ପୃଥିବୀ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ଉତ୍ପାଦନ କରିବ ଏବଂ ସେ ସବୁ ୟିଷ୍ରିଯଲରେ ଗ୍ଭହିଦା ପୂରଣ କରିବ।
Cross references
ତୁମ୍ଭର 'ଦେଶ ପରିତ୍ଯକ୍ତା ବୋଲି' ନାମିତ ହବେ ନାହିଁ ; କିମ୍ବା ତୁମ୍ଭର ଦେଶକୁ କହେି ଅନାଥିନୀ' ବୋଲି ଜାଣିବେ ନାହିଁ। ମାତ୍ର ତୁମ୍ଭର ଦେଶ ବରଂ 'ପରମେଶ୍ବରଙ୍କ କନ୍ଯା' ରୂପେ ବିବଚେିତ ହବେ ଏବଂ ମାରେ ଉଲ୍ଲାସ ତାହାର ମଧ୍ଯ ହାଇେଅଛି' କାରଣ ସଦାପ୍ରଭୁ ତୁମ୍ଭ ଉପ ରେ ସନ୍ତାଷେ ଅଛନ୍ତି।
ଆମ୍ଭେ ସଦାପ୍ରଭୁ ଅଟୁ, ଏହା ସମାନଙ୍କେୁ ଜଣାଇବା ପାଇଁ ମନ ଦବୋ। ତାହା ହେଲେ ସମାନେେ ଆମ୍ଭର ଲୋକ ହବେେ ଓ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ କାରଣ ସମାନେେ ସର୍ବାନ୍ତଃକରଣ ରେ ଆମ୍ଭ ନିକଟକୁ ଫରେି ଆସିବେ।
ପୁଣି ସମାନେେ ଆସ ସିୟୋନ୍ର ପର୍ବତ ରେ ଗାନ କରିବେ ଓ ସୋର୍ତତୁଲ୍ଯ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ଯ, ଦ୍ରାକ୍ଷାରସ, ତଲେ, ପଲର ମଷେଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସମାନଙ୍କେର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ଯ ହବେ। ସମାନେେ ଆଉ ଦୁଃଖୀ ହବେେ ନାହିଁ।
ସଦାପ୍ରଭୁ ହାେେଶୟକୁ କହିଲେ, ତା'ର ନାମ ୟିଷିଯଲେ ଦିଅ। କାହିଁକି? କାରଣ ଅଳ୍ପ ସମୟ ପ ରେ ମୁଁ ଯହେୂର ପରିବାରକୁ ଦଣ୍ତ ଦବେି। କାରଣ ସେ ୟିଷ୍ରିଯଲେ ଉପତ୍ୟକା ରେ ରକ୍ତପାତ କରିଥିଲେ। ତା'ପ ରେ ମୁଁ ଇଶ୍ରାୟେଲ ସାମ୍ରାଜ୍ଯର ପତନ ଘଟାଇବି।
ତା'ପ ରେ ଯିହୁଦା ଓ ଇଶ୍ରାୟେଲର ଲୋକମାନେ ଏକତ୍ରୀତ ହବେେ। ସମାନେେ ସମାନଙ୍କେ ପାଇଁ ଜଣେ ରାଜା ବାଛିବେ ଏବଂ ସମାନଙ୍କେର ଦେଶ ସବୁଠାରୁ ବଡ ହବେ। ୟିଷ୍ରିଯଲରେ ସମୟ ପ୍ରକୃତ ବଡ ହବେ।
ସଦାପ୍ରଭୁ ତାଙ୍କ ନିଜ ଲୋକଙ୍କୁ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ଶସ୍ଯ, ଦ୍ରାକ୍ଷାରସ ଓ ତୈଳ ପ୍ରଚୁର ପରିମାଣ ରେ ଦବୋ ଓ ତୁମ୍ଭମାନେେ ସେଥି ରେ ତୃପ୍ତ ହବେ। ଆଉ ଏଣିକି ତୁମ୍ଭମାନଙ୍କୁ ଅନ୍ୟ ଦେଶର ଲୋକମାନଙ୍କ ଦ୍ବାରା ନିନ୍ଦିତ କରିବା ନାହିଁ।
ଆମ୍ଭେ ସମାନଙ୍କେୁ ଏଠାକୁ ଫରୋଇ ଆଣିବା ଏବଂ ସମାନେେ ୟିରୁଶାଲମ ମଧିଅରେ ବାସ କରିବେ। ସମାନେେ ଆମ୍ଭର ଲୋକ ହବେେ ଏବଂ ଆମ୍ଭେ ସମାନଙ୍କେର ବିଶ୍ବସ୍ଥ ଏବଂ ନ୍ଯାଯବାନ୍ ପରମେଶ୍ବର ହବୋ।