Home Bibles ହୋଶେୟ 11:10 · ଓଡ଼ିଆ ବାଇବେଲ
ହୋଶେୟ 11:10 · ଓଡ଼ିଆ ବାଇବେଲ

ଆମ୍ଭେ ଗୋଟିଏ ସିଂହ ସଦୃଶ ଗର୍ଜ୍ଜନ କରିବା। ଆମ୍ଭର ପିଲାମାନେ ଆସିବେ ଓ ଆମ୍ଭଙ୍କୁ ଅନୁସରଣ କରିବେ। ଏହି ପିଲାମାନେ ଭୟ ରେ ଥରିଥରି ପଶ୍ଚିମରୁ ଆସିବେ।

Cross references

ଆୟୁବ ପୁସ୍ତକ 37:1

ବିଜୁଳି ଓ ଘଡ଼ଘଡ଼ି ମାେତେ ଭୟଭୀତ କରେ। ଛାତି ଭିତରର ହୃତପିଣ୍ଡ ଭୟ ରେ କମ୍ପି ଉେଠ।

ଗୀତସଂହିତା 2:11

ପ୍ରଭୁଙ୍କୁ ଭୟର ସହିତ ଭକ୍ତି କର ଓ ମାନ।

ଗୀତସଂହିତା 119:120

ତୁମ୍ଭ ପ୍ରତି ଭୟ ଯୋଗୁଁ ମୁଁ ଥରେ। ମୁଁ ତୁମ୍ଭର ବ୍ଯବସ୍ଥାକୁ ଭୟ କରେ ଓ ସମ୍ମାନ କରେ।

ଯିଶାଇୟ 2:5

ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।

ଯିଶାଇୟ 11:11

ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।

ଯିଶାଇୟ 31:4

ସଦାପ୍ରଭୁ ମାେତେ କହିଲେ, ଯେତବେେଳେ ସିଂହ ଓ ୟୁବା ସିଂହ ଶିକାର ଧ ରେ ଓ ସହେି ମୃତ ପ୍ରାଣୀ ଉପ ରେ ସେତବେେଳେ ବହୁ ମଷେପାଳକ ତା ବିରୁଦ୍ଧ ରେ ଗର୍ଜନ କଲେ ହେଁ ସେ କବେେ ଭୟଭୀତ ହୁଏ ନାହିଁ।'

ଯିଶାଇୟ 42:13

ସଦାପ୍ରଭୁ ମହାନ୍ ବୀର ରୂପେ ବିଜେ କରିବେ, ସେ ଯୋଦ୍ଧା ଭାବରେ ନିଜକୁ ଉତ୍ତଜେିତ କରିବେ ଓ ସେ ଘାରେ ଗର୍ଜନ କରିବେ। ନିଜର ଶତ୍ରୁମାନଙ୍କର ପ୍ରତିକୂଳ ରେ ପ୍ରବଳ ରୂପ ରେ କାର୍ୟ୍ଯ କରିବେ।

ଯିଶାଇୟ 49:10

ସମାନେେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହବେେ ନାହିଁ। ଗ୍ରୀଷ୍ମ କିମ୍ବା ସୂର୍ୟ୍ଯତାପ ସମାନଙ୍କେୁ କାଟିବ ନାହିଁ। କାରଣ ଯେଉଁ ପରମେଶ୍ବର ସମାନଙ୍କେୁ ଦୟା କରନ୍ତି, ସେ ସମାନଙ୍କେୁ ଚଳାଇବେ; ଜଳ-ନିର୍ଝର ଦଇେ ସେ ସମାନଙ୍କେୁ କଢ଼ାଇ ଦବେେ।

ଯିଶାଇୟ 64:2

ଦେଶୀଯମାନେ ଯେପରି ତୁମ୍ଭ ସାକ୍ଷାତ ରେ କମ୍ପମାନ ହବେେ ଓ ଏଥି ସକାେଶ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ବଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହବେେ।

ଯିରିମିୟ 2:2

ହେ ଯିରିମିୟ, ୟାଅ, ୟିରୁଶାଲମର କର୍ଣ୍ଣଗୋଚର ହେଲାଭଳି ପ୍ରଚାର କରି ଏହିକଥା କୁହ,

ଯିରିମିୟ 5:22

ନିଶ୍ଚିତଭାବରେ ତୁମ୍ଭମାନେେ ଆମ୍ଭକୁ ଭୟ କରିବାର କାରଣ ଅଛି, ସଦାପ୍ରଭୁ କହନ୍ତି। ହଁ, ତୁମ୍ଭମାନେେ ଆମ୍ଭ ସମ୍ମୁଖ ରେ ଭୟ ରେ ଥରିବାର କାରଣ ଅଛି। ଆମ୍ଭେ ବାଲୁକାସ୍ତୁପ ସ୍ଥାପନ କଲୁ, ଯେପରି ସମୁଦ୍ର ତା'ର ସୀମା ଲଙ୍ଘନ ନ କରିବ। ସମୁଦ୍ର ରେ ଢ଼େଉ ଉେଠ ଏବଂ ଏହାର କୌଣସି କ୍ଷତି କରେ ନାହିଁ। ଏହା ଘାରେ ଗର୍ଜନ କରେ, ମାତ୍ର ଆମ୍ଭେ ସ୍ଥାପନ କରିଥିବା ସୀମା ଲଙ୍ଘନ କରେ ନାହିଁ।

ଯିରିମିୟ 7:6

ତୁମ୍ଭମାନେେ ଯଦି ବିଦେଶୀ, ଅନାଥ ଓ ବିଧବା ପ୍ରତି ଉଚିତ୍ ବ୍ଯବହାର କରିବ, ଯଦି ତୁମ୍ଭମାନେେ ଏ ସ୍ଥାନ ରେ ନିର୍ଦ୍ ଦୋଷ ମାନଙ୍କୁ ହତ୍ଯା ନ କରିବ, ଯଦି ତୁମ୍ଭମାନେେ ଆପଣାର କ୍ଷତି ନିମନ୍ତେ ଅନ୍ୟ ଦବେତାମାନଙ୍କୁ ଅନୁସରଣ ନ କର,

ଯିରିମିୟ 7:9

ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ ?

ଯିରିମିୟ 25:30

ହେ ଯିରିମିୟ, ତୁମ୍ଭେ ସମାନଙ୍କେ ବିରୁଦ୍ଧ ରେ ଏହି ଭବିଷ୍ଯଦବାକ୍ଯ ପ୍ରଚାର କର। ସମାନଙ୍କେୁ କୁହ, 'ସଦାପ୍ରଭୁ ଉର୍ଦ୍ଧ୍ବସ୍ଥ ହୁଙ୍କାର କରିବେ। ସେ ଆପଣା ପବିତ୍ର ବାସସ୍ଥାନରୁ ଆପଣା ଚତ୍କାର ଶୁଣାଇବେ। ପୁଣି ସେ ଆପଣା ଲୋକମାନଙ୍କ ଖୁଆଡ଼ ଉପ ରେ ମହାରବ କରିବେ ଓ ସେ ଦ୍ରାକ୍ଷାରସମର୍ଦ୍ଦନକାରୀମାନଙ୍କ ପରି ପୃଥିବୀବାସୀ ସମସ୍ତଙ୍କ ବିରୁଦ୍ଧ ରେ ସିଂହାସନ କରିବେ।

ଯିରିମିୟ 31:9

ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।

ଯିରିମିୟ 33:9

ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।

ଯିରିମିୟ 50:4

ସେ ସମୟରେ ଇଶ୍ରାୟେଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହାଇଯେିବେ। ସମାନେେ କାନ୍ଦି କାନ୍ଦି ଆସିବେ, ଯେତବେେଳେ ସମାନେେ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବେ।

ହୋଶେୟ 3:5

ତା'ପ ରେ ଇଶ୍ରାୟେଲର ଲୋକମାନେ ଫରେି ଆସିବେ। ତା'ପ ରେ ସମାନେେ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ଓ ରାଜା ଦାଉଦଙ୍କୁ ଖାଜେିବେ। ଶଷଦେିବସ ରେ, ସମାନେେ ସଦାପ୍ରଭୁଙ୍କୁ ଓ ତାଙ୍କର ଧାର୍ମିକତାକୁ ସମ୍ମାନ ଦବୋକୁ ଆସିବେ।

ହୋଶେୟ 6:1

ଆସ, ସଦାପ୍ରଭୁଙ୍କ ପାଖକୁ ଫରେିୟିବା। ସେ ଆମ୍ଭକୁ ଆଘାତ କଲେ ଓ ସେ ମଧ୍ଯ ଆମ୍ଭକୁ ସୁସ୍ଥ କରିବେ। ସେ ଆମ୍ଭକୁ କ୍ଷତ ବିକ୍ଷତ କରିଛନ୍ତି ଏବଂ ସେ ଆମ୍ଭର କ୍ଷତ ରେ ପଟି ବାନ୍ଧି ଦବେେ।

ଯୋୟେଲ 3:16

ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।

ଆମୋଷ 1:2

ଆ ମଷେ କହିଲେ: ସିୟୋନ ରେ ସଦାପ୍ରଭୁ ସିଂହ ପରି ଗର୍ଜ୍ଜନ କରିବେ। ତାଙ୍କର ଉଚ୍ଚସ୍ବର ୟିରୁଶାଲମରେୁ ଗର୍ଜି ଉଠିବ। ଫଳ ରେ, ସବୁଜ ଗ୍ଭରଣ ଭୂମି ମଳିନ ଦଖାୟିବେ ଏବଂ ଶୁଖିୟିବ। ଏପରିକି କର୍ମିଲ ଶୃଙ୍ଗର ଶିଖର ଦେଶ ଶୁଷ୍କ ହବେ।

ଆମୋଷ 3:4

ସିଂହଟି ଗର୍ଜ୍ଜନ କରେ ଯଦି ତାକୁ ଶିକାର ଦୃଶ୍ଯମାନ ହୁଏ। ଯଦି ଗୋଟିଏ ୟୁବା ସିଂହ ତା'ର ଗୁମ୍ଫା ରେ ଗର୍ଜ୍ଜନ କରୁଛି ତବେେ ଜାଣିବ ସେ କିଛି ଗୋଟିଏ ଶିକାର ଧରିଛି।

ଆମୋଷ 3:8

ୟହି ସିଂହ ଗର୍ଜ୍ଜନ କରେ, ତବେେ ଲୋକମାନେ ଭୟଭୀତ ହବେେ। ଯଦି ସଦାପ୍ରଭୁ କହନ୍ତି, ଭବିଷ୍ଯଦବାଣୀ ପ୍ରଚାର କରିବାକୁ, କିଏ ସହେି ଭବିଷ୍ଯବାଣୀ ପ୍ରଚାର ନ କରିବ।

ମୀଖା 4:5

ଅନ୍ୟ ଗୋଷ୍ଠୀର ଲୋକମାନେ ସମାନଙ୍କେର ନିଜର ଦବେତାମାନଙ୍କୁ ଅନୁସରଣ କରିବେ। କିନ୍ତୁ ଆମ୍ଭମାନେେ ଚିରକାଳ ସଦାପ୍ରଭୁ ପରମେଶ୍ବରଙ୍କର ଅନୁଗାମୀ ହବୋ।

ହବକକୂକ 3:16

ମୁଁ ଯେତବେେଳେ ଏହି କଥା ଶୁଣିଲି ମାରେ ସମସ୍ତ ଶରୀର ଥରି ଉଠିଲା। ସହେି ଶଦ୍ଦ ରେ ମାେ ଓଷ୍ଠ ରେ କମ୍ପନ ହେଲା। ମାରେ ଅସ୍ଥିମଜ୍ଜା ରେ ମୁଁ ଦୁର୍ବଳ ହାଇେ ପଡିଲି। ମୁଁ ସହେି କମ୍ପନ ଅବସ୍ଥା ରେ ଥରିବାକୁ ଲାଗିଲି। ଯେତବେେଳେ ସମାନେେ ଲୋକମାନଙ୍କୁ ଆକ୍ରମଣ କରିବାକୁ ଆସିବେ, ମୁଁ ସହେି ଆକ୍ରମଣ ଓ ଧ୍ବଂସର ଦିନଗୁଡିକ ଆସିବା ପାଇଁ ର୍ଧୈୟ୍ଯ ଧରି ଅପେକ୍ଷା କରିବି।

ଯିଖରିୟ 8:7

ସର୍ବଶକ୍ତିମାନ୍ ସଦାପ୍ରଭୁ କୁହନ୍ତି, ଦେଖ, ଆମ୍ଭେ ପୂର୍ବ ଓ ପଶ୍ଚିମ ଦେଶରୁ ଆମ୍ଭର ଲୋକମାନଙ୍କୁ ମୁକ୍ତ କରିବା।

ଯିଖରିୟ 10:10

ଆମ୍ଭେ ସମାନଙ୍କେୁ ମିଶରରୁ ଫରୋଇ ଆଣିବା ଏବଂ ଅଶୂରରୁ ଏକତ୍ରୀତ କରିବା। ଆମ୍ଭେ ସମାନଙ୍କେୁ ଗିଲିଯଦରୁ ଏବଂ ଲିବାନୋନ୍ରୁ ଫରୋଇ ଆଣିବା ଏବଂ ସମାନଙ୍କେ ପାଇଁ ୟଥେଷ୍ଟ ସ୍ଥାନ ନଥିବ।

ଯିଖରିୟ 10:12

ସଦାପ୍ରଭୁ ତାଙ୍କର ନିଜର ଲୋକମାନଙ୍କୁ ବଳବାନ୍ କରିବେ। ତାଙ୍କ ନାମ ରେ, ସମାନେେ ସବୁସ୍ଥାନକୁ ଯିବେ। ଏହା ସଦାପ୍ରଭୁ କହିଥିଲେ।

ଯୋହନଲିଖିତ ସୁସମାଚାର 8:12

ପରେ, ଯୀଶୁ ପୁଣି ଲୋକମାନଙ୍କୁ ଉପଦେଶ ଦେଲେ। ସେ କହିଲେ, ମୁଁ ଜଗତର ଆଲୋକ, ମାେତେ ଯେଉଁ ଲୋକ ଅନୁସରଣ କରେ, ସେ କବେେ ଅନ୍ଧକାର ରେ ଚାଲିବ ନାହିଁ। ସେ ଲୋକ ଜୀବନ ପ୍ରଦାନକାରୀ ଆଲୋକ ପାଇବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 24:25

କିନ୍ତୁ ପାଉଲ ଯେତବେେଳେ ଧାର୍ମିକ ଜୀବନ, ଆତ୍ମସଂୟମ ଓ ଆଗାମୀ ବିଚ଼ାର ବିଷୟ ରେ କହିଲେ, ସେତବେେଳେ ଫଲେୀକ୍ସ୍ ଭୟଭୀତ ହାଇଗେଲେ। ଫଲେୀକ୍ସ୍ କହିଲେ, ବର୍ତ୍ତମାନ ତୁମ୍ଭେ ଯାଅ। ମାରେ ସମୟ ହେଲେ ମୁଁ ତୁମ୍ଭକୁ ଡ଼ାକିବି।

ରୋମୀୟଙ୍କ ପ୍ରତି ପତ୍ର 8:1

ଅତଏବ ଏବେ ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛନ୍ତି, ସମାନେେ ଦଷେୀ ବୋଲି ବିଚାରିତ ହୁଅନ୍ତି ନାହିଁ।

ପିତରଙ୍କ ଦିତୀୟ ପତ୍ର 2:10

ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ୟ୍ଯ କରିବ ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କତ୍ତୃର୍ତ୍ବକୁ ଅବମାନନା କରନ୍ତି, ସମାନେେ ଏଭଳି ଦଣ୍ଡର ଯୋଗ୍ଯ।

Interlinear

Choose Theme