Home Bibles ☰ Books ହୋଶେୟ 12:10 · ଓଡ଼ିଆ ବାଇବେଲ
ହୋଶେୟ 12:10 · ଓଡ଼ିଆ ବାଇବେଲ

ଆମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭମାନଙ୍କୁ ଏବଂ ସମାନଙ୍କେୁ ବହୁ ଦର୍ଶନ ଦଲେୁ। ଆମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭକୁ ଦୃଷ୍ଟାନ୍ତ କଥା ଦଲେୁ।

Cross references

ଯାତ୍ରା ପୁସ୍ତକ 20:2

ମୁଁ ହେଉଛି ସଦାପ୍ରଭୁ ତୁମ୍ଭର ପରମେଶ୍ବର। ତୁମ୍ଭମାନଙ୍କୁ ମୁଁ ମିଶରରୁ ବାହର କରି ଆଣିଲି, ଯେଉଁଠା ରେ ତୁମ୍ଭମାନେେ ଦାସ ଥିଲ।

ଲେବୀୟ ପୁସ୍ତକ 23:42

ତୁମ୍ଭମାନେେ ସାତଦିନ ପତ୍ର କୁଟୀର ରେ ରହିବ। ଇଶ୍ରାୟେଲ ବଂଶଧର ସମସ୍ତେ ପତ୍ର କୁଟୀର ରେ ବାସ କରିବେ।

ଗଣନା ପୁସ୍ତକ 12:6

ସଦାପ୍ରଭୁ କହିଲେ, ମାରେ ବାକ୍ଯ ଶୁଣ, ଯଦି ତୁମ୍ଭମାନଙ୍କ ମଧିଅରେ କହେି ଭବିଷ୍ଯଦ୍ ବକ୍ତା ଥାଏ, ତବେେ ମୁଁ ସଦାପ୍ରଭୁ ଦର୍ଶନ ଦ୍ବାରା ତାହାପ୍ରତି ଆପଣାକୁ ପ୍ରକାଶ କରିବି, ମୁଁ ସ୍ବପ୍ନଦ୍ବାରା ତାହା ସହିତ କଥା କହିବି।

ପ୍ରଥମ ରାଜାବଳୀ 13:1

ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।

ପ୍ରଥମ ରାଜାବଳୀ 14:7

ତୁମ୍ଭେ ୟାଇ ୟାରବିଯାମକୁ କୁହ ଯେ, ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, 'ମୁଁ ଲୋକମାନଙ୍କ ମଧ୍ଯରୁ ତୁମ୍ଭକୁ ବାଛିଲି ଏବଂ ଉନ୍ନତ କରି ମାେ ଲୋକ ଇଶ୍ରାୟେଲ ଉପରେ ତୁମକୁ ରାଜା କଲି।

ପ୍ରଥମ ରାଜାବଳୀ 17:1

ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।

ପ୍ରଥମ ରାଜାବଳୀ 18:21

ଏଲିଯ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ସମ୍ ବୋଧନ କଲେ, ତୁମ୍ଭମାନେେ କେତକୋଳ ଦ୍ବିମତ ମଧିଅରେ ସନ୍ଦହେ ରେ ରହିବ? ସଦାପ୍ରଭୁଙ୍କର ପ୍ରକୃତ ଅନୁସରଣକାରୀ ହୁଅ, ଯଦି ତୁମ୍ଭେ ତାଙ୍କୁ ସତ୍ଯ ଭାବୁଛ। ଅନ୍ୟ ପକ୍ଷ ରେ ଯଦି ବାଲ ଦବେତା ସତ୍ଯ ବୋଲି ଭାବୁଛ, ତାଙ୍କୁ ଅନୁସରଣ କର।

ପ୍ରଥମ ରାଜାବଳୀ 19:10

ଏଲିଯ ଉତ୍ତର କଲେ, ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ବର, ମୁଁ ମାରେ ସମସ୍ତ ଶକ୍ତି ସାମର୍ଥ୍ଯ ଦଇେ ତୁମ୍ଭର ସବୋ କଲି। ମାତ୍ର ଇଶ୍ରାୟେଲ ଲୋକମାନେ ତୁମ୍ଭର ନିଯମ ଭଂଗ କଲେ ଓ ତୁମ୍ଭର ୟଜ୍ଞବଦେୀକୁ ଧ୍ବଂସ କଲେ। ତୁମ୍ଭର ସମସ୍ତ ଭବିଷ୍ଯଦ୍ବକ୍ତାଗଣଙ୍କୁ ବଧ କଲେ। ମୁଁ କବଳେ ଅବଶିଷ୍ଟ ରହିଲି। ସମାନେେ ମାେ ପ୍ରାଣ ନବୋକୁ ମଧ୍ଯ ଅନ୍ବଷେଣ କରୁଛନ୍ତି।

ଦିତୀୟ ରାଜାବଳୀ 17:13

ତଥାପି ସଦାପ୍ରଭୁ ପ୍ରେତ୍ୟକକ ଭବିଷ୍ଯଦ୍ବକ୍ତା ଓ ପ୍ରେତ୍ୟକକ ଦୃଷ୍ଟିକାରୀଙ୍କୁ ଇଶ୍ରାୟେଲ ଓ ଯିହୁଦାର ପ୍ରତି ଚତାବେନୀ ଦଇେ କହିଲେ, ତୁମ୍ଭମାନେେ ତୁମ୍ଭମାନଙ୍କର କୁକାର୍ୟ୍ଯରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମାରେ ସବେକ ଭବିଷ୍ଯଦ୍ବକ୍ତାଗଣଙ୍କ ହସ୍ତ ରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁଁ, ତଦନୁସା ରେ ମାରେ ବ୍ଯବସ୍ଥା ଓ ବିଧି ସବୁ ପାଳନ କର।

ନିହିମିୟା 9:30

ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।

ଯିଶାଇୟ 5:1

ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।

ଯିଶାଇୟ 20:2

ସହେି ସମୟରେ ସଦାପ୍ରଭୁ ଅମାେସଙ୍କ ପୁତ୍ର ଯିଶାଇୟଙ୍କ ଦ୍ବାରା ଏହି କଥା କହିଲେ, ୟାଅ, ତୁମ୍ଭ କଟିରୁ ଚଟବସ୍ତ୍ର କାଢ଼ ଓ ପାଦରୁ ପାଦୁକା କାଢ଼।' ଯିଶାଇୟ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ବିବସ୍ତ୍ର ଏବଂ ଶୂନ୍ଯପାଦ ହାଇେ ଭ୍ରମଣ କଲେ।

Interlinear

Choose Theme