ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।
Cross references
ସାବଧାନ, ତୁମ୍ଭେ ଯେଉଁ ଦେଶ ରେ ବାସ କରିବ ସମାନଙ୍କେ ସହିତ କୌଣସି ଚୁକ୍ତି କରିବ ନାହିଁ। ଯଦି ତୁମ୍ଭେ ଏପରି କର,, ତବେେ ତୁମ୍ଭମାନେେ ସମାନଙ୍କେ ଦବଗେଣମାନଙ୍କର ଅନୁଚର ଦବେ। କିମ୍ବା ସମାନେେ ତୁମ୍ଭମାନଙ୍କୁ ନିମନ୍ତ୍ରଣ କଲେ ତୁମ୍ଭେ ସମାନଙ୍କେ ସହିତ ୟୋଗ ଦବେ। ତୁମ୍ଭେ ସମାନଙ୍କେର ବଳିଦାନ ଭକ୍ଷଣ କରିବ।
ତୁମ୍ଭମାନେେ ସମାନଙ୍କେର କନ୍ଯାମାନଙ୍କୁ ଗ୍ରହଣ କରିପାର। ତୁମ୍ଭମାନଙ୍କର ପୁତ୍ରମାନଙ୍କ ପାଇଁ, ତାଙ୍କର କନ୍ଯାଗଣ ସମାନଙ୍କେର ଦବଗେଣମାନଙ୍କର ଅନୁଗାମୀ ହାଇେଥିବେ। ସମାନେେ ତୁମ୍ଭମାନଙ୍କୁ ବା ତୁମ୍ଭର ପୁତ୍ରମାନଙ୍କୁ ତାଙ୍କ ଦବେତାମାନଙ୍କର ଅନୁଗାମୀ କରାଇ ପାରନ୍ତି।
ସେତବେେଳେ ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କରିବ। ଏହାପରେ ଏହି ଲୋକମାନେ ଉଠିବେ। ପକ୍ସ୍ଟଣି ଯେଉଁ ଦେଶ ରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସହେି ସ୍ଥାନ ରେ ବିଦେଶୀଯ ଦବଗେଣର ଅନକ୍ସ୍ଟଗାମୀ ହାଇେ ବ୍ଯଭିଗ୍ଭର କରିବେ ଓ ଆମ୍ଭକକ୍ସ୍ଟ ତ୍ଯାଗ କରିବେ। ଆମ୍ଭେ ସମାନଙ୍କେ ସହିତ ଯେଉଁ ନିଯମ କରିଅଛକ୍ସ୍ଟ, ତାହା ଲଙ୍ଘନ କରିବେ।
କିନ୍ତୁ ତୁମ୍ଭେ ଇଶ୍ରାୟେଲର ରାଜାମାନଙ୍କ ପରି ଜୀବନୟାପନ କରିଅଛ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ପରମେଶ୍ବରଙ୍କ ଇଚ୍ଛାନୁୟାଯୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସମାନେେ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ହାଇେଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ଯା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ।
ହେ ପରମେଶ୍ବର, ୟେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହବେ। ତୁମ୍ଭେ ସହେି ଲୋକମାନଙ୍କୁ ଧ୍ବଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି।
ତଣେୁ ପରମେଶ୍ବରଙ୍କର ଲୋକମାନେ ସମାନଙ୍କେର କାର୍ୟ୍ଯଦ୍ବାରା ଅପବିତ୍ର ହାଇେଥିଲେ। ପରମେଶ୍ବରଙ୍କର ଲୋକମାନେ ତାଙ୍କ ପ୍ରତି ବିଶ୍ବାସୀ ହେଲେ ନାହିଁ। ଅନ୍ୟ ଦେଶୀଯ ଲୋକମାନେ ଯେଉଁ କର୍ମ କରୁଥିଲେ ଏମାନେ ମଧ୍ଯ ସପରେି କାର୍ୟ୍ଯ କଲେ।
ସହେି ସମୟରେ ସଦାପ୍ରଭୁ ଅମାେସଙ୍କ ପୁତ୍ର ଯିଶାଇୟଙ୍କ ଦ୍ବାରା ଏହି କଥା କହିଲେ, ୟାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।' ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ଯପାଦ ହାଇେ ଭ୍ରମଣ କଲେ।
କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସମାନେେ ମାେତେ ପରିତ୍ଯାଗ କରିଛନ୍ତି ଯଦିଓ ମୁଁ ଏକ ଜୀବନଦାଯିନୀ ନିର୍ଝର ଅଟେ ଓ ଦ୍ବିତୀୟ ରେ ନିଜ ପାଇଁ ସମାନେେ ବହୁ ଜଳକୁଣ୍ଡ ଖାେଳିଛନ୍ତି। ମାତ୍ର ସହେି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।
ହେ ଯିହୁଦା, ବହୁବର୍ଷ ପୂର୍ବେ ଆମ୍ଭେ ତୁମ୍ଭର ୟୁଆଳି ଭାଙ୍ଗି ତୁମ୍ଭର ବନ୍ଧନ ସବୁ ଚ୍ଛଦନେ କରିଛୁଁ। ଆଉ ତୁମ୍ଭେ କହିଛ, 'ଆମ୍ଭେ ତୁମ୍ଭର ଦାସତ୍ବ କର୍ମ କରିବୁ ନାହିଁ।' ପ୍ରକୃତ ରେ ତୁମ୍ଭେ ପ୍ରେତ୍ୟକକ ଉଚ୍ଚ ପର୍ବତ ଉପ ରେ ଓ ପ୍ରେତ୍ୟକକ ସବୁଜ ବୃକ୍ଷ ତଳେ ତୁମ୍ଭର ବ୍ଯଭିଚାର କରି ଚାଲିଛ।
ପୁଣି ହେ ଯିହୁଦା, ତୁମ୍ଭେ କିପରି କହିପାରିବ ଯେ, 'ଆମ୍ଭେ ଅଶୁଚି ହାଇେ ନାହୁଁ ଓ ବାଲ୍ଦବଗେଣର ପଶ୍ଚାଦଗାମୀ ହାଇେ ନାହୁଁ ?' ଉପତ୍ୟକା ରେ ତୁମ୍ଭେ ଯାହାସବୁ କରିଅଛ ଚିନ୍ତାକର। ତୁମ୍ଭେ ଆପଣା ପଥରେ ଭ୍ରମଣକାରିଣୀ ଦ୍ରୁତଗାମିନୀ ଓଟ ସଦୃଶ।
ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।
ଯିହୁଦା ବଖାେତିର କରି ବ୍ଯଭିଚାର କଲା ଓ ଦେଶକୁ 'ଅଶୁଚି' କଲା। ଆଉ ସେ ମଧ୍ଯ କାଠ ଓ ପଥର ସଙ୍ଗେ ବ୍ଯଭିଚାର କଲା।
ସଦାପ୍ରଭୁ ମାେତେ ଏହା କହିଲେ : ତୁମ୍ଭେ ଏକ ମାଟୋ ନାଇଲନ୍ ବସ୍ତ୍ର କିଣ ଓ ତାହା ଆପଣ କଟି ଦେଶ ରେ ବାନ୍ଧ ଓ ତାକୁ ଓଦା କର ନାହିଁ।
ହେ ମନୁଷ୍ଯ ପୁତ୍ର ତୁମ୍ଭ ସମ୍ମୁଖ ରେ ଖଣ୍ଡେ ଇଟା ରଖ ଓ ତହିଁରେ ୟିରୁଶାଲମ ନଗରର ନକ୍ସା ଅଙ୍କନ କର।
ଏବଂ ବଞ୍ଚି ରହିଥିବା ଲୋକମାନଙ୍କୁ ଯେଉଁମାନଙ୍କୁ ଗୋଷ୍ଠୀଯମାନଙ୍କୁ ବନ୍ଦୀରୂପେ ନିଆୟିବ, ସମାନେେ ମାେତେ ମନେ ରଖିବେ ଏବଂ ଆମ୍ଭେ ସମାନଙ୍କେର ବ୍ଯଭିଚାରୀ ହୃଦଯକୁ କିପରି ଦୁଃଖ ରେ ପୂର୍ଣ୍ଣ କଲୁ, ଯାହା ଆମ୍ଭଠାରୁ ଦୂ ରଇେ ଗଲା ଏବଂ ସମାନଙ୍କେର ବ୍ଯଭିଚାରୀ ଆଖି ଯାହା ସମାନଙ୍କେର ମୂର୍ତ୍ତିସବୁକୁ ଅନୁସରଣ କଲା। ସମାନେେ ନିଜେ କରିଥିବା କୁକର୍ମ ପାଇଁ ଓ ସମାନଙ୍କେର ଘୃଣ୍ଯ ବ୍ଯବହାର ପାଇଁ ନିଜକୁ ଘୃଣା କରିବେ।
ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
କିନ୍ତୁ ତୁମ୍ଭେ ନିଜ ସୌନ୍ଦର୍ୟ୍ଯ ରେ ନିର୍ଭର କରି ନିଜର ସୁଖ୍ଯାତି ହତେୁ ମାଠାେ ରେ ଅବିଶ୍ବସ୍ତ ହେଲ। ତୁମ୍ଭେ ମାେତେ ପ୍ରଚାରିତ କଲ, ଯେ କହେି ତୁମ୍ଭ ନିକଟ ଦଇେ ଗଲା ତୁମ୍ଭେ ଗଣିକା ସଦୃଶ ତା'ର ହେଲ ଓ ସମାନେେ ତୁମ୍ଭକୁ ବ୍ଯଭିଚାରିଣୀ ରୂପେ ଉପ ଭୋଗ କଲେ।
ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
ତା'ର ପିଲାମାନଙ୍କ ଉପ ରେ ଆମ୍ଭର ଦୟା ନାହିଁ କାରଣ ସମାନେେ ଜାରଜ ସନ୍ତାନ।
ସେ ତା'ର ପ୍ରିଯ ପ୍ ରମେିକ ପଛ ରେ ଧାଇଁବ, କିନ୍ତୁ ସେ ସମାନଙ୍କେୁ ମଧ୍ଯ ଧରିପାରିବ ନାହିଁ। ସେ ସମାନଙ୍କେୁ ବହୁ ଖାଜେିବ କିନ୍ତୁ ପାଇପାରିବ ନାହିଁ। ତା'ପ ରେ ସେ କହିବ, 'ମୁଁ ମାରେ ପ୍ରଥମ ପ୍ ରମେିକ, ପରମେଶ୍ବରଙ୍କ ନିକଟକୁ ଫରେିୟିବି। ତାଙ୍କ ପାଖ ରେ ଥିଲା ବେଳେ ମାରେ ଜୀବନ, ବର୍ତ୍ତମାନ ଅପେକ୍ଷା ଅଧିକ ଭଲ ଥିଲା।'
ତା'ପ ରେ ସଦାପ୍ରଭୁ ପୁନର୍ବାର ମାେତେ କହିଲେ, ଗୋମରର ଅନକେ ପ୍ ରମେିକ ଅଛନ୍ତି। କିନ୍ତୁ ତୁମ୍ଭେ ତାଙ୍କୁ ନିଶ୍ଚିତ ଭଲପାଇ ଗ୍ଭଲ। କାହିଁକି? କାରଣ ତାହା ସଦାପ୍ରଭୁଙ୍କ ପରି। ସଦାପ୍ରଭୁ ଇଶ୍ରାୟେଲ ଲୋକମାନଙ୍କୁ ଭଲ ପାଇ ଗ୍ଭଲନ୍ତି। କିନ୍ତୁ ସମାନେେ ଅନ୍ୟ ଦବେତାଙ୍କୁ ପୂଜାକରି ଗ୍ଭଲନ୍ତି।
ଆମ୍ଭେ ଇଫ୍ରଯିମକୁ ଜାଣୁ ଓ ଇଶ୍ରାୟେଲ ଯାହାସବୁ କରିଛି ତାହା ମଧ୍ଯ ଜାଣୁ। ହେ ଇଫ୍ରଯିମ, ତୁମ୍ଭେ ବର୍ତ୍ତମାନଠାରୁ ତୁମ୍ଭେ ଗଣିକାପରି କାର୍ୟ୍ଯ କରୁଛ। ଇଶ୍ରାୟେଲ ପାପ ରେ କଳୁଷିତ।
ଏହା ପରମେଶ୍ବରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ।
ପ୍ରେତ୍ୟକକ ଥର କୌଣସି ସ୍ତ୍ରୀଲୋକକୁ ଦେଖିଲେ, ସମାନେେ ବ୍ଯଭିଚାର କରିବା ପାଇଁ ଚାହାଁନ୍ତି। ଏହିଭଳି ଭାବରେ ସମାନେେ ସବୁବେଳେ ପାପ କରୁଥାନ୍ତି। ସମାନେେ ଦୁର୍ବଳ ଲୋକମାନଙ୍କୁ ପାପର ଫାନ୍ଦ ରେ ପକାଇ ଦିଅନ୍ତି। ସମାନଙ୍କେ ହୃଦୟଗୁଡ଼ିକ ସ୍ବାର୍ଥପରତା ରେ ପରିପୂର୍ଣ୍ଣ। ସମାନେେ ଅଭିଶପ୍ତ।
ସାତଦୂତଙ୍କ ମଧ୍ଯରୁ ଯେଉଁମାନେ ସାତାଟେି ପାତ୍ର ଧାରଣ କରିଥିଲେ, ସମାନଙ୍କେ ମଧ୍ଯରୁ ଜଣେ ମାେ ନିକଟକୁ ଆସି ମାେତେ କହିଲେ, ଆସ ପ୍ରସିଦ୍ଧ ବେଶ୍ଯାକୁ କ'ଣ ଦଣ୍ଡ ଦିଆୟିବ, ତାହା ମୁଁ ତୁମ୍ଭକୁ ଦଖାଇବେି। ସେ ବହୁତ ଜଳରାଶି ଉପରେ ବସିଛି।
ତା'ର କପାଳ ରେ ଏକ ଗୁପ୍ତ ଅର୍ଥ ଥିବା ଉପାଧି ଲଖାେ ହେଲା :