ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।
Cross references
ଏହାପରେ ସାତଟା ମୁଣ୍ଡ ବାହରି ଆସିଲା ଶୀଷା ଉତ୍ପନ୍ନ ହେଲା। କିନ୍ତୁ ସହେି ଗୁଡ଼ିକ କ୍ଷୀଣ ପୂର୍ବ ବାଯୁ ରେ ଶୁଖି ୟାଇଥିବା ପରି ଦଖାେ ଯାଉଥିଲା।
ତୁମ୍ଭେ ତୁମ୍ଭର କଠିନ ପରିଶ୍ରମ କରିଥିବା ଫଳ ଅନ୍ୟମାନେ ନଇେଯିବେ। ଏବଂ ତୁମ୍ଭେ ସର୍ବଦା କବଳେ ଉପଦ୍ରବ ଗ୍ରସ୍ତ ଓ ନିର୍ୟ୍ଯାତନା ଭୋଗ କରିବ।
ସମାନେେ ଏହିପରି କଲେ, କାରଣ ମିଦିଯନୀଯ ଓ ଅମାଲକେୀଯ ଓ ପୂର୍ବ ଦେଶିଯ ଗୋଷ୍ଠୀମାନେ ସର୍ବଦା ଆସି ସମାନଙ୍କେର ଫସଲ ନଷ୍ଟ କରି ଦେଉଥିଲେ।
ଏଥି ରେ ସଦାପ୍ରଭୁ ଇଶ୍ରାୟେଲ ବିରୁଦ୍ଧ ରେ କୋର୍ଧାନ୍ବିତ ହେଲେ। ତେଣୁ ସେ ଅରାମର ରାଜା ହସାଯଲେ ଓ ତାଙ୍କର ପୁତ୍ର ବିନ୍ହଦଦ୍ ଶାସନର ଅଧିନ ରେ ଇଶ୍ରାୟେଲକୁ ଦିର୍ଘ ସମୟ ପାଇଁ ଦେଲେ।
ଅଶୂରର ରାଜା ପୂଲ୍ ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଆସିବାରୁ ମନ ହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ଯ ସୁଦୃଢ କରିବାକୁ ତାଙ୍କୁ ସାହାର୍ୟ୍ଯ କରିବେ।
ଇଶ୍ରାୟେଲର ରାଜା ପକହଙ୍କେର ସମୟରେ ଅଶୂରର ରାଜା ତିଗ୍ଲତ-ପିଲଷେର ଆସି ଇୟୋନ, ଆବଲେ-ବୈଥ୍ମାଖା, ୟାନୋହକଦେେଶ, ହାତ୍ସୋର, ଗିଲିଯଦ, ଗାଲୀଲ ଓ ସମୁଦାଯ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନଇଗେଲା।
ମୁଁ ଦେଖିଛି କେତକେ ବ୍ଯକ୍ତି ଅନ୍ୟକୁ ବିପଦ ରେ ପକାନ୍ତି ଏବଂ ସମାନଙ୍କେ ଜୀବନକୁ ଦୁଃର୍ବିସହ କରି ଦିଅନ୍ତି। କିନ୍ତୁ ଶଷେ ରେ ସମାନେେ ହିଁ ଦଣ୍ଡ ପାଆନ୍ତି।
ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ଯ କାଟିବ ଏବଂ ତାହାର କୋପରୂପ ଦଣ୍ଡ ଲୁପ୍ତ ହବେ।
ତାହା ଅତ୍ଯନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫରେିବ ଠିକ୍ ଯେପରି ଆସିଥିଲା। ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ'ଣ ପାଇଛି ?
ତୁମ୍ଭ ଦ୍ରାକ୍ଷାଚାରା ଦିନେ ରୋପଣ କରୁଛ ଓ ତା'ର ଚାରିପଟେ ବାଡ଼ ଦଇେ ଯତ୍ନ ନେଉଛ। ପରଦିନ ପ୍ରାତଃକାଳ ରେ ସଗେୁଡ଼ିକ ପୁଷ୍ପିତ ହବୋର ଦେଖୁଛ। ମାତ୍ର ଯେତବେେଳେ ଫଳ ଅମଳ ସମୟରେ ଫଳ ତୋଳିବାକୁ ଯାଉଛ, ଦେଖୁଛ ସଗେୁଡ଼ିକ ମରିଯାଉଛି। ରୋଗ ସମସ୍ତ ଗଛକୁ ମାରି ଦଇେଛି।
ଦେଖ, ସଦାପ୍ରଭୁ ଅତ୍ଯନ୍ତ କୋରଧ ରେ ପ୍ରଜ୍ଜ୍ବଳିତ ଅଗ୍ନିଧରି ସମାନଙ୍କେୁ ଭର୍ତ୍ସନା କରିବାକୁ ଆଗମନ କରିବେ। ସେ ଅଗ୍ନି ସଦୃଶ ଓ ତାଙ୍କର ରଥସବୁ ଘୂର୍ଣ୍ଣିବାଯୁ ତୁଲ୍ଯ ହବେ।
ସମାନେେ ଗହମ ବୁଣି କଣ୍ଟା ଅମଳ କରିଛନ୍ତି। ସମାନେେ ବହୁ ପରିଶ୍ରମ କରି ମଧ୍ଯ କିଛି ଫଳ ପାଇ ନାହାଁନ୍ତି। ସଦାପ୍ରଭୁଙ୍କ ପ୍ରଚଣ୍ଡ କୋର୍ଧ ଯୋଗୁଁ ସମାନେେ ଆପଣା ଫଳ ବିଷଯ ରେ ଲଜ୍ଜିତ ହବେେ।
ତେଣୁ ଆମ୍ଭେ ଫରେି ଆସିବା। ଆମ୍ଭେ ଆମ୍ଭର ସହେି ସମୟରେ ଅମଳ ହେଉଥିବା ଶସ୍ଯ ଫରୋଇ ନବୋ। ଅଙ୍ଗୁର ଦ୍ରାକ୍ଷାରସ ପାଇଁ ପ୍ରସ୍ତୁତ ଥିଲା ବେଳେ ଆମ୍ଭେ ତାକୁ ଫରୋଇ ନବୋ। ଆମ୍ଭର ପଶମ ଓ କାର୍ପାସ ବସ୍ତ୍ର ଫରୋଇ ନବୋ। ଆମ୍ଭେ ସଗେୁଡିକୁ ତା'ର ଶରୀର ଆବୃତ କରିବାକୁ ଦଇେଥିଲୁ।
ଇଫ୍ରଯିମ, ଜାଣେ ନାହିଁ ତା'ର ଶକ୍ତି ବିଦେଶୀମାନଙ୍କ ଦ୍ବାରା ନିସ୍ତଜେ ହାଇୟୋଇଛି। ତା'ର ବୃଦ୍ଧାବସ୍ଥା ଆସୁଛି ବୋଲି ସେ ଜାଣେ ନାହିଁ।
ତୁମ୍ଭେ ଯଦି ଭଲପଣିଆ ବୁଣିବ ତବେେ ପ୍ରକୃତ ପ୍ ରମେ ଅମଳ କରିବ। ଭୂମିକୁ ହଳ କରିବ ଏବଂ ସଦାପ୍ରଭୁଙ୍କ ସହିତ ଅମଳ କରିବ। ପ୍ରଭୁ ଆସିବେ ଏବଂ ତୁମ୍ଭମାନଙ୍କ ଉପ ରେ ଭଲ ଜିନିଷ ବର୍ଷା ପରି ପକାଇବେ।
କିନ୍ତୁ ତୁମ୍ଭମାନେେ ମନ୍ଦ ଜିନିଷ ଲଗାଇଲ ଏବଂ ତୁମ୍ଭମାନେେ ଦୁଃଖ ଅମଳ କଲ। ତୁମ୍ଭ ମିଥ୍ଯାର ଫଳ ତୁମ୍ଭେ ଭକ୍ଷଣ କଲ। କାହିଁକି? କାରଣ ତୁମ୍ଭମାନେେ ତୁମ୍ଭ ଶକ୍ତି ଓ ସୈନ୍ଯବାହିନୀ ଉପ ରେ ବିଶ୍ବାସ ରଖିଛ।
ସଦାପ୍ରଭୁ କଦାପି ଶୀଘ୍ର ରାଗନ୍ତି ନାହିଁ। ସଦାପ୍ରଭୁ ଅତି ଶକ୍ତିଶାଳୀ। ସେ ଦୋଷୀକୁ ଦଣ୍ତ ନଦଇେ କବେେ ଛାଡିବେ ନାହିଁ। ସେ ଯେଉଁଠାକୁ ୟାଆନ୍ତି ସଠାେ ରେ ଘୂର୍ଣ୍ଣିବାତ୍ଯା ଓ ଝଡ ସୃଷ୍ଟି ହୁଏ। ସଦାପ୍ରଭୁ ଗତି କଲା ବେଳେ ତାଙ୍କ ପାଦ ରେ ମେଘଗୁଡିକ ଧୂଳି ସ୍ବରୂପ ଉେଠ।
ନିଜକୁ ପ୍ରତାରଣା କର ନାହିଁ। ପରମେଶ୍ବରଙ୍କୁ ତୁମ୍ଭମାନେେ ଠକି ପାରିବ ନାହିଁ। ଜଣେ ଲୋକ ଯେପରି ବୁଣିବ, ସହେିପରି କାଟିବ।