Home Bibles ଏବ୍ରୀ 9:24 · ଓଡ଼ିଆ ବାଇବେଲ
ଏବ୍ରୀ 9:24 · ଓଡ଼ିଆ ବାଇବେଲ

ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।

Cross references

ଯାତ୍ରା ପୁସ୍ତକ 28:12

ଏହାପରେ ଇଶ୍ରାୟେଲ ସନ୍ତାନଗଣକୁ ସ୍ମରଣ କରିବା ନିମନ୍ତେ ତୁମ୍ଭେ ସହେି ଦୁଇ ମଣି ଏଫୋଦର ଦୁଇସ୍କନ୍ଧ ପଟି ରେ ଦବେ। ତହିଁରେ ହାରୋଣ ସ୍ମରଣାର୍ଥେ ସଦାପ୍ରଭୁଙ୍କ ସମ୍ମୁଖ ରେ ଆପଣା ଦୁଇ ସ୍କନ୍ଧ ରେ ସମାନଙ୍କେ ନାମ ବହିବ।

ଯାତ୍ରା ପୁସ୍ତକ 28:29

ଯେତବେେଳେ ହାରୋଣ ପବିତ୍ର ସ୍ଥାନକୁ ପ୍ରବେଶ କରିବ, ସହେି ସମୟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ସ୍ମରଣାର୍ଥେ ସେ ବିଚାରାର୍ଥକ ବୁକୁପଟା ରେ ଇଶ୍ରାୟେଲ ପୁତ୍ରଗଣର ନାମ ସକଳ ଆପଣା ହୃଦଯ ଉପରେ ବହନ କରିବ।

ଗୀତସଂହିତା 68:18

ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।

ଯିଖରିୟ 3:1

ସଦାପ୍ରଭୁ ସ୍ବର୍ଗଦୂତ ମହାୟାଜକ ଯିହାଶୂେୟଙ୍କୁ ମାେତେ ଦଖାଇେଲେ। ଯିହାଶୂେୟ ସଦାପ୍ରଭୁଙ୍କ ସ୍ବର୍ଗଦୂତଙ୍କ ସମ୍ମୁଖ ରେ ଓ ଶଇତାନ ଯିହାଶୂେୟଙ୍କ ଦକ୍ଷିଣ ପାଶର୍‌ବ ରେ ଛିଡା ହାଇେଥିଲେ। ତାଙ୍କୁ ଦୋଷ ଦବୋକୁ ଶଯତାନ ସଠାେ ରେ ଉପସ୍ଥିତ ଥିଲେ।

ମାର୍କଲିଖିତ ସୁସମାଚାର 14:58

ଆମ୍ଭମାନେେ ଯୀଶୁଙ୍କୁ ଏହି କଥା କହିବାର ଶୁଣିଛୁ, 'ମଣିଷ ତିଆରି ଏ ମନ୍ଦିରକୁ ମୁଁ ଭାଙ୍ଗି ଦବେି ଓ ପୁଣି ତିନି ଦିନ ଭିତ ରେ ଆଉ ଗୋଟିଏ ମନ୍ଦିର ତିଆରି କରି ଦବେି, ଯାହା କି ମଣିଷ ହାତ ରେ ତିଆରି ହାଇେ ନ ଥିବ।

ମାର୍କଲିଖିତ ସୁସମାଚାର 16:19

ପ୍ରଭୁ ଯୀଶୁ ଏହିସବୁ କଥା ପ୍ ରରେିତମାନଙ୍କୁ କହିସାରିବା ପରେ ତାହାଙ୍କୁ ସ୍ବର୍ଗକୁ ନିଆଗଲା। ସେ ପରମେଶ୍ବରଙ୍କ ଡାହାଣ ପଟେ ବସିଲେ।

ଲୂକଲିଖିତ ସୁସମାଚାର 24:51

ଯୀଶୁ ସମାନଙ୍କେୁ ଆଶୀର୍ବାଦ କରୁଥିବା ସମୟରେ ସେ ଶିଷ୍ଯମାନଙ୍କ ପାଖରୁ ଅଲଗା ହାଇଗେଲେ ଓ ତାହାଙ୍କୁ ସ୍ବର୍ଗକୁ ନିଆଗଲା।

ଯୋହନଲିଖିତ ସୁସମାଚାର 2:19

ଯୀଶୁ ଉତ୍ତର ଦେଲେ, ଏହି ମନ୍ଦିରକୁ ନଷ୍ଟ କରି ଦିଅ ଏବଂ ମୁଁ ଏହାକୁ ତିନି ଦିନ ମଧିଅରେ ପୁନର୍ବାର ନିର୍ମାଣ କରି ଦବେି।

ଯୋହନଲିଖିତ ସୁସମାଚାର 6:62

ତବେେ ମନୁଷ୍ଯପୁତ୍ର ଯେଉଁଠାରୁ ଆସିଥିଲେ, ପୁନର୍ବାର ସେ ସ୍ଥାନଙ୍କୁ ଫରେିଯିବେ, ଏହା ମଧ୍ଯ କ'ଣ ତୁମ୍ଭକୁ ବ୍ଯତିବ୍ଯସ୍ତ କରୁଛି?

ଯୋହନଲିଖିତ ସୁସମାଚାର 16:28

ମୁଁ ଏହି ଜଗତକୁ ପରମପିତାଙ୍କଠାରୁ ଆସିଛି। ବର୍ତ୍ତମାନ ମୁଁ ଏହି ଜଗତ ଛାଡି ପରମେଶ୍ବରଙ୍କ ପାଖକୁ ଫରେିୟିବି।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:9

ଯୀଶୁ ପ୍ ରରେିତମାନଙ୍କୁ ଏତିକି କହିବା ପରେ ତାହାଙ୍କୁ ଆକାଶକୁ ଉେଠଇ ନିଆଗଲା। ପ୍ ରରେିତମାନେ ଦେଖୁଥିବା ସମୟରେ ଯୀଶୁ ଖଣ୍ଡେ ମେଘ ଭିତରକୁ ଚାଲିଗଲେ, ଓ ସମାନେେ ତାହାଙ୍କୁ ଆଉ ଦେଖିପାରିଲେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:21

ପୁନର୍ବାର ସମସ୍ତ କାର୍ୟ୍ଯ ସୁସମ୍ପନ୍ନ ହବୋ ପର୍ୟ୍ଯନ୍ତ ଯୀଶୁଙ୍କୁ ସ୍ବର୍ଗ ରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟ ରେ ପରମେଶ୍ବର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ଯମ ରେ କହିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 8:33

ପରମେଶ୍ବର ଯାହାଙ୍କୁ ବାଛିଛନ୍ତି, ସେ ଲୋକମାନଙ୍କୁ କିଏ ବା ଅଭିୟୁକ୍ତ କରି ପାରିବ? କହେି ନୁହେଁ! ପରମେଶ୍ବର ହିଁ ସହେି ଲୋକମାନଙ୍କୁ ଧାର୍ମିକ କରନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 1:20

ଏହି ଶକ୍ତି ହେଉଛି ସହେି ଶକ୍ତି, ଯେଉଁ ଶକ୍ତି ବଳ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନରୁତ୍ଥିତ କରିଥିଲେ। ସ୍ବର୍ଗ ରାଜ୍ଯ ରେ ପରମେଶ୍ବର ଖ୍ରୀଷ୍ଟଙ୍କୁ ତାହାଙ୍କ ଡ଼ାହାଣ ପଟ ରେ ବସାଇ ଅଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 4:8

ପ୍ରେତ୍ୟକକ ଲୋକ ଖ୍ରୀଷ୍ଟଙ୍କ ଇଚ୍ଛାନୁସା ରେ ସହେି ଦାନ ପାଇଛନ୍ତି। ଏଥି ନିମନ୍ତେ ଶାସ୍ତ୍ର କୁ ହେ :

କଲସୀୟଙ୍କ ପ୍ରତି ପତ୍ର 3:2

ସବୁବେଳେ ସହେି ସ୍ବର୍ଗର ବିଷୟଗୁଡ଼ିକ ଅନ୍ବଷେଣ କର, ମର୍ତ୍ତ୍ଯର ବିଷୟଗୁଡ଼ିକ ପାଇଁ ନୁହେଁ।

ଏବ୍ରୀ 1:3

ସେ ପରମେଶ୍ବରଙ୍କ ମହିମାର ଅବିକଳ ପ୍ରତିମୂର୍ତ୍ତି। ସହେି ପୁତ୍ର ନିଜର ଶକ୍ତିୟୁକ୍ତ ବାକ୍ଯ ଦ୍ବାରା ପ୍ରେତ୍ୟକକ ବିଷୟକୁ ଧରି ରଖିଛନ୍ତି। ସହେି ପୁତ୍ର ଲୋକମାନଙ୍କୁ ପାପରୁ ମୁକ୍ତ କରି ସମାନଙ୍କେୁ ପବିତ୍ର କଲେ। ତା'ପରେ ସେ ସ୍ବର୍ଗସ୍ଥ ମହାମହିମ ପରମେଶ୍ବରଙ୍କ ଡ଼ାହାଣପଟ ରେ ବସିଲେ।

ଏବ୍ରୀ 6:20

ଯୀଶୁ ଆଗରୁ ସଠାେକୁ ଯାଇ ସାରିଛନ୍ତି, ଓ ଆମ୍ଭ ପାଇଁ ପଥ ଉନ୍ମୁକ୍ତ କରିଛନ୍ତି। ମଲକୀଷଦକଙ୍କେ ଭଳି ଯୀଶୁ ଅନନ୍ତକାଳୀନ ମହାୟାଜକ ଅଟନ୍ତି।

ଏବ୍ରୀ 7:25

ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।

ଏବ୍ରୀ 8:2

ଆମ୍ଭର ମହାୟାଜକ ମହାପବିତ୍ର ସ୍ଥାନ311 ରେ ସବୋ କାର୍ୟ୍ଯ କରନ୍ତି। ସେ ଲୋକମାନଙ୍କ ହସ୍ତ ନିର୍ମିତ ସ୍ଥାନ ରେ ନୁହେଁ, ମାତ୍ର ପରମେଶ୍ବରଙ୍କ ଦ୍ବାରା ନିର୍ମିତ ସହେି ଉପାସନା ସ୍ଥଳ ରେ ସବୋ କରନ୍ତି।

ଏବ୍ରୀ 8:5

ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତ ରେ ସ୍ବର୍ଗ ରେ ଥିବା କାମଗୁଡ଼ିକର ଛାଯା ଓ ନମୁନା ମାତ୍ର। ସେଥିପାଇଁ ମାଶାେ ତମ୍ମୁ312 ନିର୍ମାଣ କରିବାକୁ ଗଲା ବେଳେ ପରମେଶ୍ବର ତାହାଙ୍କୁ ଚତାବେନୀ ଦଇେ କହିଥିଲେ : ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦଖାଇେ ଥିଲି, ତଦନୁସା ରେ ସମସ୍ତ ନିର୍ମାଣ କର।313

ଏବ୍ରୀ 9:9

ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।

ଏବ୍ରୀ 9:11

କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।

ଏବ୍ରୀ 9:23

ସ୍ବର୍ଗସ୍ଥ ବିଷୟଗୁଡ଼ିକର ପ୍ରତିକୃତିଗୁଡିକ ପଶୁବଳି ଦ୍ବାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ବର୍ଗସ୍ଥ ବିଷୟ ରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।

ଏବ୍ରୀ 12:2

ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ପିତରଙ୍କ ପ୍ରଥମ ପତ୍ 3:22

ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।

ଯୋହନଙ୍କ ପ୍ରଥମ ପତ୍ର 2:1

ମାରେପ୍ରିୟ ପିଲାମାନେ, ମୁଁ ଏହିସବୁ ତୁମ୍ଭମାନଙ୍କୁ ଲେଖୁଅଛି ଯେପରି, ତୁମ୍ଭମାନେେ ପାପ ନ କର। କିନ୍ତୁ ଯଦି କହେି ପାପ କରେ, ଆମ୍ଭର ଯୀଶୁ ଖ୍ରୀଷ୍ଟ ୟିଏ କି ଧାର୍ମିକ ଓ ୟିଏ ପିତାଙ୍କ ଛାମୁ ରେ ଆମ୍ଭମାନଙ୍କର ସପକ୍ଷବାଦୀ ; ସେ ଆମ୍ଭମାନଙ୍କୁ ସାହାୟ୍ଯ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:3

ଆଉ ଜଣେ ଦୂତ ଆସି ବଦେୀ ପାଖ ରେ ଠିଆ ହେଲେ। ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ପ୍ରାର୍ଥନା ସହିତ ପ୍ରଚୁର ସୁଗନ୍ଧି ଧୂପ, ସୁନାର ବଳିବଦେୀ ଉପରେ ଅର୍ପଣ କରିବା ନିମନ୍ତେ ତାହାଙ୍କ ହାତ ରେ ଗୋଟିଏ ସୁନାର ଧୂପଦାନୀ ଥିଲା।

Interlinear

Choose Theme