Home Bibles ହୋଶେୟ 2:10 · ଓଡ଼ିଆ ବାଇବେଲ
ହୋଶେୟ 2:10 · ଓଡ଼ିଆ ବାଇବେଲ

ବର୍ତ୍ତମାନ ଆମ୍ଭେ ତାକୁ ଉଲଗ୍ନ କରିଦବୋ। ତା'ର ଉଲଗ୍ନ ଶରୀର ତା'ର ପ୍ ରମେିକ ଲୋକମାନେ ଦେଖିବେ। ଆମ୍ଭ କବଳରୁ ତା'କୁ କହେି ରକ୍ଷା କରିପାରିବେ ନାହିଁ।

Cross references

ଦିତୀୟ ବଂଶାବଳୀ 24:7

ଅତୀତ ରେ, ଅଥଲିଯାଙ୍କ ପୁତ୍ରମାନେ ପରମେଶ୍ବରଙ୍କ ମନ୍ଦିର ଭାଙ୍ଗି ଭିତ ରେ ପ୍ରବେଶ କରିଥିଲେ। ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସାମଗ୍ରୀଗୁଡ଼ିକୁ ସମାନେେ ବାଲ୍-ଦବଗେଣର ପୂଜା କରିବା ନିମନ୍ତେ ବ୍ଯବହାର କରିଥିଲେ। ଅଥଲିଯା ଜଣେ ଅତି ଦୁଷ୍ଟା ସ୍ତ୍ରୀ ଥିଲେ।

ଗୀତସଂହିତା 50:22

ହେ ଲୋକମାନେ ତୁମ୍ଭେ ପରମେଶ୍ବରଙ୍କୁ ଭୁଲି ୟାଇଛ। ତଣେୁ ତୁମ୍ଭମାନେେ ଭଲଭାବେ ବୁଝିବା ଉଚିତ୍ ୟେ ମୁଁ ତୁମ୍ଭକୁ ଖଣ୍ଡ ଖଣ୍ଡ କରି ଚିରିଦବେି। ୟଦି ତାହା ଘଟେ ତବେେ ତୁମ୍ଭକୁ କୌଣସି ବ୍ଯକ୍ତି ଉଦ୍ଧାର କରିପାରିବେ ନାହିଁ।

ହିତୋପଦେଶ 11:21

ଏହା ନିଶ୍ଚିତ ସତ୍ଯ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ।

ଯିଶାଇୟ 3:17

ମାରେ ପ୍ରଭୁ ସହେି ସିୟୋନ କନ୍ଯାମାନଙ୍କର ମସ୍ତକରେ ଘାଆ କରିବେ। ସଦାପ୍ରଭୁ ସହେି ସ୍ତ୍ରୀଲୋକମାନଙ୍କର ମସ୍ତକର କେଶ ରାଶିକୁ ଉତ୍ପାଟନ କରିବେ।

ଯିରିମିୟ 13:22

ଯଦି ତୁମ୍ଭେ ନିଜକୁ ପଚାରିବ, ଏହି ଦଶା ମାେ ପ୍ରତି କାହିଁକି ଘଟିଲା, ତବେେ ଉତ୍ତର ରେ କୁହାୟିବ ତୁମ୍ଭର ପାପ ଅଧିକ ହବୋ ଯୋଗୁଁ ଏହା ହେଲା। ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାୟାଇଅଛି ଓ ତୁମ୍ଭର ପାଦକୁ କଷ୍ଟ ଦିଆୟାଇଅଛି।

ଯିରିମିୟ 13:26

ଏ ନିମନ୍ତେ ଏହା ଆମ୍ଭେ ୟିଏକି ତୁମ୍ଭ ବସ୍ତ୍ରାଞ୍ଚଳ ତୁମ୍ଭ ମୁହଁକୁ ଟକେିଥିଲୁ, ଯାହାଫଳ ରେ ସମେସ୍ତ ତୁମ୍ଭମାନଙ୍କର ନଗ୍ନତା ଦେଖିପାରିନଥିଲେ।

ଯିହିଜିକଲ 16:16

ଏବଂ ତୁମ୍ଭେ ଆପଣା ବସ୍ତ୍ରର କିଛି ଅଂଶ ନଇେ ଆପଣା ପାଇଁ ନାନା ରଙ୍ଗ ରେ ଭୂଷିତ ଉଚ୍ଚସ୍ଥଳୀ ନିର୍ମାଣ କଲ ଓ ତହିଁ ଉପ ରେ ବ୍ଯଭିଚାରିଣୀ କର୍ମ କଲ। ଏପରି କାର୍ୟ୍ଯ ଘଟିବା ଉଚିତ୍ ନୁହେଁ।

ଯିହିଜିକଲ 16:19

ପୁଣି ଆମ୍ଭେ ଯେଉଁ ସରୁ ମଇଦା, ତୈଳ ଓ ମଧୁ ତୁମ୍ଭ ଖାଦ୍ୟ ପାଇଁ ଦଇେଥିଲୁ, ତୁମ୍ଭେ ସେସବୁ ସୌରଭାର୍ଥେ ସମାନଙ୍କେ ସମ୍ମୁଖ ରେ ରଖିଲ। ତୁମ୍ଭେ ଗଣିକା ସଦୃଶ ସହେି ପ୍ରତିମାଗଣଙ୍କୁ ସନ୍ତୁଷ୍ଟ କରିବାକୁ ଏହିସବୁ କଲ। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି।

ଯିହିଜିକଲ 16:36

ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ତୁମ୍ଭର ପ୍ ରମେିକଗଣ ସଙ୍ଗେ ବ୍ଯଭିଚାର ହତେୁ ତୁମ୍ଭର ଉଲଗ୍ନତା ଅନାବୃତ ହାଇେଅଛି। ତୁମ୍ଭେ ତୁମ୍ଭର ଘୃଣ୍ଯ ମୂର୍ତ୍ତିମାନଙ୍କୁ ଆପଣା ସନ୍ତାନଗଣର ରକ୍ତ ଦଇେଅଛି।

ଯିହିଜିକଲ 23:29

ଆଉ ସମାନେେ ତୁମ୍ଭକୁ ଘୃଣ୍ଯ ଭାବରେ ବ୍ଯବହାର କରିବେ ଓ ତୁମ୍ଭର ସମସ୍ତ ପରିଶ୍ରମର ଫଳ ହରଣ କରିବେ। ପୁଣି ତୁମ୍ଭକୁ ଉଲଗ୍ନା ଓ ବିବସନା କରି ଛାଡ଼ି ଦବେେ। ତଦ୍ଦ୍ବାରା ତୁମ୍ଭର ବ୍ଯଭିଚାର ଜନିତ ଉଲଗ୍ନତା, ତୁମ୍ଭର ଲମ୍ଫଟତା ଓ ତୁମ୍ଭର ବେଶ୍ଯାବୃତ୍ତି ପ୍ରକାଶ ପାଇବ।

ହୋଶେୟ 2:3

ଯଦି ସେ ତା'ର ବ୍ଯଭିଗ୍ଭରିତା ବନ୍ଦ ନକରେ, ତବେେ ଆମ୍ଭେ ତାକୁ ଉଲଗ୍ନ କରିବା, ସେ ଯେପରି ଜନ୍ମ ହେଲା ସମୟରେ ନମ୍ର ଥିଲା। ଆମ୍ଭେ ତା'ର ସମସ୍ତ ଲୋକମାନଙ୍କୁ ନଇୟିବୋ ଏବଂ ସେ ମରୁଭୂମି ପରି ଶୂନ୍ଯ ହାଇଯେିବ। ଆମ୍ଭେ ତାକୁ ଶୋଷ ରେ ମାରିବା।

ହୋଶେୟ 5:13

ଇଫ୍ରଯିମ ତା'ର ପୀଡିତାବସ୍ଥା ଦେଖିଲା ଓ ଯିହୁଦା ତା'ର କ୍ଷତକୁ ଦେଖିଲା। ଏହି କାରଣରୁ ଇଫ୍ରଯିମ ଅଶୂରକୁ ସାହାୟ୍ଯ ପାଇଁ ଗଲା। ସମାନେେ ସହେି ମହାରାଜାଙ୍କୁ ସମାନଙ୍କେର ସମସ୍ଯା ଜଣାଇଲେ। କିନ୍ତୁ ରାଜା ସମାନଙ୍କେୁ ଆରୋଗ୍ୟ କରିବାକୁ ଅସମର୍ଥ, ସେ ସମାନଙ୍କେର କ୍ଷତଗୁଡିକୁ ଆରୋଗ୍ୟ କରିପାରିବେ ନାହିଁ।

ହୋଶେୟ 10:1

ଇଶ୍ରାୟେଲ ଦ୍ରାକ୍ଷାଲତା ସଦୃଶ ପ୍ରଚୁର ଫଳ ଧାରଣ କରେ। କିନ୍ତୁ ଯେତବେେଳେ ଇଶ୍ରାୟେଲ ଅଧିକ ଜିନିଷ ଲାଭକଲେ ସେତବେେଳେ ସେ ଭଣ୍ତ ଦବେତାଙ୍କ ପୂଜା ପାଇଁ ଅଧିକ ୟଜ୍ଞବଦେୀ ନିର୍ମାଣ କଲେ। ତାଙ୍କର ରାଜ୍ଯ ଅଧିକ ଭଲ ହେଲା। ତେଣୁ ସେ ଭଣ୍ତ ଦବେତାଙ୍କ ପୂଜାଲାଗି ଅତିସୁନ୍ଦର ପଥରମାନ ସ୍ଥାପନ କଲେ।

ହୋଶେୟ 13:1

ଇଫ୍ରଯିମ ଇଶ୍ରାୟେଲ ରେ ନିଜକୁ ମହାନ୍ କରି ଦଲୋ। ସେ କହିଲା ବେଳେ ଲୋକେ ଭୟ ରେ ଥରିଲେ। କିନ୍ତୁ ସେ ବାଲ ଦବେତାଙ୍କୁ ପୂଜାକରି ଦୋଷୀ ହେଲେ ଏବଂ ମୃତ୍ଯୁବରଣ କଲେ।

ହୋଶେୟ 13:7

ସେଥିପାଇଁ ଆମ୍ଭେ ସିଂହ ଓ ବ୍ଯାଘ୍ର ସଦୃଶ ହାଇେ ରାସ୍ତାକଡ ରେ ସମାନଙ୍କେୁ ଅପେକ୍ଷା କରିବା।

ମୀଖା 5:8

ବହୁ ଗୋଷ୍ଠୀ ମଧିଅରେ ବିକ୍ଷିପ୍ତ ହାଇେଥିବା ଯାକୁବର ଅବଶିଷ୍ଟାଂଶ ଜଙ୍ଗଲର ପ୍ରାଣୀମାନଙ୍କ ମଧିଅରେ ସିଂହ ସଦୃଶ ବସବାସ କରିବେ। ଆଉ ମଧ୍ଯ ସମାନେେ ମଷେ ପଲ ରେ ୟୁବା ସିଂହ ସଦୃଶ ଲୋକମାନଙ୍କୁ ଦଳି ପକାଇବେ। ସିଂହ ଜଙ୍ଗଲ ମଧିଅରେ ନିଜ ଇଚ୍ଛା ଅନୁସାରେ ଗତି କରେ ଓ ଯେଉଁ ପ୍ରାଣୀକୁ ଆକ୍ରମଣ କରେ, ତାକୁ କହେି ରକ୍ଷା କରି ପାରିବେ ନାହିଁ।

ଲୂକଲିଖିତ ସୁସମାଚାର 12:2

ଲୁଚି ରହିଥିବା ପ୍ରେତ୍ୟକକ ଜିନିଷକୁ ପ୍ରକାଶ କରି ଦିଆୟିବ। ଗୋପନ ରେ ରହିଥିବା ପ୍ରେତ୍ୟକକ ବିଷୟକୁ ପ୍ରକାଶ କରାୟିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:5

ଅତଏବ, ଠିକ୍ ସମୟ ନ ଆସିବା ପର୍ୟ୍ଯନ୍ତ ଅର୍ଥାତ୍ ପୁନରାଗମନ ପର୍ୟ୍ଯନ୍ତ, କୌଣସି କଥାର ବିଚାର କରିବା ଅନୁଚିତ। ସେ ଅନ୍ଧକାର ରେ ରହିଥିବା ବିଷୟ ଗୁଡ଼ିକୁ ଲୋକମାନଙ୍କ ସମ୍ମୁଖକୁ ଆଣିବେ। ସେ ମଣିଷର ହୃଦୟ ଭିତ ରେ ଥିବା ଗୁପ୍ତ ଉଦ୍ଦେଶ୍ଯ ଗୁଡ଼ିକୁ ପ୍ରକାଶ କରିବେ। ସେତବେେଳେ ପରମେଶ୍ବର ପ୍ରେତ୍ୟକକଙ୍କୁ ଯାହାର ପ୍ରାପ୍ଯ ପ୍ରଶଂସା ତାହା ପ୍ରଦାନ କରିବେ।

Interlinear

Choose Theme