ହେ ଯିହୁଦା, ତୁମ୍ଭପାଇଁ ଅମଳର ସମୟ ଅଛି। ଏହା ହିଁ ଘଟିବ। ଏକ ସମୟରେ ଆମ୍ଭେ ଆମ୍ଭର ଲୋକମାନଙ୍କୁ ବନ୍ଦୀ ଅବସ୍ଥାରୁ ମୁକ୍ତ କରିବା।
Cross references
ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ଯ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।
ଯେତବେେଳେ ସଦାପ୍ରଭୁ ସିୟୋନରେ ପୁନଃସ୍ଥାପନ କରନ୍ତି। ଏହା ଏକ ସ୍ବପ୍ନ ତୁଲ୍ଯ ଥିଲା।
ଏରୁ ସଦାପ୍ରଭୁ କହନ୍ତି, ହେ ଯାକୁବ, ତୁମ୍ଭେ ଆମ୍ଭର ଦାସ, ତୁମ୍ଭେ ଭୟ କର ନାହିଁ। ଆଉ ହେ ଇଶ୍ରାୟେଲ, ତୁମ୍ଭେ ନିରାଶ ହୁଅ ନାହିଁ। କାରଣ ଆମ୍ଭେ ବହୁ ଦୂର ଦେଶରୁ ଓ ତୁମ୍ଭକୁ ବନ୍ଦୀତ୍ବ ଦେଶରୁ ଉଦ୍ଧାର କରିଅଛୁ। ପୁଣି ଯାକୁବ ଫରେିଆସି ଶାନ୍ତି ରେ ଓ ନିରାପଦ ରେ ରହିବ। କହେି ତାହାକୁ ଭୟ ଦଖାଇବେେ ନାହିଁ।
କାରଣ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କହନ୍ତି, ବାବିଲ ଏକ ଶସ୍ଯ ମର୍ଦ୍ଦନ ଖଳା ସ୍ବରୂପ ଆଉ ଅଳ୍ପ ସମୟରେ ଅମଳ ସମୟ ଆସିବ।
ଦାଆ ଆଣ କାରଣ ଶସ୍ଯ ପାଚିଅଛି। ଆସ, ଅଙ୍ଗୁର ଲତା ଉପ ରେ ଗ୍ଭଲ। କାରଣ ଦ୍ରାକ୍ଷାରସ ପରିପୂର୍ଣ୍ଣ ହାଇେଅଛି। କୁଣ୍ତଗୁଡିକ ଉଚ୍ଛୁଳି ପଡୁଛି, କାରଣ ସମାନଙ୍କେର ମନ୍ଦ କର୍ମ ବହୁତ ଅଧିକ।
ସହେି ଲୋକମାଙ୍କର ନିଜର ମନ୍ତ୍ରଣା ଅଛି। କିନ୍ତୁ ସମାନେେ ସଦାପ୍ରଭୁଙ୍କର ମନ୍ତ୍ରଣା ଜାଣନ୍ତି ନାହିଁ। ସଦାପ୍ରଭୁ ସମାନଙ୍କେୁ ଏକ ସ୍ବତନ୍ତ୍ର ଉଦ୍ଦେଶ୍ଯ ରେ ଏଠାକୁ ଆଣିଛନ୍ତି, ସମାନଙ୍କେୁ ଶସ୍ଯ ଖଳା ରେ ଶସ୍ଯ ପେଶିଲା ପରି ଦଳି ଦବେେ।
ତା'ପ ରେ ସହେି ରାଜ୍ଯ ଯିହୁଦାର ରକ୍ଷାକର୍ତ୍ତାଙ୍କ ଅଧିକାରକୁ ଆସିବ। ସଦାପ୍ରଭୁ ଯିହୁଦାର ସହେି ଲୋକମାନଙ୍କୁ ସ୍ମରଣ କରିବେ। ସହେି ଲୋକମାନେ ବିଦେଶ ରେ ବନ୍ଦୀ। କିନ୍ତୁ ସଦାପ୍ରଭୁ ସମାନଙ୍କେୁ ଫରୋଇ ଆଣିବେ। ତା'ପ ରେ ଯିହୁଦାର ଲୋକମାନେ ସମାନଙ୍କେର ମଷଗେୁଡିକୁ ସହେି ପଡିଆ ରେ ଚରିବାକୁ ଦବେେ। ସନ୍ଧ୍ଯା ବେଳେ ଅସ୍କିଲୋନର ଶୂନ୍ଯ ଗୃହ ରେ ସମାନେେ ପଡି ରହିବେ।
ତା'ପରେ ମନ୍ଦିରରୁ ଆଉ ଜଣେ ଦୂତ ବାହାରି ଆସିଲେ। ସେ ମେଘ ଉପରେ ବସିଥିବା ବ୍ଯକ୍ତିଙ୍କୁ ଡ଼ାକି କହିଲେ, ଦାଆ ଲଗାଇ ଶସ୍ଯ ଅମଳ କର, କାରଣ ଶସ୍ଯ ଅମଳର ସମୟ ହାଇେ ଗଲାଣି। ପୃଥିବୀର ଫଳ ପାଚିଗଲାଣି।