ସମୁଦ୍ରର ବାଲୁକା ସଦୃଶ ଇଶ୍ରାୟେଲ ସନ୍ତାନଗଣର ସଂଖ୍ଯା ଭବିଷ୍ଯତ ରେ ବୃଦ୍ଧି ପାଇବ। ତୁମ୍ଭେ ସମୁଦ୍ରର ବାଲିକୁ ମାପି ପାରିବ ନାହିଁ କି ଗଣି ପାରିବ ନାହିଁ। ଯେଉଁ ସ୍ଥାନ ରେ ସମାନଙ୍କେୁ କୁହାୟାଇଥିଲା, ସହେି ସ୍ଥାନ ରେ ଏହା ଘଟିବ। ସମାନଙ୍କେୁ ମଧ୍ଯ କୁହାୟିବ, 'ତୁମ୍ଭମାନେେ ମାେ ଲୋକ ନୁହଁ।' 'ତୁମ୍ଭେ ଜୀବନ୍ତ ପରମେଶ୍ବରଙ୍କର ସନ୍ତାନ ଅଟ।'
Cross references
ପୃଥିବୀ ରେ ଧୂଳିପରି ମୁଁ ତୁମ୍ଭର ବଂଶ ବୃଦ୍ଧି କରାଇବି। ଯଦି କହେି ପୃଥିବୀର ଧୂଳି ଗଣିପା ରେ ତବେେ ସେ ତୁମ୍ଭର ବଂଶର ଲୋକମାନଙ୍କୁ ଗଣିପାରିବ।
ମୁଁ ତୁମ୍ଭକୁ ଆଶୀର୍ବାଦ କରିବି। ଆକାଶର ତାରାତୁଲ୍ଯ ଓ ସମୁଦ୍ର କୂଳର ଅସଂଖ୍ଯ ବାଲି ତୁଲ୍ଯ ତୁମ୍ଭର ବଂଶଧର ବଢ଼ାଇବି। ଏବଂ ତୁମ୍ଭର ଲୋକମାନେ ଯେଉଁ ସହର ଅଧିକାର କରିଛନ୍ତି ସହେି ସହର ରେ ବାସକରିବ।
ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ମୁଁ ତୁମ୍ଭଙ୍କୁ ସାହାୟ୍ଯ କରିବି। ମୁଁ ତୁମ୍ଭର ପରିବାରକୁ ସମୁଦ୍ରର ବାଲି ପରି ବୃଦ୍ଧି କରିବି, ଯାହାକୁ କହେି ଗଣିପାରିବେ ନାହିଁ।'
ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ ଚିରଦିନ ପାଇଁ ତୁମ୍ଭର ନିଜର ଲୋକ କଲ ଏବଂ ତୁମ୍ଭେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହାଇେଅଛ।
ଆମ୍ଭେ ଉତ୍ତର ଦିଗକୁ କହିବା ଛାଡ଼ି ଦିଅ ଓ ଦକ୍ଷିଣ ଦିଗକୁ କହିବା ସମାନଙ୍କେୁ ଅଟକାଅ ନାହିଁ। ଆମ୍ଭର ପୁତ୍ରଗଣଙ୍କୁ ଦୂରରୁ ଓ କନ୍ଯାଗଣଙ୍କୁ ପୃଥିବୀର ପ୍ରାନ୍ତରୁ ଆଣି ଦିଅ।
ପୁଣି ତୁମ୍ଭେ ଯଦି ଆମ୍ଭର ଆଜ୍ଞାକୁ ଅବଧାନ କରିଥାନ୍ତ ତବେେ ତୁମ୍ଭର ବଂଶ ବାଲୁକା ତୁଲ୍ଯ ଓ ତୁମ୍ଭର ସନ୍ତାନଗଣ ବାଲୁକା କଣା ତୁଲ୍ଯ ହାଇେଥାନ୍ତେ। ତାହାର ନାମ ଆମ୍ଭ ସମ୍ମୁଖରୁ ଉଚ୍ଛିନ୍ନ କିମ୍ବା ବିନଷ୍ଟ ହାଇେ ନ ଥାନ୍ତା।'
ତୁମ୍ଭର ସନ୍ତାନମାନେ ଶୀଘ୍ର ଆସୁ ଅଛନ୍ତି। ତୁମ୍ଭର ଉତ୍ପାଟନକାରୀମାନେ ଓ ଯେଉଁମାନେ ତୁମ୍ଭକୁ ଉଚ୍ଛନ୍ନ କରିଛନ୍ତି ସମାନେେ ତୁମ୍ଭ ମଧ୍ଯରୁ ବାହାରି ଯିବେ।
ହେ ବନ୍ଧ୍ଯା, ଅପ୍ରସୂତି ନାରୀ ! ତୁମ୍ଭେ ଗାନ କର। ହେ ଗର୍ଭବଦନୋରହିତ ନାରୀ ! ତୁମ୍ଭେ ଉଚ୍ଚସ୍ବର ରେ ଗାନକରି ଆନନ୍ଦଧ୍ବନି କର। କାରଣ ସଦାପ୍ରଭୁ କୁହନ୍ତି, ବିବାହିତା ଭାର୍ୟ୍ଯାର ସନ୍ତାନ ଅପେକ୍ଷା ଅନାଥର ସନ୍ତାନ ଅଧିକ।
ତୁମ୍ଭେ ଚତୁର୍ଦ୍ଦିଗକୁ ଦେଖ, ସମାନେେ ସମସ୍ତେ ଏକତ୍ରୀତ ହେଉଛନ୍ତି ଓ ତୁମ୍ଭ ନିକଟକୁ ଆସୁଛନ୍ତି। ତୁମ୍ଭର ପୁତ୍ରଗଣ ବହୁ ଦୂରରୁ ଆସିବେ ଓ କନ୍ଯାଗଣ ଧାଈମାନଙ୍କ କୋଳରୁ ଅଣାଯିବେ।
ସଦାପ୍ରଭୁ କୁହନ୍ତି, ଇଶ୍ରାୟେଲର ଲୋକମାନେ ଯେପରି ପବିତ୍ର ପାତ୍ର ରେ ସଦାପ୍ରଭୁଙ୍କ ମନ୍ଦିରକୁ ଉପହାର ଆଣନ୍ତି, ସହେିପରି ସମାନେେ ତୁମ୍ଭମାନଙ୍କର ଭ୍ରାତାମାନଙ୍କୁ ଅଶ୍ବ ଉପ ରେ ରଥ ଆଣିବେ ଏବଂ ଦ୍ରୁତଗତି ପଶୁଗୁଡ଼ିକ ବିଭିନ୍ନ ଦେଶରୁ ୟିରୁଶାଲମକୁ ସଦାପ୍ରଭୁଙ୍କ ପ୍ରତି ଉପହାର ସ୍ବରୂପ ଆସିବ।
ଯେପରି ଆକାଶର ତାରା ଗଣା ୟାଇପାରିବ ନାହିଁ କି ସମୁଦ୍ରର ବାଲୁକା ମପା ୟାଇପାରିବ ନାହିଁ, ସହେିପରି ଆମ୍ଭେ ଦାଉଦ ବଂଶଧରକୁ ଓ ଲବେୀୟ ପରିବାରବର୍ଗକୁ ଏତେ ସଂଖ୍ଯା ରେ ଦାସ ଓ ପରିଚାରକ ପଠାଇବା ସଗେୁଡ଼ିକ ମଧ୍ଯ ଆକଳନ ହବେେ।
ତା'ପ ରେ ସଦାପ୍ରଭୁ କହିଲେ, ତା'ର ନାମ ଲୋ-ଆମୀ ଦିଅ। କାରଣ, ତୁମ୍ଭମାନେେ ଆମ୍ଭର ଲୋକ ନୁହଁ କି ଆମ୍ଭେ ତୁମ୍ଭର ପରମେଶ୍ବର ନୁହଁ।