା।

ଯାତ୍ରା ପୁସ୍ତକ 39:32

ସମାଗମ ତମ୍ବୁ ରୂପେ ପବିତ୍ର ତମ୍ବୁର ସମସ୍ତ କାର୍ୟ୍ଯ ଇଶ୍ରାୟେଲ ଲୋକମାନଙ୍କ ସମାପ୍ତ ହେଲା। ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମାନେେ ସମସ୍ତ କର୍ମ କଲେ।

ଯାତ୍ରା ପୁସ୍ତକ 39:36

ମଜେ, ତହିଁର ସକଳ ସାମଗ୍ରୀ ଓ ଦର୍ଶନୀଯ ରୋଟୀ।

ଯାତ୍ରା ପୁସ୍ତକ 40:2

ପ୍ରଥମ ମାସର ପ୍ରଥମ ଦିନ ରେ ସମାଗମ ତମ୍ବୁର ପବିତ୍ର ତମ୍ବୁ ସ୍ଥାପନ କର।

ଯାତ୍ରା ପୁସ୍ତକ 40:4

ଏହାପରେ ମଜେ ଭିତରକୁ ଆଣି ତହିଁ ସମସ୍ତ ଦ୍ରବ୍ଯମାନ ସଜାଇ ରଖ। ଦୀପ ରୂଖା ଆଣ ଏବଂ ସମସ୍ତ ଦ୍ବୀପଗୁଡିକ ଜାଳିବା ପାଇଁ ରଖ।

ଯାତ୍ରା ପୁସ୍ତକ 40:18

ମାଶାେ ତମ୍ବୁ ସ୍ଥାପନ କଲେ। ସେ ପ୍ରଥମେ ଆଧାର ଉପରେ ତକ୍ତା ବସାଇଲେ ଓ ତା'ପରେ ଅର୍ଗଳ ପ୍ରବେଶ କରାଇ ସ୍ତମ୍ଭ ଠିଆ କଲେ।

ଯାତ୍ରା ପୁସ୍ତକ 40:22

ଏହାପରେ ମାଶାେ ପରଦା ବାହା ରେ ସମାଗମ ତମ୍ବୁର ଉତ୍ତର ପାଶର୍‌ବ ରେ ମଜେ ରଖିଲେ।

ଲେବୀୟ ପୁସ୍ତକ 24:5

ଆଉ ତୁମ୍ଭେ ସରୁ ମଇଦା ନଇେ ତହିଁରେ ବାର ଗୋଟି ପିଠା ପ୍ରସ୍ତୁତ କରିବ, ପ୍ରେତ୍ୟକକ ପିଠା ଏକ ଐଫାର ଦୁଇ ଦଶମାଂଶ ହବେ।

Interlinear

Choose Theme