ଭବିଷ୍ଯଦ୍ବକ୍ତା କହନ୍ତି, ଇଶ୍ରାୟେଲ ଏହି ନୀତିଗୁଡିକ ଶିକ୍ଷାକର। ଦଣ୍ତ ପାଇବା ସମୟ ଆସିୟାଇଛି। ତୁମ୍ଭେ ଯେଉଁ ମନ୍ଦ କାର୍ୟ୍ଯ କରିଥିଲ ତା'ର ଫଳ ପାଇବା ସମୟ ଆସି ୟାଇଛି। କିନ୍ତୁ ଇଶ୍ରାୟେଲର ଲୋକେ କହନ୍ତି, ଭବିଷ୍ଯଦ୍ବକ୍ତା ଜଣେ ନିର୍ ବୋଧ। ପରମେଶ୍ବରଙ୍କ ଆତ୍ମା ସହିତ ଏହି ବ୍ଯକ୍ତି ପାଗଳ। ଭବିଷ୍ଯଦ୍ବକ୍ତା କହନ୍ତି, ତୁମ୍ଭମାନେେ ତୁମ୍ଭମାନଙ୍କ ଜଘନ୍ଯ ପାପ ଲାଗି ଦଣ୍ତିତ ହବେ। ତୁମ୍ଭମାନଙ୍କ ଘୃଣା ଭାବ ଯୋଗୁଁ ଦଣ୍ତିତ ହବେ।
Cross references
ଅନନ୍ତର ଯହେୂ ଯେତବେେଳେ ତାଙ୍କର ପ୍ରଭୁର ରାଜା ଅଧିକାରୀମାନଙ୍କ ନିକଟକୁ ଫରେିଲେ। ସମାନଙ୍କେ ମଧ୍ଯରୁ ଜଣେ ଯହେୂଙ୍କୁ ପଚାରିଲେ, ସବୁ ମଙ୍ଗଳ ତ? ସହେି ପାଗଳ ଲୋକ କାହିଁକି ତୁମ୍ଭକୁ ମିଶିବାକୁ ଆସିଲା? ଯହେୂ ସବେକକୁ କହିଲେ, ସେ ଲୋକକୁ ଓ ତା'ର ବାତୁଳ ସବୁ ତୁମ୍ଭେ ଜାଣ, ସେ କହନ୍ତି।
ହେ ବ୍ଯବସ୍ଥାକାରୀଗଣ, ପ୍ରତିଫଳ ଦବୋର ଦିନ ରେ ତୁମ୍ଭମାନଙ୍କୁ ତୁମ୍ଭର କାର୍ୟ୍ଯକଳାପ ସମ୍ବନ୍ଧ ରେ ବୁଝାଇବାକୁ ପଡ଼ିବ। ଦୂରଦେଶରୁ ତୁମ୍ଭର ବିନାଶ ଆସୁଛି। ତୁମ୍ଭମାନେେ ସେତବେେଳେ କ'ଣ କରିପାରିବ। ସାହାୟ୍ଯ ପାଇଁ ତୁମ୍ଭମାନେେ କାହା ନିକଟକୁ ଦୌଡ଼ିବ। ତୁମ୍ଭର ଅର୍ଥ ଓ ସମ୍ପଦ ତୁମ୍ଭଙ୍କୁ ସାହାୟ୍ଯ କରିବ ନାହିଁ।
ମାତ୍ର ହେ ସଦପ୍ରଭୁ ! ସମାନଙ୍କେୁ ଦଣ୍ଡ ଦବୋକୁ ତୁମ୍ଭର ହସ୍ତ ଉତ୍ଥିତ ହବେ, ତଥାପି ସମାନେେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷ ରେ ତୁମ୍ଭର ଅତିଶଯ ପ୍ ରମେକୁ ଦେଖି ସମାନେେ ଲଜ୍ଜିତ ହବେେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନି ରେ ଦଗ୍ଧିଭୂତ ହବେେ।
କାରଣ ଏହା ସଦାପ୍ରଭୁଙ୍କର ପ୍ରତିଶୋଧର ଦିନ। ଏହା ସିୟୋନର ଦିବା ସମ୍ବନ୍ଧୀଯ ପ୍ରତିଫଳର ବର୍ଷ।
ଆମ୍ଲଭ ମିଥ୍ଯାବାଦୀମାନଙ୍କର ମିଥ୍ଯାକୁ ପ୍ରମାଣ କରୁ। ଆମ୍ଲଭ ନିର୍ଲବାଧମାନଙ୍କର ୟାଦୁକାରୀ କାର୍ୟ୍ଯ ବିଫଳ କରୁ। ଜ୍ଞାନୀମାନଙ୍କର ଜ୍ଞାନକୁ ପ୍ରତିହତ କରୁ ଓସସମାନଙ୍କର ଜ୍ଞାନକୁ ଅଜ୍ଞାନତାସର ପରିଣତ କରୁ।
ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହାଇେ ଅଛନ୍ତି, ସମାନେେ ଏହା କହି ସମାନଙ୍କେୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ଏଠା ରେ 'ଶାନ୍ତି' ଅଛି, ଯେତବେେଳେ ସଠାେ ରେ ଆଦୌ ଶାନ୍ତି ନାହିଁ।
ଯଦିଓ ମାରେ ଲୋକମାନେ ଗୁରୁତର ଭାବରେ ଆଘାତପ୍ରାପ୍ତ ହାଇେଛନ୍ତି। ଏଠା ରେ 'ଶାନ୍ତି' ଅଛି, ବୋଲି କହି ସମାନେେ ସହଜ ରେ ସମାନଙ୍କେୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ସେତବେେଳେ ସଠାେ ରେ କୌଣସି 'ଶାନ୍ତି' ନ ଥାଏ।
ସହେି ମୂର୍ତ୍ତିଗୁଡ଼ିକ ଅସାର ଓ ପରିହସୟୋଗୀ। ଯେତବେେଳେ ସମାନଙ୍କେର ବିନାଶ ସମୟ ଆସିବ, ସମାନେେ ଧ୍ବଂସ ହବେେ।
ଅବାଥୋତ ରେ ଅବଶିଷ୍ଟ କହେି ରହିବେ ନାହିଁ। ଆମ୍ଭେ ସମାନଙ୍କେ ପ୍ରତି ଶାସ୍ତି ବିଧାନ କରିବା ଓ ସମାନଙ୍କେ ପ୍ରତି ଅମଙ୍ଗଳ ଘଟାଇବା।
ଆମ୍ଭେ ସମାନଙ୍କେର ପାପ ଓ ଅଧର୍ମର ଦୁଇଗୁଣ ପ୍ରତିଫଳ ଦବୋ। କାରଣ ସମାନେେ ନିଜ ନିଜର ଘୃଣ୍ଯବସ୍ତୁ ସ୍ବରୂପ ଶବ ରେ ଆମ୍ଭର ଦେଶକୁ 'ଅପବିତ୍ର' କରିଅଛନ୍ତି। ସମାନେେ ଆମ୍ଭ ଦେଶକୁ 'ଅଶୁଚି' କରିଅଛନ୍ତି ଓ ନିଜର ଘୃଣ୍ଯକର୍ମ ରେ ଆମ୍ଭର ଦେଶକୁ ପରିପୂର୍ଣ୍ଣ କରିଅଛନ୍ତି।
ପୁଣି ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଭବିଷ୍ଯଦବକ୍ତାଗଣ ତୁମ୍ଭମାନଙ୍କ ନିକଟରେ ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି, ସମାନଙ୍କେର ବାକ୍ଯ ତୁମ୍ଭମାନେେ ଶୁଣ ନାହିଁ। ସମାନେେ ତୁମ୍ଭମାନଙ୍କୁ ଅସାରତା ଶିଖାନ୍ତି। ସମାନେେ କବଳେ ନିଜ ହୃଦଯର ଦର୍ଶନ କଥା କହନ୍ତି। ମାତ୍ର ସମାନେେ ସଦାପ୍ରଭୁଙ୍କର ମୁଖର କଥା କହନ୍ତି ନାହିଁ।
ତୁମ୍ଭେ ଏହି ପତ୍ର ରେ ଉଲ୍ଲେଖ କଲ ଯେ, ସଦାପ୍ରଭୁ ତୁମ୍ଭକୁ ମନ୍ଦିରର ରକ୍ଷା କରିଥିଲେ, 'ଯିହାୟୋଦାରଦା ଯାଜକ ବଦଳ ରେ ତୁମ୍ଭକୁ ସଦାପ୍ରଭୁ ଯାଜକ କରିଛନ୍ତି। ଯଦି କହେି ବାତୁଳ ହାଇେ ନିଜକୁ ଭବିଷ୍ଯଦବକ୍ତା ବୋଲି କ ହେ, ତବେେ ତୁମ୍ଭେ ତାକୁ ବଡ଼ ହରିକାଠ ରେ ଏକ ବଡ଼େି ରେ ବାନ୍ଧି ରଖିବ।
ଆହୁରି ମିଶରର ବତନେଗ୍ରାହୀ ସୈନ୍ଯମାନେ ଗୋଶାଳାର ଗୋବତ୍ସ ତୁଳ୍ଯ। ସମାନେେ ପଳାଯନ କରିବେ। ସମାନେେ ଆକ୍ରମଣର ସମ୍ମୁଖୀନ ହାଇପୋରିବେ ନାହିଁ। କାରଣ ସମାନଙ୍କେର ବିପଦର ଦିନ ଆସୁଅଛି ଓ ସମାନେେ ଖୁବ୍ ଶୀଘ୍ର ସମାନଙ୍କେର ପ୍ରତିଫଳ ପାଇବେ।
ତୁମ୍ଭର ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପାଇଁ ଦର୍ଶନ ପାଇଛନ୍ତି। ମାତ୍ର ତାହା ଅସାର ଓ ମିଥ୍ଯା ରେ ପରିପୂର୍ଣ୍ଣ। ସମାନେେ ତୁମ୍ଭର ଭଲ ପାଇଁ ଓ ତୁମ୍ଭର ଅଧର୍ମ ମାଚେନ ପାଇଁ ପ୍ରଚାର କରିନାହାଁନ୍ତି। ମାତ୍ର ଅସାର ଭାରୋକ୍ତି ଓ ତୁମ୍ଭ ନିର୍ବାସିତ ହବୋର ଦେଖି ପ୍ରଚାର କରିଅଛନ୍ତି।
ସେ କହିଲେ, ହେ ମନୁଷ୍ଯ ପୁତ୍ର, ସଦାପ୍ରଭୁ ଇଶ୍ରାୟେଲ ଭୂମିକୁ କହନ୍ତି, ସମଗ୍ର ଦେଶର ସମାପ୍ତି ଆସିୟାଇଛି।
ହେ ମନୁଷ୍ଯ ପୁତ୍ର, ତୁମ୍ଭ ଇଶ୍ରାୟେଲ ରେ ଏହି ପ୍ରବାଦ ନାହିଁ କି ? ସମୟ ଗଡ଼ି ଚାଲିଛି ଓ ପ୍ରେତ୍ୟକକ ଦର୍ଶନ ବିଫଳ ହେଉଅଛି।
ମାରେ ପ୍ରଭୁ ସଦାପ୍ରଭୁ ଏହା କହନ୍ତି, ଯେଉଁ ନିର୍ବୋଧ ଭବିଷ୍ଯଦବକ୍ତାମାନେ ପ୍ରକୃତ ଦର୍ଶନ ପ୍ରାପ୍ତ ନ ହାଇେ ନିଜ ନିଜ ଇଚ୍ଛାର ଅନୁସରଣ କରନ୍ତି, କିନ୍ତୁ ପ୍ରକୃତ ଦର୍ଶନ ଦେଖନ୍ତି ନାହିଁ।
ସଠାେ ରେ ଶାନ୍ତି ଅଛି ବୋଲି କହି ଏହି ଭବିଷ୍ଯଦବକ୍ତାମାନେ ଆମ୍ଭର ଲୋକମାଙ୍କୁ ଭୁଲବାଟରେ ନଇେଛନ୍ତି, ଯେତବେେଳେ ସଠାେ ରେ ଶାନ୍ତି ନ ଥାଏ। ୟିଏକି ପ୍ରାଚୀର ନିର୍ମାଣକାରୀ, ୟିଏକି ପ୍ରାଚୀର ମରାମତି କରେ ନାହିଁ, କିନ୍ତୁ ଫାଟକୁ ପତଳା ଲପେ ଦଇେ ଆଚ୍ଛାଦନ କରିବା ପାଇଁ କବଳେ ଚେଷ୍ଟା କରନ୍ତି।
ଯଦି କୌଣସି ଭବିଷ୍ଯଦବକ୍ତା ଏପରି ମୂର୍ଖ ଭବିଷ୍ଯତବାଣୀ ପ୍ରଚାର କରେ, ତବେେ ମୁଁ ସଦାପ୍ରଭୁ ତାକୁ ଦଖାଇେ ଦବେି ଯେ, ସେ କିପରି ମୂର୍ଖ ଥିଲା।
ମାରେ କୋର୍ଧଦ୍ବାରା ସମାନଙ୍କେୁ ଦଣ୍ଡିତ କରି ମୁଁ ସମାନଙ୍କେ ବିରୁଦ୍ଧ ରେ କଠାେର ପ୍ରତି ଶାଧେ ନବେି ଏବଂ ସମାନେେ ଜାଣିବେ ଯେ, ମୁଁ ସଦାପ୍ରଭୁ ସମାନଙ୍କେ ଉପ ରେ ପ୍ରତିଶାଧେ ନଲେି।
ଏବଂ ଏହି ପ୍ରକା ରେ ମୁଁ ନିଜକୁ ବହୁ ଦେଶକୁ ଜ୍ଞାତ କରାଇବି, ମୁଁ ଦଖାଇେ ଦବେି ଯେ, ମୁଁ ମହାନ୍ ଓ ପବିତ୍ର ଅଟେ। ତାହା ହେଲେ ସମାନେେ ଜାଣିବେ, ଆମ୍ଭେ ସଦାପ୍ରଭୁ ଅଟୁ।
ଦଣ୍ତ ଦବୋ ସମୟରେ ଇଫ୍ରଯିମ ସର୍ବହରା ହାଇଯେିବ। ଆମ୍ଭେ ଇଶ୍ରାୟେଲ ପରିବାରମାନଙ୍କୁ ସତର୍କ କରି ଦେଉଛୁ ଯେ ସେସବୁ ପ୍ରକୃତ ରେ ଘଟିବ।
ଭବିଷ୍ଯଦ୍ବକ୍ତା ଇଫ୍ରଯିମ, ମାରେପରମେଶ୍ବରଙ୍କ ଲୋକ ଉପ ରେ ଜଗୁଆଳି ଅଟେ। କିନ୍ତୁ ପଥ ମଧିଅରେ ଅନକେ ଫାଶ ଅଛି ଏବଂ ଲୋକମାନେ ଭବିଷ୍ଯତ୍ବକ୍ତାଙ୍କୁ ଘୃଣା କରନ୍ତି। ଏପରିକି ତାଙ୍କ ପରମେଶ୍ବରଙ୍କ ଘ ରେ ମଧ୍ଯ ଶତୃତା ରହିଛି।
ସଦାପ୍ରଭୁ ମାେତେ ପଚାରିଲେ, ହେ ଆମାଷେ, ତୁମ୍ଭେ କ'ଣ ଦେଖୁଛ?
ଯଦି କିଏ ଜଣେ ମିଥ୍ଯା ପ୍ରଚାର କରେ ତବେେ ଲୋକମାନେ ତାକୁ ଗ୍ରହଣ କରିବେ। ଯଦି ସେ ଆସି କ ହେ, ଭବିଷ୍ଯତ ରେ ପ୍ରଚୁର ଦ୍ରାକ୍ଷାରସ ଓ କଡା ସୁରା ମିଳିବ ତବେେ ଏହି ଲୋକମାନେ ମିଥ୍ଯା ଭବିଷ୍ଯତ ବାଣୀକୁ ଗ୍ରହଣ କରିବେ।
ଏପରିକି ସମାନଙ୍କେ ମଧିଅରେ ଯେ ସର୍ବୋତ୍ତମ ସେ ବୁଦା ରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ଯକ୍ତି ଅଧିକ ଜଟିଳ ଓ କଣ୍ଟାବାଡ ରେ କଣ୍ଟକ ସଦୃଶ ଅଟେ।
ସଦାପ୍ରଭୁଙ୍କର ସହେି ବିଶଷେ ଦିବସ ଖୁବ୍ ଶୀଘ୍ର ଆସୁଛି। ସହେିଦିନ ଅତି ସନ୍ନିକଟ। ବିଗ୍ଭରର ସହେି ବିଶଷେ ଦିବସ ରେ ଲୋକମାନେ ଏକ ଅତି ଦୁଃଖପୂର୍ଣ୍ଣ ଶଦ୍ଦ ଶୁଣିବେ। ଏପରିକି ଶକ୍ତିଶାଳୀ ସୈନ୍ଯମାନେ ଚିତ୍କାର କରି ଉଠିବେ।
ସମାନଙ୍କେର ଭବିଷ୍ଯଦ୍-ବକ୍ତାମାନେ ନଗଣ୍ଯ ଓ ସମାନେେ ବିଶ୍ବାସଘାତକ ଅଟନ୍ତି। ସମାନଙ୍କେର ଯାଜକମାନେ ପବିତ୍ର ବସ୍ତୁକୁ ଅପବିତ୍ର କରନ୍ତି। ସମାନେେ ପରମେଶ୍ବରଙ୍କ ଶିକ୍ଷା ବିରୁଦ୍ଧ ରେ କାର୍ୟ୍ଯ କରିଛନ୍ତି।
ତା'ପ ରେ ସଦାପ୍ରଭୁ ମାେତେ କହିଲେ, ପୁନର୍ବାର ସହେି ନିର୍ ବୋଧ ମଷେପାଳକର ସାଜ ଦିଅ।
ଯୀଶୁଙ୍କ ପରିବାରର ଲୋକେ ଏସବୁ ଶୁଣିଲେ। ସମାନେେ ଯୀଶୁଙ୍କୁ ଆଣିବାକୁ ଗଲେ। କାରଣ ଲୋକେ କୁହାକୁହି ହେଉଥିଲେ ଯେ, ଯୀଶୁଙ୍କ ମତିଭ୍ରମ ହେଲାଣି।
ପରମେଶ୍ବର କେତବେେଳେ ତାହାଙ୍କ ଲୋକମାନଙ୍କୁ ଦଣ୍ଡ ଦବେେ, ସହେି ସମୟ ବିଷୟ ରେ ଭବିଷ୍ଯଦ୍ବକ୍ତାମାନେ ଅନକେ କଥା ଲେଖିଛନ୍ତି। ମୁଁ ତୁମ୍ଭମାନଙ୍କୁ ସହେି ସମୟ ବିଷୟ ରେ କହୁଛି, ଯେତବେେଳେ ସମସ୍ତ ଘଟଣା ନିଶ୍ଚିତ ରୂପରେ ଘଟିବ।
ପାଉଲ ଆତ୍ମରକ୍ଷା ପାଇଁ ଏହି ସବୁ କଥା କହିଲା ବେଳେ, ଫେଷ୍ଟ ଖୁବ୍ ଜାରେ ରେ କହିଲେ, ପାଉଲ, ତୁମ୍ଭେ ପାଗଳା ବହୁତ ପଢ଼ିବା କାରଣରୁ ତୁମ୍ଭେ ପାଗଳ ହାଇଯୋଇଛ।
ଆମ୍ଭେ ଯଦି ପାଗଳ, ତାହା ପରମେଶ୍ବରଙ୍କ ପାଇଁ।
ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।
ମହାନଗରୀ ତିନି ଭାଗ ରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହାଇଗେଲା। ପରମେଶ୍ବର ମହାନଗରୀ ବାବିଲୋନକୁ ଦଣ୍ଡ ଦବୋପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କୋରଧରୂପ ମଦିରାପାତ୍ରରୁ ପାନ କରାଇଲେ।