Home Bibles ହୋଶେୟ 11:3 · ଓଡ଼ିଆ ବାଇବେଲ
ହୋଶେୟ 11:3 · ଓଡ଼ିଆ ବାଇବେଲ

ଆମ୍ଭେ ଇଫ୍ରଯିମକୁ ଗ୍ଭଲିବା ଶିଖାଇଲୁ। ଆମ୍ଭେ ଇଶ୍ରାୟେଲୀୟଙ୍କୁ ଆମ୍ଭର ବାହୁ ରେ ନଇେଥିଲୁ। ଆମ୍ଭେ ସମାନଙ୍କେୁ ସୁସ୍ଥ କଲୁ। କିନ୍ତୁ ସମାନେେ ତାହା ଅନୁଭବ କଲେ ନାହିଁ।

Cross references

ଯାତ୍ରା ପୁସ୍ତକ 15:26

ତା'ପରେ ସେ କହିଲେ, ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।

ଯାତ୍ରା ପୁସ୍ତକ 19:4

ତୁମ୍ଭମାନେେ ଦେଖିଛ ମୁଁ ମିଶର ବାସୀମାନଙ୍କର ଯାହା କରିଛି। ତୁମ୍ଭମାନେେ ଦେଖିଛ ମୁଁ ତୁମ୍ଭକୁ କିପରି ମିଶରରୁ ବାଜପକ୍ଷୀ ସଦୃଶ ଉଠାଇ ମାେ ପାଖକୁ ଆଣିଲି।

ଯାତ୍ରା ପୁସ୍ତକ 23:25

ତୁମ୍ଭେ ସର୍ବଦା ସଦାପ୍ରଭୁ ତୁମ୍ଭର ପରମେଶ୍ବରଙ୍କର ସବୋ କରିବ। ତହିଁରେ ସେ ତୁମ୍ଭମାନଙ୍କୁ ଅନ୍ନଜଳ ରେ ଆଶୀର୍ବାଦ କରିବେ। ଆମ୍ଭେ ତୁମ୍ଭମାନଙ୍କ ମଧ୍ଯରୁ ରୋଗ ଦୂର କରିବା।

ଗଣନା ପୁସ୍ତକ 11:11

ତହୁଁ ମାଶାେ ସଦାପ୍ରଭୁଙ୍କୁ କହିଲେ, ତୁମ୍ଭେ କାହିଁକି ଆପଣା ଦାସ ପ୍ରତି ଅସୁବିଧା କରୁଛ? ତୁମ୍ଭେ କାହିଁକି ମାେ ଉପରେ କୋର୍ଧ ଦଖାେଉଛ? କାହିଁକି ଆପଣା ମାେ ଉପରେ ଏହି ସମସ୍ତ ଲୋକଙ୍କ ଭାର ଦେଉଅଛ?

ଦିତୀୟ ବିବରଣ 1:31

ମରକ୍ସ୍ଟଭୂମିରେ ତୁମ୍ଭମାନେେ ଦେଖିଅଛ, ମନକ୍ସ୍ଟଷ୍ଯମାନେ ଆପଣା ସନ୍ତାନମାନଙ୍କୁ ବୋହିବାପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏହିଠା ରେ ପହଁଞ୍ଚିବା ପର୍ୟ୍ଯନ୍ତ, ତୁମ୍ଭମାନଙ୍କର ଗମନର ସମସ୍ତ ପଥରେ ତୁମ୍ଭମାନଙ୍କୁ କିପରି ବୋହିଛନ୍ତି।'

ଦିତୀୟ ବିବରଣ 8:2

ଆଉ ତୁମ୍ଭମାନେେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଚାଳିଶ ବର୍ଷ ପ୍ରାନ୍ତର ମଧିଅରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନବୋ ପାଇଁ ତୁମ୍ଭମାନେେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।

ଦିତୀୟ ବିବରଣ 32:10

ସଦାପ୍ରଭୁ ୟାକକ୍ସ୍ଟବଙ୍କକ୍ସ୍ଟ ପ୍ରାନ୍ତର ଦେଶ ରେ ଓ ପଶକ୍ସ୍ଟ ବୋବାଳି ପୂର୍ଣ ଘାରେ ମରକ୍ସ୍ଟଭୂମିରକ୍ସ୍ଟ ପାଇଲେ, ସେ ତାହାଙ୍କକ୍ସ୍ଟ ଗ୍ଭରିଆଡକ୍ସ୍ଟ ଘରେି ରଖିଲେ। ସେ ତାହାଙ୍କକ୍ସ୍ଟ ସକ୍ସ୍ଟରକ୍ଷା ଦେଲେ, ଠିକ୍ ତାଙ୍କର ମୂଲ୍ଯବାନ୍ ସଐତ୍ତି ପରି।

ଦିତୀୟ ବିବରଣ 33:27

ପରମେଶ୍ବର ଅନନ୍ତକାଳସ୍ଥାଯୀ, ସେ ହେଉଛନ୍ତି ତୁମ୍ଭର ନିରାପଦରସ୍ଥାନ। ପରମେଶ୍ବରଙ୍କର ଶକ୍ତି ଅନନ୍ତକାଳ। ସେ ତକ୍ସ୍ଟମ୍ଭପାଇଁ ସକ୍ସ୍ଟରକ୍ଷା ଦେଉଛନ୍ତି। ପରମେଶ୍ବର ତକ୍ସ୍ଟମ୍ଭ ଦେଶରକ୍ସ୍ଟ ତକ୍ସ୍ଟମ୍ଭ ଶତୃମାନଙ୍କୁ ବିତାଡିତ କରିବେ। ସେ କହିବେ, 'ଶତୃମାନଙ୍କୁ ବିନାଶ କର।'

ଯିଶାଇୟ 1:2

ହେ ସ୍ବର୍ଗ, ହେ ପୃଥିବୀ, ସଦାପ୍ରଭୁଙ୍କ ବାର୍ତ୍ତା ଶୁଣ। ସଦାପ୍ରଭୁ କହିଛନ୍ତି, ଆମ୍ଭେ ସନ୍ତାନଗଣଙ୍କୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସମାନେେ ଆମ୍ଭର ବିରୁଦ୍ଧାଚରଣ କରିଛନ୍ତି।

ଯିଶାଇୟ 30:26

ଯେଉଁଦିନ ସଦାପ୍ରଭୁ ଆପଣା ଲୋକମାନଙ୍କର କ୍ଷତ ସ୍ଥାନ ରେ ପଟି ବାନ୍ଧିବେ ଓ ପ୍ରହାର ଜନିତ ଆଘାତରୁ ସୁସ୍ଥ କରିବେ। ସହେିଦିନ ଚନ୍ଦ୍ରର ଦୀପ୍ତି ସୂର୍ୟ୍ଯର ଦୀପ୍ତିପରି ଉଜ୍ଜ୍ବଳ ହବେ। ପୁଣି ସୂର୍ୟ୍ଯର ଦୀପ୍ତି ସାତଦିନର ଦୀପ୍ତିତୁଲ୍ଯ ସାତଗୁଣ ଉଜ୍ଜ୍ବଳ ଦଖାୟିବେ।

ଯିଶାଇୟ 46:3

ହେ ଯାକୁବର ପରିବାର, ହେ ଇଶ୍ରାୟେଲର ଅବଶିଷ୍ଟାଂଶ ଆମ୍ଭ କଥା ଶୁଣ ! ଆମ୍ଭେ ତୁମ୍ଭମାନଙ୍କୁ ବହନ କରି ଆସୁଅଛୁ। ତୁମ୍ଭମାନେେ ଗର୍ଭସ୍ଥ ହବୋ ଦିନଠାରୁ ଆମ୍ଭଦ୍ବାରା ବାହିତ ହାଇେଅଛ।

ଯିଶାଇୟ 63:9

ସେ ସମାନଙ୍କେର ସବୁ ଦୁଃଖ ରେ ଦୁଃଖିତ ହେଲେ। ତାହାଙ୍କର ଉପସ୍ଥିତି ସ୍ବରୂପ ଦୂତ ସମାନଙ୍କେୁ ପରିତ୍ରାଣ କଲେ। ସେ ସମାନଙ୍କେୁ ନିଜ ପ୍ ରମେ ଓ ଦୟାରୁ ମୁକ୍ତ କଲେ ଏବଂ ସମାନେେ ଅତି ପୁରୁଣା ସମୟ ଦଇେ ବହନ କଲେ।

ଯିରିମିୟ 8:22

ଗିଲିଯଦ ରେ ଔଷଧ ଅଛି ଓ ସଠାେ ରେ ବୈଦ୍ଯମାନେ ମଧ୍ଯ ଅଛନ୍ତି। ତବେେ ମାରେ ଆଘାତପ୍ରାପ୍ତ ଲୋକମାନେ କାହିଁକି ଆରୋଗ୍ୟଲାଭ କରୁ ନାହାଁନ୍ତି ?

ଯିରିମିୟ 30:17

କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ପୁନର୍ବାର ଆରୋଗ୍ୟ ପ୍ରଦାନ କରିବା ଓ ଆମ୍ଭେ ତୁମ୍ଭର ଘା'ସବୁ ସୁସ୍ଥ କରିବା। କାରଣ ସମାନେେ ତୁମ୍ଭକୁ ବାସନ୍ଦ ବା ଦୂରୀକୃତା ବୋଲି କହନ୍ତି। 'ଆଉ ସିୟୋନକୁ କହେି ଚାହାଁନ୍ତି ନାହିଁ।

ହୋଶେୟ 2:8

ସେ ଜାଣି ନ ଥିଲା ଆମ୍ଭେ ୟିଏକି ତା'କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଦେଉଥିଲୁ। ଆମ୍ଭେ ଅଧିକରୁ ଅଧିକ ସୁନା ରୂପା ତାକୁ ଦଇେ ଗ୍ଭଲିଥିଲୁ। କିନ୍ତୁ ଇଶ୍ରାୟେଲୀୟମାନେ ସହେି ସୁନା ଓ ରୂପାକୁ ବାଲ୍ଙ୍କ ମୂର୍ତ୍ତି ତିଆରି ରେ ବ୍ଯବହାର କଲେ।

ହୋଶେୟ 7:1

ଆମ୍ଭେ ଇଶ୍ରାୟେଲକୁ ସୁସ୍ଥ କରିବା। ତା'ପ ରେ ଲୋକମାନେ ଜାଣିବେ ଯେ ଇଫ୍ରଯିମ ପାପ କରିଥିଲା। ଶମରିଯାର ପାପ ଆଚରଣ ବିଷଯ ରେ ଲୋକମାନେ ଜାଣିବେ। ସହେି ସହର ରେ ଗ୍ଭରମାନେେ ୟାତାଯତ କରୁଛନ୍ତି ଲୋକମାନେ ଜାଣିବେ।

ହୋଶେୟ 7:15

ଯଦିଓ ଆମ୍ଭେ ସମାନଙ୍କେୁ ତାଲିମ ଦଇେ ଶୃଙ୍ଖଳିତ କଲୁ ଓ ସମାନଙ୍କେର ବାହୁକୁ ଶକ୍ତିଶାଳୀ କରାଇଲୁ, ତଥାପି ସମାନେେ ଆମ୍ଭ ବିରୁଦ୍ଧ ରେ ମନ୍ଦ ଯୋଜନା କଲେ।

ହୋଶେୟ 14:4

ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପୁରାତନ ମାର୍ଗରୁ ସୁସ୍ଥ କରିବା। ଆମ୍ଭେ ସମାନଙ୍କେୁ ସ୍ବାଧୀନ ଭାବରେ ଭଲ ପାଇବା, କାରଣ ଆମ୍ଭେ ଆମ୍ଭର କୋର୍ଧଭାବ ତ୍ଯାଗ କରିଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 13:18

ପରମେଶ୍ବର ଚ଼ାଳିଶ ବର୍ଷ ପର୍ୟ୍ଯନ୍ତ ମରୁଭୂମିରେ ସମାନଙ୍କେର ଆଚ଼ରଣ ସହିଲେ।

Interlinear

Choose Theme