Home Bibles ହୋଶେୟ 5:12 · ଓଡ଼ିଆ ବାଇବେଲ
ହୋଶେୟ 5:12 · ଓଡ଼ିଆ ବାଇବେଲ

କୀଟ ବସ୍ତ୍ରକୁ ନଷ୍ଟ କଲାପରି ଆମ୍ଭେ ଇଫ୍ରଯିମକୁ ଧ୍ବଂସ କରିବା। ଆମ୍ଭେ ଯିହୁଦାକୁ ସଢାଇ ଦବୋ।

Cross references

ଆୟୁବ ପୁସ୍ତକ 13:28

ତେଣୁ ମୁଁ ଧୀ ରେ ଧୀ ରେ ଦୁର୍ବଳ ହାଇେ ପଡ଼ୁଅଛି ଖଣ୍ଡେ ପଚା କାଠପରି ଚଥା ଖଣ୍ଡେ ପୋକଖିଆ କପଡ଼ା ପରି।

ହିତୋପଦେଶ 12:4

ଗୁଣବତୀ ସ୍ତ୍ରୀ ଆପଣା ସ୍ବାମୀର ମୁକୁଟ ସ୍ବରୂପ। ଲଜ୍ଜାଦାଯିନୀ ସ୍ତ୍ରୀ ତା'ର ହାତ ସବୁର କ୍ଷଯ ସ୍ବରୂପ।

ଯିଶାଇୟ 50:9

ଦେଖ, ସଦାପ୍ରଭୁ, ମାରେ ପ୍ରଭୁ ମାେତେ ସାହାୟ୍ଯ କରିବେ। ତେଣୁ କିଏ ମାେତେ ଦୋଷୀ କରିବ ? ସମାନେେ ସମସ୍ତେ ଜୀର୍ଣ୍ଣ ବସ୍ତ୍ର ସଦୃଶ ହବେେ ଓ କୀଟ ସଗେୁଡ଼ିକୁ ଗ୍ରାସ କରିବ।

ଯିଶାଇୟ 51:8

କାରଣ ସମାନେେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସମାନଙ୍କେୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସମାନଙ୍କେୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହବେ।

ଯୂନସ 4:7

ପରଦିନ ପ୍ରଭାତ ରେ ପରମେଶ୍ବର ସହେି ଗଛକୁ ଖାଇଦବୋକୁ ଗୋଟିଏ କୀଟ ପଠାଇଲେ। ସହେି କୀଟ ଗଛଟିକୁ ଖାଇଲା ଓ ଗଛ ମରିଗଲା।

ମାର୍କଲିଖିତ ସୁସମାଚାର 9:43

ଯଦି ତୁମ୍ଭର ହାତ ତୁମ୍ଭକୁ ପାପ କରାଏ, ତବେେ ତାକୁ କାଟିଦିଅ।

Interlinear

Choose Theme