Home Bibles ☰ Books ହୋଶେୟ 11:9 · ଓଡ଼ିଆ ବାଇବେଲ
ହୋଶେୟ 11:9 · ଓଡ଼ିଆ ବାଇବେଲ

ଆମ୍ଭେ ଆପଣା ଭୟଙ୍କର କୋରଧଭାବକୁ ପ୍ରକାଶ କରିବା ନାହିଁ। ଇଫ୍ରଯିମକୁ ପୁନର୍ବାର ଧ୍ବଂସ କରିବା ନାହିଁ। ଆମ୍ଭେ ପରମେଶ୍ବର, ମାନବ ନୋହୁଁ। ଆମ୍ଭେ ତୁମ୍ଭର ମଧ୍ଯବର୍ତ୍ତୀ ଧର୍ମସ୍ବରୂପ ଅଟୁ। ଆମ୍ଭର କୋର୍ଧ ଦଖାଇବୋ ନାହିଁ।

Cross references

ଯାତ୍ରା ପୁସ୍ତକ 32:10

ତେଣୁ ବର୍ତ୍ତମାନ ମାେତେ ବିରକ୍ତ କର ନାହିଁ, ଯେଉଁଥିପାଇଁ ମୁଁ ସମାନଙ୍କେୁ ମାରେ କୋର୍ଧ ରେ ଧ୍ବଂସ କରିବି। ଏହାପରେ ମୁଁ ତୁମ୍ଭଠାରୁ ଏକ ମହାନ ଜାତି ସୃଷ୍ଟି କରିବି।

ଗଣନା ପୁସ୍ତକ 23:19

ପରମେଶ୍ବର ମନୁଷ୍ଯ ନୁହଁନ୍ତି, ସେ ମିଥ୍ଯା କହିବେ ନାହିଁ। ସେ ମଧ୍ଯ ମନୁଷ୍ଯ ନୁହଁନ୍ତି। ସେ ତାଙ୍କର ସିଦ୍ଧାନ୍ତ ବଦଳାଇବେ ନାହିଁ। ସେ କହିବେ କି ଯାହା ସେ କରିବେ ନାହିଁ? ନା! ସେ କହିବେ କି ଏବଂ ତାହା ହବେ ନାହିଁ? ନା!

ଦିତୀୟ ବିବରଣ 13:17

ସହେି ଦ୍ରବ୍ଯରକ୍ସ୍ଟ ଯାହା ଧ୍ବଂସ ହବୋ ଉଚିତ୍, ତୁମ୍ଭମାନେେ କିଛି ସଂଗ୍ରହ କରିବା ଉଚିତ୍ ନକ୍ସ୍ଟହଁ। ଏଥି ରେ ସଦାପ୍ରଭୁ ଆପଣା ପ୍ରଚଣ୍ତ କୋରଧରକ୍ସ୍ଟ ଫରେିବେ ଓ ତକ୍ସ୍ଟମ୍ଭପ୍ରତି କରୁଣା କରିବେ ଏବଂ ତୁମ୍ଭର ସଂଖ୍ଯା ବଢାଇବେ। ଯେପରି ସେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କକ୍ସ୍ଟ ପ୍ରତିଜ୍ଞା କରିଥିଲେ।

ଦିତୀୟ ବିବରଣ 32:26

ଆମ୍ଭେ ଚିନ୍ତା କଲକ୍ସ୍ଟ ଇଶ୍ରାୟେଲୀୟମାନଙ୍କୁ ଧ୍ବଂସ କରିବା ପାଇଁ। ତେଣୁ ଲୋକମାନେ ସମାନଙ୍କେୁ ସଐୂର୍ଣ ଭାବେ ଭକ୍ସ୍ଟଲିଯିବେ।

ପ୍ରଥମ ଶାମୁୟେଲ 26:8

ଅବୀଶଯ ଦାଉଦଙ୍କକ୍ସ୍ଟ କହିଲା, ଆଜି ପରମେଶ୍ବର ତୁମ୍ଭକୁ ତକ୍ସ୍ଟମ୍ଭ ଶତୃକକ୍ସ୍ଟ ପରାସ୍ତ କରିବାର ସକ୍ସ୍ଟୟୋଗ ଦଇେଛନ୍ତି। ତେଣୁ ଏହି ବର୍ଚ୍ଛା ରେ ତାକକ୍ସ୍ଟ ଭୂମିରେ ବଦ୍ଧ କରିବାକୁ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ମୁ ତାକକ୍ସ୍ଟ ଏକାଥରେ ହତ୍ଯା କରିବି।

ଦିତୀୟ ଶାମୁୟେଲ 20:10

ମାତ୍ର ଯୋୟାବର ହସ୍ତସ୍ଥିତ ଖଡ୍ଗ ପ୍ରତି ଅମାସା କିଛି ଦୃଷ୍ଟି ଦଲୋ ନାହିଁ। ଏବଂ ଯୋୟାବ ସହେି ଖଡ୍ଗ ରେ ତା'ର ଉଦରକକ୍ସ୍ଟ ଆଘାତ କରି ତାହାର ଅନ୍ତବକ୍ସ୍ଟଜକ୍ସ୍ଟଳି କାଢି ଭୂମିରେ ପକାଇ ଦଲୋ। ସେ ଦ୍ବିତୀୟ ଥର ଆଘାତ କଲା ନାହିଁ। ସେଥି ରେ ହିଁ ସେ ମରି ୟାଇଥିଲା। ତା'ପରେ ଯୋୟାବ ଏବଂ ତାହାର ଭାଇ ଅବୀଶଯ ବିଖ୍ରିର ପକ୍ସ୍ଟତ୍ର ପଛ ରେ ଗୋଡ଼ାଇବାକକ୍ସ୍ଟ ଆରମ୍ଭ କଲେ।

ଗୀତସଂହିତା 78:38

କିନ୍ତୁ ପରମେଶ୍ବର ସ୍ନହେଶୀଳ ଥିଲେ ଓ ସମାନଙ୍କେର ପାପଗୁଡ଼ିକ କ୍ଷମା କଲେ, ସମାନଙ୍କେୁ ଧ୍ବଂସ କଲେ ନାହିଁ। ପରମେଶ୍ବର ତାଙ୍କର କୋର୍ଧକୁ ଅନକେ ଥର ସ୍ଥଗିତ ରଖିଲେ। ସେ ନିଜକୁ ବହୁତ କୋର୍ଧ ହବୋରେ ନିଯନ୍ତ୍ରଣ କରି ନ ଥିଲେ।

ଗୀତସଂହିତା 85:4

ହେ ଆମ୍ଭର ତ୍ରାଣକର୍ତ୍ତା ପରମେଶ୍ବର, ଆମ୍ଭମାନଙ୍କୁ ତୁମ୍ଭ ପାଖକୁ ଫରୋଇ ଆଣ ଏବଂ ଆମ୍ଭ ଉପରେ ଅପ୍ରସନ୍ନ ହବୋ ବନ୍ଦ କର।

ଯିଶାଇୟ 12:6

ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।

ଯିଶାଇୟ 27:4

ମାଠାେ ରେ କୋରଧ ନାହିଁ। ଯଦି ୟୁଦ୍ଧ ହୁଏ ଓ କହେି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।

ଯିଶାଇୟ 48:9

ମାତ୍ର ଆମ୍ଭେ ନିଜର ପ୍ରଶଂସା ପାଇଁ କୋର୍ଧ ସମ୍ବରଣ କରିବା। ଏଥିପାଇଁ ତୁମ୍ଭକୁ ଉଚ୍ଛନ୍ନ କରିବା ନାହିଁ। ତୁମ୍ଭେ ଆମ୍ଭର କ୍ଷାନ୍ତ ଯୋଗୁଁ ପ୍ରଶଂସା କରିବ।

ଯିଶାଇୟ 55:8

ସଦାପ୍ରଭୁ କୁହନ୍ତି, ଆମ୍ଭର ସଂକଳ୍ପ, ସକଳ ତୁମ୍ଭମାନଙ୍କର ସଂକଳ୍ପ ପରି ନୁହେଁ ଏବଂ ତୁମ୍ଭମାନଙ୍କର ମାର୍ଗସବୁ ଆମ୍ଭମାନଙ୍କ ମାର୍ଗପରି ନୁହେଁ।

Interlinear

Choose Theme