Home Bibles ହୋଶେୟ 4:12 · ଓଡ଼ିଆ ବାଇବେଲ
ହୋଶେୟ 4:12 · ଓଡ଼ିଆ ବାଇବେଲ

ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସମାନେେ ଭାବନ୍ତି ସହେି କାଠଖଣ୍ତଗୁଡିକ ସମାନଙ୍କେୁ ଉତ୍ତର ଦବେ। କାରଣ, ସମାନେେ ଗଣିକାମାନଙ୍କପରି ମିଥ୍ଯାପ୍ରତିମାଙ୍କ ପଛ ରେ ଅନୁଧାବନ କରିଛନ୍ତି। ସମାନେେ ପରମେଶ୍ବରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହାଇୟୋଇଥିଲେ।

Cross references

ଲେବୀୟ ପୁସ୍ତକ 17:7

ତହିଁରେ ସମାନେେ ଯେଉଁ ଛାଗ ପ୍ରତିମାମାନଙ୍କ ସହିତ ବ୍ଯଭିଚାର କରୁଅଛନ୍ତି, ସମାନଙ୍କେ ଉଦ୍ଦେଶ୍ଯ ରେ ଆଉ ବଳିଦାନ କରିବେ ନାହିଁ। ଏହା ସମାନଙ୍କେର ପୁରୁଷାନୁକ୍ରମେ ପାଳନୀଯ ଅନନ୍ତକାଳୀନ ବିଧି ହବେ।

ଲେବୀୟ ପୁସ୍ତକ 20:5

ତବେେ ମୁଁ ସହେି ଲୋକ ବିରୁଦ୍ଧ ରେ ଓ ତା'ର ବଂଶ ବିରୁଦ୍ଧ ରେ ୟିବି, ସମେନଙ୍କର ମାେଲକ୍ ଦବେତା ସହିତ ଜଡିତ ହବୋ କାରଣରୁ, ତା'ର ଦେଶବାସୀଠରୁ ତାକୁ ଓ ତା'ର ଅସୁସରଣକାରୀମାନଙ୍କୁ ଦୁ ରଇେ ରଖିବି।

ଗଣନା ପୁସ୍ତକ 15:39

ତୁମ୍ଭମାନେେ ଯେପରି ସହେି ଝାଲର ଏକାଠି ବନ୍ଧା ହାଇେଥିବା ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ମନେ କରି ପାଳନ କରିବ। ଆଉ ତୁମ୍ଭମାନେେ ସଦାପ୍ରଭୁଙ୍କ ଆଜ୍ଞାକୁ ଭୁଲି ମନ ଓ ଚକ୍ଷୁ ଅନୁସାରେ ବ୍ଯଭିଚାର କର ନାହିଁ।

ଦିତୀୟ ବିବରଣ 31:16

ସେତବେେଳେ ସଦାପ୍ରଭୁ ମାଶାଙ୍କେକ୍ସ୍ଟ କହିଲେ, ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶଯନ କରିବ। ଏହାପରେ ଏହି ଲୋକମାନେ ଉଠିବେ। ପକ୍ସ୍ଟଣି ଯେଉଁ ଦେଶ ରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସହେି ସ୍ଥାନ ରେ ବିଦେଶୀଯ ଦବଗେଣର ଅନକ୍ସ୍ଟଗାମୀ ହାଇେ ବ୍ଯଭିଗ୍ଭର କରିବେ ଓ ଆମ୍ଭକକ୍ସ୍ଟ ତ୍ଯାଗ କରିବେ। ଆମ୍ଭେ ସମାନଙ୍କେ ସହିତ ଯେଉଁ ନିଯମ କରିଅଛକ୍ସ୍ଟ, ତାହା ଲଙ୍ଘନ କରିବେ।

ବିଚାରକର୍ତାମାନଙ୍କ ବିବରଣ 18:5

ତେଣୁ ସମାନେେ ତାହାକକ୍ସ୍ଟ କହିଲେ, ଆମ୍ଭମାନେେ ତୁମ୍ଭକୁ ବିନଯ କରୁଅଛକ୍ସ୍ଟ। ପରମେଶ୍ବରଙ୍କ ନିକଟରେ ପ୍ରଗ୍ଭର ଆମ୍ଭମାନଙ୍କ ୟିବା ବାଟରେ ମଙ୍ଗଳ ହବେ କି ନାହିଁ। ତାହା ଆମ୍ଭେ ଜାଣିବାକକ୍ସ୍ଟ ଗ୍ଭହକ୍ସ୍ଟଁ।

ଦିତୀୟ ରାଜାବଳୀ 17:7

ଏସବୁ ଘଟିବାର କାରଣ ହେଲା ଇଶ୍ରାୟେଲୀୟମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବର ବିରୁଦ୍ଧ ରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସମାନଙ୍କେୁ ମିଶରରୁ ଅଣାଇ ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କରିଥିଲେ, ସମାନେେ ତାଙ୍କୁ ପୂଜା ନ କରି ଅନ୍ୟ ଦବେତାମାନଙ୍କୁ ପୂଜା କଲେ।

ଦିତୀୟ ବଂଶାବଳୀ 21:13

କିନ୍ତୁ ତୁମ୍ଭେ ଇଶ୍ରାୟେଲର ରାଜାମାନଙ୍କ ପରି ଜୀବନୟାପନ କରିଅଛ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ ପରମେଶ୍ବରଙ୍କ ଇଚ୍ଛାନୁୟାଯୀ କର୍ମ କରିବାରୁ ନିବୃତ୍ତ କରିଅଛ। ଆହାବ ଓ ତାଙ୍କର ପରିବାର ଏହିପରି କରିଥିଲେ। ସମାନେେ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ହାଇେଥିଲେ। ତୁମ୍ଭେ ତୁମ୍ଭର ଭ୍ରାତାମାନଙ୍କୁ ହତ୍ଯା କରିଅଛ ଏବଂ ତୁମ୍ଭର ପିତାଙ୍କର ସମସ୍ତ ସତ୍ତିକୁ ନଷ୍ଟ କରିଛ। ତୁମ୍ଭର ଭ୍ରାତାମାନେ ତୁମ୍ଭଠାରୁ ଉତ୍ତମ ଥିଲେ।

ଗୀତସଂହିତା 73:27

ହେ ପରମେଶ୍ବର, ୟେ ତୁମ୍ଭକୁ ଛାଡ଼ିବ ସେ ବିନଷ୍ଟ ହବେ। ତୁମ୍ଭେ ସହେି ଲୋକମାନଙ୍କୁ ଧ୍ବଂସ କର ଯେଉଁମାନେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି।

ଯିଶାଇୟ 44:18

ସସହିସଲାକମାଲନ କ'ଣ କରୁଛନ୍ତି ଜାଣନ୍ତି ନାହିଁ କି ବିଚାର କରନ୍ତି ନାହିଁ।ସସମାଲନସଯପରିସଦଖି ନ ପାରିଲବ ଏଥିପାଇଁସସମାନଙ୍କର ଚକ୍ଷୁ ଓସସମାଲନସଯପରି ବୁଝି ନ ପାରିଲବ, ଏଥିପାଇଁସସମାନଙ୍କର ଚିତ୍ତସସ ମୁଦ୍ରିତ କରିଛନ୍ତି।

ଯିଶାଇୟ 44:20

ସଯ ଭସ୍ମସଭାଜନ କଲର,ସସ ନିଜର ଜୀବନକୁ ରକ୍ଷା କରିପାସର ନାହିଁ।ସମା ଦକ୍ଷିଣ ହସ୍ତସର ଏହି ସମସ୍ତ ବିଷଯସର କ'ଣସକୗଣସି ମିଥ୍ଯା ନାହିଁ ? କହିପାସର ନାହିଁ। ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।

ଯିରିମିୟ 2:27

ସମାନେେ ଏକ କାଠ ମୁଣ୍ଡାକୁ କହନ୍ତି, ତୁମ୍ଭେ ଆମ୍ଭର ପିତା' ଓ ଖଣ୍ଡେ ପଥରକୁ କହନ୍ତି, 'ତୁମ୍ଭେ ଆମ୍ଭକୁ ଜନ୍ମ କରିଅଛ।' ସମାନେେ ସେଥିପାଇଁ ଲଜ୍ଜିତ ହବେେ। ପୁଣି ସମାନେେ ଆମ୍ଭ ଆଡ଼କୁ ମୁଖ ନ କରି, ଆମ୍ଭ ଆଡ଼କୁ ପଛପଟ କରିଅଛନ୍ତି। ମାତ୍ର ବିପଦ ସମୟରେ ଯିହୁଦାର ଲୋକମାନେ କହିବେ, 'ତୁମ୍ଭେ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର।'

ଯିରିମିୟ 3:1

ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 10:8

ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।

ଯିରିମିୟ 23:13

ଶମରିଯାର ଭବିଷ୍ଯଦବକ୍ତାମାନଙ୍କ ମଧିଅରେ ବିରକ୍ତିକର ବସ୍ତୁ ମୁଁ ଦେଖିଅଛି। ସମାନେେ ବାଲଦବେ ନାମ ରେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରି ଇଶ୍ରାୟେଲ ଲୋକମାନଙ୍କୁ କୁପଥରେ ଚଳାଇଲେ।

ଯିହିଜିକଲ 16:1

ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

ଯିହିଜିକଲ 20:32

ତୁମ୍ଭମାନେେ କହୁଛ, ଆସ ଆମ୍ଭମାନେେ ଅନ୍ୟ ଦେଶୀଯମାନଙ୍କ ପରି ହବୋ, ଗୋଷ୍ଠୀଯମାନଙ୍କ ପରି ହବୋ, ଯେଉଁମାନେ କାଠ ଓ ପଥରର ପୂଜା କରନ୍ତି। ତୁମ୍ଭମାନଙ୍କର ମନ ରେ ଉଠୁଥିବା ଏହି ଇଚ୍ଛା କବେେ ପୂରଣ ହବେ ନାହିଁ।'

ଯିହିଜିକଲ 21:21

କାରଣ ବାବିଲର ରାଜା ଦୁଇଟି ସଡ଼କର ମିଶିଥିବା ସ୍ଥାନ ରେ ଛିଡ଼ା ହବେେ। ସେ ତୀରଗୁଡ଼ିକୁ ନିକ୍ଷପେ କରି ଗୁଳାବାଣ୍ଟ ସାହାୟ୍ଯ ରେ ମୂର୍ତ୍ତିମାନଙ୍କୁ ବୁଝାସୁଝା କରି ଏବଂ ପ୍ରକୃତକୁ ପରୀକ୍ଷା କରି ଭବିଷ୍ଯ ଚିହ୍ନ ଖାଜେି ବୁଲିବେ।

ଯିହିଜିକଲ 23:1

ଅନନ୍ତର ସଦାପ୍ରଭୁଙ୍କ ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

ହୋଶେୟ 5:4

ଇଶ୍ରାୟେଲର ଲୋକମାନେ ବହୁ ମନ୍ଦ କାର୍ୟ୍ଯ କରିଛନ୍ତି ଏବଂ ସହେିସବୁ ମନ୍ଦ କାର୍ୟ୍ଯ ସମାନଙ୍କେୁ ପରମେଶ୍ବରଙ୍କ ନିକଟକୁ ଫରେିବାଠାରୁ ଦୂ ରଇେ ଦଇେଛି। ସମାନେେ ସର୍ବଦା ପ୍ରତିମାଙ୍କ ପଛ ରେ ଧାଇଁ ବାକୁ ଚିନ୍ତା କରୁଛନ୍ତି। ସମାନେେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣୁ ନାହାଁନ୍ତି।

ହୋଶେୟ 6:10

ଆମ୍ଭେ ଇଶ୍ରାୟେଲ ରାଜ୍ଯ ରେ ଗୋଟିଏ ଭୟଙ୍କର ଜିନିଷ ଦେଖିଛୁ। ଇଫ୍ରଯିମ ପରମେଶ୍ବରଙ୍କ ପ୍ରତି ଅବିଶ୍ବସ୍ତ ଥିଲେ। ଇଶ୍ରାୟେଲ ପାପ ରେ କଳୁଷିତ।

ହୋଶେୟ 9:1

ହେ ଇଶ୍ରାୟେଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସି ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ଯବହାର କଲ ଓ ପରମେଶ୍ବରଙ୍କୁ ଭୁଲିଗଲ। ତୁମ୍ଭମାନେେ ପ୍ରତି ଶସ୍ଯଖଳା ରେ ୟୌନ ଅପରାଧମୂଳକ ପାପ କଲ।

ମୀଖା 2:11

ଯଦି କିଏ ଜଣେ ମିଥ୍ଯା ପ୍ରଚାର କରେ ତବେେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କ ହେ, ଭବିଷ୍ଯତ ରେ ପ୍ରଚୁର ଦ୍ରାକ୍ଷାରସ ଓ କଡା ସୁରା ମିଳିବ ତବେେ ଏହି ଲୋକମାନେ ମିଥ୍ଯା ଭବିଷ୍ଯତ ବାଣୀକୁ ଗ୍ରହଣ କରିବେ।

ହବକକୂକ 2:19

ସମାନଙ୍କେୁ ଧିକ୍, ଯେଉଁ ଲୋକ କାଠକୁ କୁ ହେ, ଜାଗ୍ରତ ହୁଅ! ମୂକ ପ୍ରସ୍ଥରକୁ କୁ ହେ ଉଠ! ଏହି ଭଣ୍ତ ଦବେତାମାନେ ନିର୍ଦ୍ଦେଶ ଦଇେ ପାରିବେ କି? ସହେି ମୂର୍ତ୍ତି ସୁନା ଓ ରୂପା ରେ ଆବୃତ ହାଇେ ପାରିବ, କିନ୍ତୁ ସେ ନିର୍ଜୀବ।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:9

ତା'ର ମହାନ ଶକ୍ତି ଥିବ ଓ ସେ ଅସତ୍ଯ ଆଧାରିତ ଆଶ୍ଚର୍ୟ୍ଯଜନକ କାର୍ୟ୍ଯ, ଚିହ୍ନ ଓ ଅଦ୍ଭୁତ କାର୍ୟ୍ଯମାନ ଘଟାଇବ।

Interlinear

Choose Theme