ସମାନଙ୍କେ ପାଇଁ ଏହା ଅତି ମନ୍ଦ ହବେ। ସମାନେେ ଆମ୍ଭଙ୍କୁ ପରିତ୍ଯାଗ କରିଥିଲେ ଏବଂ ଅମାନ୍ଯ କରିଥିଲେ। ତେଣୁ ସମାନେେ ବିନଷ୍ଟ ହବେେ। ଆମ୍ଭେ ସମାନଙ୍କେୁ ରକ୍ଷା କରିଥିଲୁ କିନ୍ତୁ ସମାନେେ ଆମ୍ଭ ବିରୁଦ୍ଧ ରେ ମିଥ୍ଯା କହୁଛନ୍ତି।
Cross references
ମନରେଖ, ଯେ ତୁମ୍ଭମାନେେ ମିଶର ଦେଶ ରେ ସଐୂର୍ଣ୍ଣ ଭାବରେ ଦାସରୂପେ ଥିଲ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ମକ୍ସ୍ଟକ୍ତ କଲେ। ଏଥିପାଇଁ ମୁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି।
ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ବାରା ମୁକ୍ତ କରିଅଛ।
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'
ସହେି ଲୋକମାନେ ପରମେଶ୍ବରଙ୍କୁ କହିଥିଲେ, 'ଆମ୍ଭକୁ ଏକା ଛାଡ଼ି ଦିଅ ! ପରମେଶ୍ବର ସର୍ବଶକ୍ତିମାନ ଆମ୍ଭକୁ କିଛି କରିପାରନ୍ତି ନାହିଁ।'
ପରମେଶ୍ବର ଆମ୍ଭର ପୂର୍ବପୁରୁଷମାନଙ୍କୁ ସମାନଙ୍କେର ଶତ୍ରୁଗଣଙ୍କଠାରୁ ପରିତ୍ରାଣ କଲେ !ସମାନଙ୍କେର ଶତ୍ରୁମାନଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କଲେ।
ପ୍ରେତ୍ୟକକ ବ୍ଯକ୍ତି ଯେଉଁମାନଙ୍କୁ ସଦାପ୍ରଭୁ ରକ୍ଷା କରିଛନ୍ତି, କହିବା ଉଚିତ୍। ସଦାପ୍ରଭୁ ସମାନଙ୍କେର ଶତ୍ରୁମାନଙ୍କଠାରୁ ସମାନଙ୍କେୁ ରକ୍ଷା କରିଛନ୍ତି।
ମୁଁ ୟୁଆଡ଼େ ୟାଏ, ତୁମ୍ଭର ଆତ୍ମା ସବୁଠାରେ ଥାଏ। ମୁଁ ତୁମ୍ଭର ଉପସ୍ଥିତିରୁ ଖସିୟାଇ ପାରିବି ନାହିଁ।
ସଦାପ୍ରଭୁ କହିଲେ, ଏହି ବିଦ୍ରୋହୀ ସନ୍ତାନଗଣଙ୍କୁ ଦେଖ। ସମାନେେ ମନ୍ତ୍ରଣା କରନ୍ତି ମାତ୍ର ସାହାୟ୍ଯ ଚାହାଁନ୍ତି ନାହିଁ। ସମାନେେ ପାପ ଉପ ରେ ପାପ କରି ଚାଲନ୍ତି ମାତ୍ର ମାରେ ଆତ୍ମା ଦ୍ବାରା ନୁହେଁ। ତେଣୁ ସମାନେେ ସନ୍ତାପର ପାତ୍ର।
ଏହି ସନ୍ତାନଗଣ ମାେତେ ନ ପଚାରି ଫାରୋଙ୍କ ବଳ ରେ ବଳୀଯାନ ହବୋକୁ ଓ ମିଶର ରେ ଆଶ୍ରଯ ନବୋକୁ ମିଶର ୟାତ୍ରା କରନ୍ତି।
ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।
ହେ କୀଟରୂପୀ ଯାକୁବ ଓ ହେ ଇଶ୍ରାୟେଲୀୟ ନରଗଣ, ଭୟ କର ନାହିଁ। ସଦାପ୍ରଭୁ କୁହନ୍ତି, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା ଓ ଇଶ୍ରାୟେଲର ଧର୍ମସ୍ବରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।
ହେ ଯାକୁବ, ଯେଉଁ ସଦାପ୍ରଭୁ ତୁମ୍ଭକୁ ସୃଷ୍ଟି କଲେ, ହେ ଇଶ୍ରାୟେଲ, ଯେଉଁ ସଦାପ୍ରଭୁ ତୁମ୍ଭକୁ ନିର୍ମାଣ କଲେ, ସହେି ସଦାପ୍ରଭୁ ଏହି କଥା କୁହନ୍ତି, ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭକୁ ମୁକ୍ତ କରିଅଛୁ। ଆମ୍ଭେ ତୁମ୍ଭର ନାମଧରି ଆହ୍ବାନ କରୁଅଛୁ, ତୁମ୍ଭେ ଆମ୍ଭର।
ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।
ସଦାପ୍ରଭୁ କହିଲେ, ନିଶ୍ଚଯ ସମାନେେ ଆମ୍ଭର ଲୋକ, ଯେଉଁମାନେ ଅସତ୍ଯ ବ୍ଯବହାର କରିବେ ନାହିଁ, ସମାନେେ ଆମ୍ଭର ସନ୍ତାନ। ଏଣୁ ସେ ସମାନଙ୍କେର ତ୍ରାଣକର୍ତ୍ତା ହେଲେ।
ସଦାପ୍ରଭୁ ଯିହୁଦା ବିଷଯ ରେ ଏହିକଥା କହନ୍ତି, ସମାନେେ ପ୍ରକୃତ ରେ ଆମ୍ଭକୁ ପରିତ୍ଯାଗ କରିବାକୁ ଭଲ ପାଆନ୍ତି। ସମାନେେ ନିଜକୁ ପରିତ୍ଯାଗ କରିବାକୁ ଭଲ ପାଆନ୍ତି। ସମାନେେ ନିଜକୁ ସେଥିରୁ ନିବୃତ୍ତ କରି ନାହାଁନ୍ତି। ତେଣୁ ସଦାପ୍ରଭୁ ସମାନଙ୍କେୁ ଗ୍ରହଣ କରିବେ ନାହିଁ। ସେ ସମାନଙ୍କେର ଅଧର୍ମ ସ୍ମରଣ କରିବେ ଓ ସମାନଙ୍କେୁ ସମସ୍ତ ପାପର ପ୍ରତିଫଳ ଦବେେ।
ହେ ଯିରିମିୟ, ତୁମ୍ଭେ ଯିହୁଦା ଓ ୟିରୁଶାଲମ ନିବାସୀଙ୍କୁ କୁହ, 'ସଦାପ୍ରଭୁ ଏହି କଥା କହନ୍ତି। ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧ ରେ ସଂକଳ୍ପ କରିଅଛୁ। ଏବେ ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଫରେ ଓ ଆପଣା ଆପଣା ପଥ ସଂ ଶାଧେନ କରି ସୁକର୍ମ କର।'
ପୁଣି ତୁମ୍ଭମାନେେ ନିଜ ନିଜ ପ୍ରାଣ ବିରୁଦ୍ଧ ରେ ପ୍ରବଞ୍ଚନା କରିଅଛ। କାରଣ ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କ ନିକଟକୁ ମାେତେ ପଠାଇ କହିଲ, 'ତୁମ୍ଭେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ଆମ୍ଭମାନଙ୍କ ପାଇଁ ପ୍ରାର୍ଥନା କର ଓ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଯାହା ଯାହା କହିବେ, ତଦନୁସା ରେ ଆମ୍ଭମାନଙ୍କୁ ଜଣାଅ, ଆମ୍ଭମାନେେ ତାହା ପାଳନ କରିବୁ।'
ଆମ୍ଭେ ନିଶ୍ଚିତ କରିବୁ ଯେ ହତେୁ ଆମ୍ଭେ ପ୍ରତିଜ୍ଞା କରିବୁ। ଅର୍ଥାତ୍ ଯିହୁଦାର ନଗର ସମୂହ ରେ ଓ ୟିରୁଶାଲମର ସମସ୍ତ ପଥରେ ଆମ୍ଭମାନେେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ରାଜଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ଆମ୍ଭମାନେେ ପଯେ ନବୈେଦ୍ଯ ଉତ୍ସର୍ଗ କରିବୁ। କାରଣ ସେ ସମୟରେ ଆମ୍ଭମାନେେ ଆମ୍ଭମାନେେ ପ୍ରଚୁର ଆହାର ପାଇଲୁ ଏବଂ ସୁଖ ରେ ଥିଲୁ। କୌଣସି ଅମଙ୍ଗଳ ଆମପ୍ରତି ଘଟି ନ ଥିଲା।
ଆମ୍ଭମାନଙ୍କ ମୁଣ୍ଡରୁ ମୁକୁଟ ଖସି ପଡ଼ିଛି। ଆମ୍ଭମାନଙ୍କ ଅବସ୍ଥା ଶାଚେନୀୟ ହାଇେଅଛି, କାରଣ ଆମ୍ଭମାନେେ ପାପ କରିଅଛୁ।
ମାଟେ ଭାବରେ ତୁମ୍ଭେ ଏହା କରିଛ। ଏହା ତୁମ୍ଭ ପାଇଁ ବହୁତ ଖରାପ ଅଟେ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।
ତୁମ୍ଭମାନେେ ଇଶ୍ରାୟେଲ ଦେଶ ବିଷଯ ରେ ଯେତବେେଳେ ଏହି ପ୍ରବାଦଟି ବ୍ଯବହାର କର ଏହାର ଅର୍ଥ କ'ଣ ?
କିନ୍ତୁ ତୁମ୍ଭେ କୁହ, 'ସଦାପ୍ରଭୁ ନ୍ଯାଯପୂର୍ଣ୍ଣ ନୁହଁନ୍ତି।' ହେ ଇଶ୍ରାୟେଲର ପୁତ୍ରଗଣ, ଶୁଣ, ମୁଁ ନ୍ଯାଯ ଅଟେ। କିନ୍ତୁ ତୁମ୍ଭମାନେେ ୟିଏ ନ୍ଯାଯ ନୁହଁ।
ଏବଂ ପର୍ବତମାନଙ୍କ ରେ ଏବଂ ଉଚ୍ଚ ସ୍ଥାନମାନଙ୍କ ରେ ମାରେ ମଷେପଲ ହଜିଗଲେ। ମାରେ ମଷଗେୁଡ଼ିକ ଦେଶର ଚାରିଆଡ଼େ ଛିନ୍ନଛତ୍ର ହାଇଗେଲେ ଏବଂ ସମାନଙ୍କେୁ କହେି ଦେଖନ୍ତି ନାହିଁ। ସମାନଙ୍କେୁ କହେି ଖାଜେନ୍ତି ନାହିଁ।'
ସମାନେେ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହାଇେଛନ୍ତି। ସମାନେେ ଅବୈଧ ସନ୍ତାନଙ୍କୁ ଜନ୍ମ ଦଇେଛନ୍ତି। ଏବଂ ବର୍ତ୍ତମାନ ସମାନେେ ଓ ସମାନଙ୍କେର ଦେଶଗୁଡିକୁ ଆସନ୍ତା ମାସ ରେ ଧ୍ବଂସ କରାୟିବ।
ଆମ୍ଭେ ଇଶ୍ରାୟେଲକୁ ସୁସ୍ଥ କରିବା। ତା'ପ ରେ ଲୋକମାନେ ଜାଣିବେ ଯେ ଇଫ୍ରଯିମ ପାପ କରିଥିଲା। ଶମରିଯାର ପାପ ଆଚରଣ ବିଷଯ ରେ ଲୋକମାନେ ଜାଣିବେ। ସହେି ସହର ରେ ଗ୍ଭରମାନେେ ୟାତାଯତ କରୁଛନ୍ତି ଲୋକମାନେ ଜାଣିବେ।
ସମାନଙ୍କେର ମନ୍ଦ କାର୍ୟ୍ଯ ସମାନଙ୍କେର ରାଜାଙ୍କୁ ଖୁସୀ କରେ। ସମାନଙ୍କେର ମିଥ୍ଯା ସମାନଙ୍କେର ନେତାଙ୍କୁ ଆନନ୍ଦ ପ୍ରଦାନ କରେ।
ଯଦିଓ ଇଶ୍ରାୟେଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସମାନଙ୍କେୁ ସାହାୟ୍ଯ କରିବ ନାହିଁ। ଆମ୍ଭେ ସମାନଙ୍କେଠାରୁ ସମାନଙ୍କେର ପିଲାମାନଙ୍କୁ ନଇୟିବୋ। ଆମ୍ଭେ ସମାନଙ୍କେୁ ପରିତ୍ଯାଗ କରିବା। ଫଳ ରେ ସମାନଙ୍କେର ଦୁଃଖ ବ୍ଯତୀତ ଆଉ କିଛି ରହିବ ନାହିଁ।
ଏହି ଲୋକମାନେ ମାରେ ପରମେଶ୍ବରଙ୍କ କଥା ଶୁଣିଲେ ନାହିଁ, ତେଣୁ ପ୍ରଭୁ ସମାନଙ୍କେ କଥା ଶୁଣିବେ ନାହିଁ। ସମାନେେ ବସହରା ହାଇେ ୟାୟାବର ପରି ଏଣତେଣେେ ଦେଶର ସବୁଆଡେ ବୁଲିବେ।
କିନ୍ତୁ ଇଶ୍ରାୟେଲକୁ ଯେତେ ଅଧିକ ନିଜର କଲୁ ଇଶ୍ରାୟେଲ େସତେ ଅଧିକ ଆମ୍ଭଠାରୁ ଦୂ ରଇଗେଲା। ଇଶ୍ରାୟେଲୀୟମାନେ ବାଲ୍ଦବଗେଣଙ୍କ ଉଦେଶ୍ଯ ରେ ବଳି ଦେଲେ। ସମାନେେ ପ୍ରତିମା ନିକଟରେ ଧୂପ ଦେଲେ।
ଇଫ୍ରଯିମ ମିଥ୍ଯା ରେ ଆମ୍ଭର ଗ୍ଭରିପାଖ ରେ ଘରେିଗଲା। ଇଶ୍ରାୟେଲର ପରିବାର ଆମ୍ଭ ପ୍ରତି ବିଶ୍ବାସଘାତକତା କରିଛନ୍ତି।
ୟୂନସ ପରମେଶ୍ବରଙ୍କ କଥା ମାନିବାକୁ ଗ୍ଭହିଁଲା ନାହିଁ। ତେଣୁ ସେ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟିବାକୁ ଚେଷ୍ଟା କଲା। ସେ ୟୋଫୋକୁ ଗ୍ଭଲିଗଲା। ସେ ଦେଖିଲା ଗୋଟିଏ ନେ ୗକା ସୁଦୂର ତର୍ଶୀଶ ନଗରୀକୁ ଯାଉଥିଲା। ସେ ଅର୍ଥ ଦଇେ ସହେି ନେ ୗକା ରେ ୟାତ୍ରା କଲା। ସେ ତର୍ଶୀଶ ଯାଉଥିବା ଲୋକମାନଙ୍କ ସହିତ ଭ୍ରମଣ କରିବାକୁ ଇଚ୍ଛା କଲା ଏବଂ ସଦାପ୍ରଭୁଙ୍କଠାରୁ ଦୂ ରଇେ ଗଲା।
ୟୂନସ ସଦାପ୍ରଭୁଙ୍କଠାରୁ ଦୂ ରଇେ ଯାଉଥିଲା ବୋଲି ସହେି ନାବିକମାନଙ୍କୁ କହିଲା। ଯେତବେେଳେ ସମାନେେ ଏକଥା ଜାଣିଲେ, ସମାନେେ ଭୟଭୀତ ହାଇେ ପଡିଲେ। ସମାନେେ ୟୂନସକୁ ପଚାରିଲେ, ତୁମ୍ଭେ କି ଭୟଙ୍କର କାର୍ୟ୍ଯ ପରମେଶ୍ବରଙ୍କ ବିରୁଦ୍ଧ ରେ କଲ?
ଆମ୍ଭେ କ'ଣ କରିଅଛୁ ତୁମ୍ଭମାନଙ୍କୁ କହିବା। ଆମ୍ଭେ ମାଶାେ, ହାରୋଣ ଓ ମରିଯମକୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ। ମିଶରରୁ ତୁମ୍ଭମାନଙ୍କୁ ଆଣିଅଛି ଓ ତୁମ୍ଭମାନଙ୍କୁ ଦାସତ୍ବରୁ ମୁକ୍ତ କରିଛି।
ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।
ୟିରୁଶାଲମ! ରେ ୟିରୁଶାଲମ! ତୁ ଭବିଷ୍ଯଦ୍ବକ୍ତାମାନଙ୍କୁ ହତ୍ଯା କରିଛୁ। ପରମେଶ୍ବର ଯେଉଁମାନଙ୍କୁ ତୋ ପାଖକୁ ପଠାଇଥିଲେ, ତୁ ସମାନଙ୍କେୁ ପଥର ଫୋପାଡ଼ି ହତ୍ଯା କରିଛୁ। ତୋର ଲୋକମାନଙ୍କୁ ମୁଁ ବହୁତ ଥର ସାହାୟ୍ଯ କରିବାକୁ ଇଚ୍ଛା କରିଥିଲା। ଯଭେଳି ଗୋଟିଏ କୁକୁଡ଼ା ନିଜ ଛୁଆମାନଙ୍କୁ ନିଜ ପକ୍ଷତଳେ ଏକାଠି କରେ, ସହେିପରି ତୋର ସମସ୍ତ ସନ୍ତାନମାନଙ୍କୁ ଏକାଠି କରିବା ପାଇଁ ମୁଁ ଅନକେ ଥର ଚ଼ାହିଁଥିଲି। କିନ୍ତୁ ତୁ ମାେତେ ତାହା କରଇେ ଦଲେୁନାହିଁ।
ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,
ଆମ୍ଭେ ଯଦି କହୁ ଯେ ଆମ୍ଭେ କିଛି ପାପ କରି ନାହୁଁ, ତବେେ ଆମ୍ଭେ ପରମେଶ୍ବରଙ୍କୁ ମିଥ୍ଯାବାଦୀ କରୁ ଏବଂ ତାହାଙ୍କ ସତ୍ଯଶିକ୍ଷା ଆମ୍ଭମାନେେ ଗ୍ରହଣ କରି ନାହୁଁ।
ମୁଁ ସେତବେେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗ ରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜାରେ ରେ କହିଲା, ହାୟ, ହାୟ ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଲେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।