Home Bibles ହୋଶେୟ 12:7 · ଓଡ଼ିଆ ବାଇବେଲ
ହୋଶେୟ 12:7 · ଓଡ଼ିଆ ବାଇବେଲ

ଯାକୁବ ଜଣେ ପ୍ରକୃତ ବ୍ଯବସାଯୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ଯ ଠକେ। ଏପରିକି ତାଙ୍କ ନିକିତି ମଧ୍ଯ ମିଛ କ ହେ।

Cross references

ଆଦି ପୁସ୍ତକ 49:18

ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।

ଲେବୀୟ ପୁସ୍ତକ 19:35

ତୁମ୍ଭମାନେେ ବିଚାର କଲା ବେଳେ କିମ୍ବା ମାପ କି ତୌଲ କଲା ବେଳେ ଅଧର୍ମ କରିବ ନାହିଁ।

ପ୍ରଥମ ଶାମୁୟେଲ 12:3

ମୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ଅଛି। ଯଦି ମୁ କିଛି ଭକ୍ସ୍ଟଲ କରିଛି ତୁମ୍ଭମାନେେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକକ୍ସ୍ଟ କକ୍ସ୍ଟହ। ମୁ କାହାର ଗଧ କିମ୍ବା ଗାଈ ଚୋରୀ କରିଛି କି? ମୁ କାହାକକ୍ସ୍ଟ ଆଘାତ କିମ୍ବା ଧୋକା ଦଇେଛି କି? ମୁ ମାରେ ଚକ୍ଷକ୍ସ୍ଟକକ୍ସ୍ଟ ଅନ୍ଧ କରିବା ପାଇଁ କାହା ହସ୍ତରକ୍ସ୍ଟ ଲାଞ୍ଚ ନଇେ ନାହିଁ, ଯେପରିକି ମୁ ଅନ୍ୟ ଦ୍ବାରା ଅପରାଧ କରିଥିବା ଉପଦ୍ରବ୍ଯ ଦେଖି ନପା ରେ? ଯଦି ମୁ ଏଥିରକ୍ସ୍ଟ କୌଣସିଟି କରିଛି, ତବେେ ମୁ ତାହା ଭରଣା କରିବା ପାଇଁ ପ୍ରସ୍ତକ୍ସ୍ଟତ ଅଛି।

ହିତୋପଦେଶ 11:1

ସଦାପ୍ରଭୁ ମିଥ୍ଯାର ନିକିତିକୁ ଘୃଣା କରନ୍ତି। କିନ୍ତୁ ସେ ସଠିକ ଓଜନକୁ ଭଲ ପାଆନ୍ତି।

ହିତୋପଦେଶ 16:11

ଓଜନ ଓ ଦଣ୍ଡି ସଦାପ୍ରଭୁଙ୍କର ଅଟେ, କିନ୍ତୁ ସଦାପ୍ରଭୁ ଯାହା ଓଜନ ପାଇଁ ବ୍ଯବହାର କରିବାକୁ ବଟକରାସବୁ ତିଆରି କଲେ।

ଯିଶାଇୟ 3:5

ଜଣେ ଅନ୍ୟ ଜଣଙ୍କ ଦ୍ବାରା ଓ ପ୍ରେତ୍ୟକକ ବ୍ଯକ୍ତି ଅନ୍ୟ ପ୍ରତିବାସୀ ଦ୍ବାରା ଆପଣା ପ୍ରତିବାସୀ ଦୁଃଖ କରିବେ। ବଳିଷ୍ଠ ବ୍ଯକ୍ତି, ବଯୋଜେଷ୍ଠ ବ୍ଯକ୍ତିଙ୍କୁ ଯତ୍ନ ନବେେ ନାହିଁ। ସାଧାରଣ ବ୍ଯକ୍ତି ମହତ ଲୋକମାନଙ୍କୁ ସମ୍ମାନ ଜଣାଇବେ ନାହିଁ।

ଯିଶାଇୟ 56:1

ସଦାପ୍ରଭୁ ଏହିସବୁ କହିଛନ୍ତି, ତୁମ୍ଭମାନେେ ନ୍ଯାଯ ପଥ ଏବଂ ତୁମ୍ଭର କର୍ତ୍ତବ୍ଯକୁ ଧର୍ମାନୁସା ରେ ଅନୁସରଣ କର। କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସଙ୍କଟ ଜନକ।

ଯିହିଜିକଲ 16:3

ଏବଂ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ ୟିରୁଶାଲମକୁ ଏହି କଥା କହନ୍ତି, ତୁମ୍ଭର ଉତ୍ପତ୍ତି ଜନ୍ମସ୍ଥାନ କିଣାନୀଯ ଦେଶ ଅଟେ। ତୁମ୍ଭର ପିତା ଇ ମାରେୀଯ ଓ ମାତା ଜଣେ ହିତ୍ତୀଯା ଥିଲେ।

ଯିହିଜିକଲ 22:29

ସାଧାରଣ ଲୋକେ ପରସ୍ପର ପ୍ରତି ଅତ୍ଯାଚାର କରନ୍ତି ଓ ଚୋରି କରନ୍ତି, ସମାନେେ ଗରିବ ଓ ଦୀନହୀନମାନଙ୍କୁ ଠକନ୍ତି। ସମାନେେ ବିଦେଶୀମାନଙ୍କୁ ସମାନଙ୍କେ ମଧିଅରେ ବସବାସ କରୁଥିବା ନ୍ଯାଯରୁ ବଞ୍ଚିତ କରି ଅତ୍ଯାଚାର କରନ୍ତି।

ହୋଶେୟ 14:2

କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,

ଯୋୟେଲ 2:12

ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।

ଆମୋଷ 2:7

ସମାନେେ ଦରିଦ୍ର ଲୋକମାନଙ୍କର ମୁଖମଣ୍ତଳକୁ ଭୂମିରେ ମାଡି ଦଣ୍ତ ଦେଉଥିଲେ ଓ ସମାନଙ୍କେୁ ପଦାଘାତ କରୁଥିଲେ। ସମାନେେ ଅସହାୟ ଲୋକମାନଙ୍କର ଦୁଃଖ ଓ ଦୁର୍ଦ୍ଦଶା ଶୁଣୁ ନଥିଲେ। ମାରେ ପବିତ୍ର ନାମକୁ କଳୁଷିତ କରିବାକୁ ୟାଇ ଜଣେ ବ୍ଯକ୍ତି ଓ ତା'ର ପିତା, ଜଣେ ରମଣୀ ସହ ୟୌନ ସଂପର୍କ ରଖିଥିଲେ।

ଆମୋଷ 3:9

ତୁମ୍ଭେ ଅସ୍ଦୋଦର ଓ ମିଶର ରାଜପ୍ରାସାଦ ରେ ଏହି ବାର୍ତ୍ତା ଘାଷେଣା କର, ଶମରିଯାର ପର୍ବତମାଳା ଶିଖରକୁ ଆସ ଏବଂ ସଠାେକାର କୋଳାହଳ ଓ ଦଙ୍ଗାକୁ ଦେଖ। ସମାନେେ ଅନ୍ୟ ଲୋକମାନଙ୍କ ପ୍ରତି ବହୁତ ନିଷ୍ଠୁର ଅଟନ୍ତି।

ଆମୋଷ 4:1

ହେ ଶମରିଯାର ପର୍ବତବାସିନୀ, ବାଶନର ରମଣୀମାନେ, ତୁମ୍ଭମାନେେ ମାରେ ଏହି ବାକ୍ଯ ଶୁଣ। ତୁମ୍ଭମାନେେ ଦରିଦ୍ର ଲୋକଙ୍କୁ ଆଘାତ ଦଇେ ଦରିଦ୍ରମାନଙ୍କୁ ଦଳି ଦଇେଛ ଆଉ ମଧ୍ଯ ତୁମ୍ଭର ସ୍ବାମୀମାନଙ୍କୁ କହିଛ, ଆମ୍ଭମାନଙ୍କୁ କିଛି ପାନ କରିବାକୁ ଦିଅ।

ଆମୋଷ 5:11

ତୁମ୍ଭମାନେେ ଦରିଦ୍ରମାନଙ୍କଠାରୁ ଅସାଧୁ ଉପାଯ ରେ କର ନେଉଅଛ ଏବଂ ସମାନଙ୍କେର ଗହମ ବଳପୂର୍ବକ ନେଉଅଛ। ତୁମ୍ଭମାନେେ କାରୁକାର୍ୟ୍ଯ ପଥର ରେ ସୁନ୍ଦର ଘର ନିର୍ମାଣ କରିଛ, କିନ୍ତୁ ତୁମ୍ଭମାନେେ ସହେି ଘ ରେ ରହିପାରିବ ନାହିଁ। ତୁମ୍ଭମାନେେ ସୁନ୍ଦର ଦ୍ରାକ୍ଷାଗଛ କ୍ଷେତ୍ର ରେ ଲଗାଇଛ କିନ୍ତୁ ସେ ଦ୍ରାକ୍ଷାରସ ପାନ କରିପାରିବ ନାହିଁ।

ଆମୋଷ 8:5

ତୁମ୍ଭେ ବ୍ଯବସାଯୀଗଣ କହୁଛ, କେତବେେଳେ ଅମାବାସ୍ଯା ଗତ ହବେ ଓ ଆମ୍ଭମାନେେ ଆମ୍ଭର ଶସ୍ଯ ବୀକ୍ରି କରିବୁ? ପୁଣି କେତବେେଳେ ବିଶ୍ରାମଦିନ ଗତ ହବେ, ଆମ୍ଭେ ଆମ୍ଭର ଗହମ ବୀକ୍ରିପାଇଁ ଆଣିବୁ? ଆମ୍ଭମାନେେ ଓଜନର ମାପ କମାଇବୁ ଏବଂ ଜିନିଷର ମୂଲ୍ଯ ବୃଦ୍ଧି କରିବୁ। ଆମ୍ଭମାନେେ ତରାଜୁକୁ କମ୍ ବେଶୀକରି ଲୋକମାନଙ୍କୁ ଠକିବୁ।

ମୀଖା 2:1

ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।

ମୀଖା 3:1

ତା'ପ ରେ ମୁଁ କହିଲି, ହେ ଯାକୁବର ପ୍ରାଚୀନଗଣ ଓ ଇଶ୍ରାୟେଲ ବଂଶର ଶାସକଗଣ, ମାେ କଥା ଶୁଣ, ତୁମ୍ଭମାନେେ ନ୍ଯାଯ କ'ଣ ଜାଣିବା ଉଚିତ।

ମୀଖା 6:10

ମନ୍ଦାଗ୍ଭରୀଗଣ କ'ଣ ଏବେ ସୁଦ୍ଧା ଗ୍ଭରେି ଧନସମ୍ପତ୍ତିକୁ ଲୁଗ୍ଭଇ ରଖିଛନ୍ତି? ସହେି ମନ୍ଦାଗ୍ଭରୀଗଣ ଏବେ କ'ଣ େଛାଟ ଐଫା ରେ ଲୋକମାନଙ୍କୁ ପ୍ରତାରଣା କରୁଛନ୍ତି? ହଁ, ଏହିସବୁ ଘଟଣା ଏବେ ମଧ୍ଯ ଘଟୁଅଛି।

ମୀଖା 7:2

ମୁଁ ବୁଝୁଛି, ଦେଶରୁ ସମସ୍ତ ବିଶ୍ବସ୍ତ ଓ ଉତ୍ତମ ଲୋକ ଗ୍ଭଲି ୟାଇଛନ୍ତି। ପ୍ରେତ୍ୟକକ ଅନ୍ୟକୁ ମାରିବାକୁ ଅପେକ୍ଷା କରି ରହିଛନ୍ତି। ପ୍ରେତ୍ୟକକ ନିଜର ଭାଇକୁ ମଧ୍ଯ ଜାଲ ରେ ପକାଇବାକୁ ଚେଷ୍ଟା କରୁଛନ୍ତି।

ଯିଖରିୟ 7:9

ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କଥା କହିଲେ, ଯଥାର୍ଥ ନ୍ଯାଯ ଆଚରଣ କର, ନିଜ ନିଜ ଭ୍ରାତୃଗଣଙ୍କ ପ୍ରତି ଦୟା ଓ କରୁଣା ପ୍ରକାଶ କର।

ଯିଖରିୟ 14:21

ସମସ୍ତ ଜଳପାତ୍ର ୟିରୁଶାଲମ ଓ ଯିହୁଦା ରେ ସର୍ବଶକ୍ତିମାନ ସଦାପ୍ରଭୁଙ୍କ ପାଇଁ ପବିତ୍ର ହବେ। ନବୈେଦ୍ଯ ବଳିଦାନ ପ୍ରଦାନ କରୁଥିବା ସମସ୍ତ ଲୋକ ଆସିବେ ଏବଂ ସମାନଙ୍କେଠାରୁ ଜଳପାତ୍ର ନବେେ ଏବଂ ବଳିଦାନର ମାଂସ ରନ୍ଧନ କରିବେ।

ମଲାଖୀ 3:5

ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।

ଯୋହନଲିଖିତ ସୁସମାଚାର 2:16

ତା'ପରେ ଯୀଶୁ କପୋତ ବପୋରୀମାନଙ୍କୁ ଯାଇ କହିଲେ, ଏସବୁ ଜିନିଷଗୁଡିକ ଏଠାରୁ ନଇଯାେଅ। ମାରେ ପରମପିତାଙ୍କ ଘରକୁ ଗୋଟିଏ ବାଣିଜ୍ଯ ଗୃହ ରେ ପରିଣତ କର ନାହିଁ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:9

ଯେଉଁମାନେ ଧନୀ ହବୋକୁ ଚାହୁଁଛନ୍ତି, ସମାନେେ ପ୍ରଲୋଭନ ଫାନ୍ଦ ରେ ପଡ଼ି ଯାଆନ୍ତି। ଅନକେ ମୂର୍ଖତାପୂର୍ଣ୍ଣ ଓ ଦୁଃଖ ଦେଉଥିବା ବିଷୟଗୁଡ଼ିକ ପାଇଁ ସମାନେେ ଇଚ୍ଛା ପୋଷଣ କରନ୍ତି। ସଗେୁଡ଼ିକ ଲୋକମାନଙ୍କୁ ନଷ୍ଟ କରି ତଳିତଳାନ୍ତ କରିଦିଏ।

ଯାକୁବଙ୍କ ପତ୍ 5:4

ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।

Interlinear

Choose Theme