Home Bibles ହୋଶେୟ 7:9 · ଓଡ଼ିଆ ବାଇବେଲ
ହୋଶେୟ 7:9 · ଓଡ଼ିଆ ବାଇବେଲ

ଇଫ୍ରଯିମ, ଜାଣେ ନାହିଁ ତା'ର ଶକ୍ତି ବିଦେଶୀମାନଙ୍କ ଦ୍ବାରା ନିସ୍ତଜେ ହାଇୟୋଇଛି। ତା'ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ।

Cross references

ଦିତୀୟ ରାଜାବଳୀ 13:3

ଏଥି ରେ ସଦାପ୍ରଭୁ ଇଶ୍ରାୟେଲ ବିରୁଦ୍ଧ ରେ କୋର୍ଧାନ୍ବିତ ହେଲେ। ତେଣୁ ସେ ଅରାମର ରାଜା ହସାଯଲେ ଓ ତାଙ୍କର ପୁତ୍ର ବିନ୍ହଦଦ୍ ଶାସନର ଅଧିନ ରେ ଇଶ୍ରାୟେଲକୁ ଦିର୍ଘ ସମୟ ପାଇଁ ଦେଲେ।

ଦିତୀୟ ରାଜାବଳୀ 13:22

ଯିହାୟୋଦାରହସଙ୍କ ରାଜତ୍ବ କାଳର ସମସ୍ତ ସମୟ ଅରାମର ରାଜା ହସାଯଲେ ଇଶ୍ରାୟେଲର କ୍ଲେଶର କାରଣ ହେଲେ।

ଦିତୀୟ ରାଜାବଳୀ 15:19

ଅଶୂରର ରାଜା ପୂଲ୍ ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବାରୁ ମନ ହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ଯ ସୁଦୃଢ କରିବାକୁ ତାଙ୍କୁ ସାହାର୍ୟ୍ଯ କରିବେ।

ହିତୋପଦେଶ 23:35

ତୁମ୍ଭେ କହିବ, ସମାନେେ ମାେତେ ମାରିଲେ, ମାତ୍ର ମାରେ କ୍ଷତି ହାଇେ ନାହିଁ। ସମାନେେ ମାେତେ ପ୍ରହାର କଲେ ମାତ୍ର ମୁଁ କିଛି ଜାଣି ନାହିଁ। ମୁଁ ବର୍ତ୍ତମାନ ଉଠିପାରିବି ନାହିଁ। ମୁଁ ଆଉ ପିଇବା ପାଇଁ ଚା ହେଁ।

ଯିଶାଇୟ 1:7

ତୁମ୍ଭମାନଙ୍କର ଦେଶ ଧ୍ବଂସ ପ୍ରାପ୍ତ। ତୁମ୍ଭମାନଙ୍କର ନଗରଗୁଡ଼ିକ ଅଗ୍ନି ରେ ଭସ୍ମିଭୂତ ହାଇେଅଛି। ତୁମ୍ଭମାନଙ୍କର ଦେଶ ଶତ୍ରୁମାନଙ୍କ ଦ୍ବାରା ଅଧିକୃତ। ସୈନ୍ଯବାହିନୀ ଦ୍ବାରା ଦେଶ ଧ୍ବଂସ ହେଲା ପରି ତୁମ୍ଭର ଦେଶ ଧ୍ବଂସ ହାଇୟୋଇଛି।

ଯିଶାଇୟ 42:22

ଏହି ଲୋକମାନଙ୍କୁ ଦେଖ। ସମାନେେ ଅପହୃତ ଓ ଲୁଣ୍ଠିତ। ସମାନେେ ଗର୍ଭ ରେ ପାଶବଦ୍ଧ ଓ କାରାଗାର ରେ ଲୁଚା ୟାଇଛନ୍ତି। ସମାନଙ୍କେର ଧନ ଲୁଣ୍ଠିତ ହାଇେଛି। ସମାନଙ୍କେୁ ଉଦ୍ଧାର କରିବାକୁ କହେି ନାହାଁନ୍ତି। ସମାନଙ୍କେର ଲୁଣ୍ଠିତ ଦ୍ରବ୍ଯକୁ ଫରୋଇ ଦବୋ' ପାଇଁ କହିବାକୁ ମଧ୍ଯ କହେି ନାହିଁ।

ଯିଶାଇୟ 57:1

ଧାର୍ମିକ ଲୋକମାନେ ବିନଷ୍ଟ ହେଉଅଛନ୍ତି, ମାତ୍ର ସେ ବିଷଯ ରେ କହେି ମନୋୟୋଗ କରୁ ନାହାଁନ୍ତି। ପୁନଶ୍ଚ ଭକ୍ତମାନେ ନିଆ ଯାଉଅଛନ୍ତି ଓ ଧାର୍ମିକମାନେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି। ଏହା ମଧ୍ଯ କହେି ବିବଚେନା କରୁ ନାହାଁନ୍ତି।

ହୋଶେୟ 8:7

ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।

Interlinear

Choose Theme