ଭବିଷ୍ଯଦ୍ବକ୍ତା ଇଫ୍ରଯିମ, ମାରେପରମେଶ୍ବରଙ୍କ ଲୋକ ଉପ ରେ ଜଗୁଆଳି ଅଟେ। କିନ୍ତୁ ପଥ ମଧିଅରେ ଅନକେ ଫାଶ ଅଛି ଏବଂ ଲୋକମାନେ ଭବିଷ୍ଯତ୍ବକ୍ତାଙ୍କୁ ଘୃଣା କରନ୍ତି। ଏପରିକି ତାଙ୍କ ପରମେଶ୍ବରଙ୍କ ଘ ରେ ମଧ୍ଯ ଶତୃତା ରହିଛି।
Cross references
ଏଲିଯ ତିସ୍ବୀଯର ଭବିଷ୍ଯତ ବକ୍ତା ଗିଲିଯଦ ରେ ରାଜା ଆହାବ୍ଙ୍କୁ କହିଲେ, ଗିଲିଯଦର ପ୍ରବାସୀ ତିସ୍ବୀଯ ଏଲିଯ ଭବିଷ୍ଯଦ୍ବକ୍ତା ରାଜା ଆହାବ୍ଙ୍କୁ କହିଲେ, ମୁଁ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ସବୋ କରେ। ତାଙ୍କର ଶକ୍ତି ଅନୁସାରେ ମୁଁ ପ୍ରତିଜ୍ଞା କରୁଛି ଆସନ୍ତା କିଛି ବର୍ଷ ଦେଶ ରେ କାକର କି ବୃଷ୍ଟିପାତ ହବେନାହିଁ। ଯଦି ମୁଁ ଆଦେଶ ଦିଏ ତବେେ ବର୍ଷା ହବେ।
ଅନାବୃଷ୍ଟିର ତୃତୀୟ ବର୍ଷ ରେ ସଦାପ୍ରଭୁ ଏଲିଯଙ୍କୁ କହିଲେ, ତୁମ୍ଭେ ୟାଇ ରାଜା ଆହାବ୍ଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।
ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇଶ୍ରାୟେଲକୁ କର୍ମିଲ ପର୍ବତ ରେ ଦଖାେ କରିବାକୁ କୁହ। ବାଲ୍ ଦବେତାର 450 ଭବିଷ୍ଯଦ୍ବକ୍ତା ଓ ଅଶରୋ ବଦେୀର 400 ଭବିଷ୍ଯଦ୍ବକ୍ତାଙ୍କୁ ସହେି ପର୍ବତ ରେ ଦଖାେ କରିବାକୁ ଏକତ୍ର କର। ଯେଉଁମାନେ ସାଧାରଣତଃ ଇଷବଲରେ ମଜେ ରେ ଭୋଜନ କରନ୍ତି ଏବଂ ସମାନଙ୍କେୁ ପର୍ବତକୁ ଆଣ।
ସନ୍ଧ୍ଯାକାଳୀନ ପ୍ରାର୍ଥନା ଉତ୍ସର୍ଗ କରିବା ସମୟରେ ଏଲିଯ ସଦାପ୍ରଭୁଙ୍କ ୟଜ୍ଞବଦେୀ ନିକଟକୁ ଗଲେ ଓ କହିଲେ, ହେ ସଦାପ୍ରଭୁ, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ଆଜି ପ୍ରମାଣ କର ଯେ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର ଓ ମୁଁ ଯେ ତୁମ୍ଭର ସବେକ ଏବଂ ମୁଁ ଯେ ତୁମ୍ଭ ବାକ୍ଯ ଅନୁସାରେ ଏହିସବୁ କାର୍ୟ୍ଯ କରିଅଛି।
ତେଣୁ ଆହାବ୍ 400 ଭବିଷ୍ଯଦ୍ବକ୍ତାଙ୍କୁ ଡକାଇ ଏକତ୍ରୀତ କଲେ ଓ ସମାନଙ୍କେୁ ପଚାରିଲେ, ମୁଁ ରାମାେତ୍-ଗିଲିଯଦ ବିରୁଦ୍ଧ ରେ ପ୍ରଥମେ ୟୁଦ୍ଧ କରିବାକୁ ୟିବା ଉଚିତ୍ କି, ଏଥିରୁ କ୍ଷାନ୍ତ ହବୋ ଉଚିତ୍?
କନାନାର ପୁତ୍ର ସିଦିକିଯ ଜଣେ ଭବିଷ୍ଯଦ୍ବକ୍ତା ଲୌହମଯ ଶିଙ୍ଗମାନ ନିର୍ମାଣ କରି ଆହାବ୍ଙ୍କୁ କହିଲା, ସଦାପ୍ରଭୁ କହନ୍ତି, 'ତୁମ୍ଭେ ଏହି ଲୌହମଯ ଶିଙ୍ଗ ୟୁଦ୍ଧ ରେ ବ୍ଯବହାର କରିବ ଏବଂ ତୁମ୍ଭେ ଅରାମର ସମସ୍ତ ସୈନ୍ଯମାନଙ୍କୁ ସଂହାର କରିବ ଏବଂ ଜଯଲାଭ କରିବ।'
ସଦାପ୍ରଭୁ କହିଲେ, 'ତୁମ୍ଭେ କିପରି ତାକୁ ପ୍ରତାରଣା କରିବ?' ସ୍ବର୍ଗଦୂତ ଉତ୍ତର ଦଲୋ, 'ମୁଁ ସମସ୍ତ ଭବିଷ୍ଯଦ୍ବକ୍ତାଙ୍କୁ ଦ୍ବନ୍ଦ ରେ ପକାଇବି। ମୁଁ ସମାନଙ୍କେୁ ରାଜାଙ୍କ ନିକଟରେ ମିଛ କୁହାଇବି।' ସଦାପ୍ରଭୁ କହିଲେ, 'ଉତ୍ତମ, ୟାଅ, ତାକୁ କୌଶଳ ରେ ଠକିବାକୁ ଚେଷ୍ଟା କର। ଏଥି ରେ ତୁମ୍ଭେ କୃତକାର୍ୟ୍ଯ ହବେ।'
ତହିଁରେ ମୀଖାଯ ଉଚ୍ଚସ୍ବର ରେ କହିଲେ, ତୁମ୍ଭମାନେେ ସମସ୍ତେ ଶୁଣ, ଯଦି ରାଜା ଆହାବ୍ କୁଶଳ ରେ ୟୁଦ୍ଧ କ୍ଷେତ୍ରରୁ ଫରେି ଆ ସେ, ତବେେ ସଦାପ୍ରଭୁ ମାେତେ ବାର୍ତ୍ତା ଦଇେ ନାହାଁନ୍ତି ବୋଲି ଜାଣିବ।
ଇଲୀଶାୟ ଜଳକୁ ଆଘାତ କରନ୍ତେ, ଜଳ ଦକ୍ଷିଣ ଓ ବାମକୁ ଦୁଇଭାଗ ହାଇଗେଲା ଏବଂ ଇଲୀଶାୟ ନଦୀ ପାର ହେଲେ।
ତତ୍ପରେ ଇଲୀଶାୟ ଜଳ ନିର୍ଝରର ଉତ୍ପତ୍ତି ସ୍ଥଳକୁ ୟାଇ ଲବଣକୁ ଜଳ ରେ ପକାଇଲେ ଓ କହିଲେ, ସଦାପ୍ରଭୁ ଏହି କଥା କୁହନ୍ତି, 'ମୁଁ ଏହି ଜଳକୁ ଶୁଦ୍ଧ କଲି। ଏଣିକି ଆଉ ତାହା ମୃତ୍ଯୁର କାରଣ ହବେ ନାହିଁ କିଅବା ଜମି ରେ ଅଙ୍ଗୁର ବଢାଇବାର ବାଧକ ହବେନାହିଁ।'
ତଥାପି ଜଣେ ବୀଣାବାଦକକୁ ଆଣ।
ଭବିଷ୍ଯଦ୍ବକ୍ତାଗଣ ଦଳର ମଧ୍ଯରୁ ଜଣକର ଭାର୍ୟ୍ଯା ଇଲୀଶାୟଙ୍କ ସମ୍ମୁଖ ରେ ଆସି କ୍ରନ୍ଦନ କରି କହିଲ, ଆପଣଙ୍କର ଦାସ ୟିଏ ମାରେ ସ୍ବାମୀ ଥିଲେ, ସେ ମରିଅଛନ୍ତି। ଆପଣ ଜାଣନ୍ତି ସେ ସଦାପ୍ରଭୁଙ୍କୁ ଭୟ କରୁଥିଲେ। ମାତ୍ର ସେ ଟଙ୍କା ଏକ ମନୁଷ୍ଯଠାରୁ କରଜ କରଥିଲେ ଓ ସହେି ମହାଜନ ମାରେ ଦୁଇପୁତ୍ରଙ୍କୁ ଦାସ କରିନବୋକୁ ଆସିଅଛି।
ତତ୍ପରେ ଇଲୀଶାୟ ଗୃହର ଦ୍ବାର ବନ୍ଦ କଲେ ଓ ଏକୁଟିଆ ବାଳକ ସହିତ ସେ ଘର ମଧିଅରେ ରହିଲେ। ତା'ପରେ ସେ ସଦାପ୍ରଭୁଙ୍କୁ ପ୍ରାର୍ଥନା କଲେ।
ମାତ୍ର ଇଲୀଶାୟ କ ହେଲ, କିଛି ମଇଦା ଆଣ। ସମାନେେ କିଛି ମଇଦା ଆଣିଲେ ଓ ଇଲୀଶାୟ ସହେି ପାତ୍ର ରେ ପକାଇଲେ। ତା'ପରେ ସେ କହିଲେ, ଲୋକମାନଙ୍କୁ ପରସ, ବର୍ତ୍ତମାନ ସମାନେେ ଖାଇପାରନ୍ତି।
ତହୁଁ ଇଲୀଶାୟଙ୍କ ସବେକ କହିଲା, ଏଠା ରେ ତ 100 ଲୋକ ଅଛନ୍ତି। ଏତିକି ରୋଟୀ କିପରି ଏତେ ଲୋକଙ୍କୁ ଦବେି?
ତେଣୁ ନାମାନ୍ ପରମେଶ୍ବରଙ୍କ ଲୋକର ବାକ୍ଯାନୁସା ରେ ଗଲେ ଓ ୟର୍ଦ୍ଦନ ନଦୀ ରେ ନିଜକୁ ସାତଥର ବୁଡାଇଲେ। ଏଥି ରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ଯ କୋମଳ ହେଲା।
ଏଣୁ ନାମାନ୍ର ଚର୍ମ ରୋଗ ତୁମ୍ଭଠା ରେ ଓ ତୁମ୍ଭ ବଂଶଠା ରେ ଚିରକାଳ ପର୍ୟ୍ଯନ୍ତ ଲାଗି ରହିବ।
ତା'ପରେ ଇଲୀଶାୟ ପ୍ରାର୍ଥନା କରି କହିଲେ, ହେ ସଦାପ୍ରଭୁ, ମୁଁ ବିନଯ କରୁଛି, ମାରେ ସବେକର ଆଖି ଖାଲିେ ଦିଅ, ଯେପରି ସେ ଦେଖିପାରିବ।
ସନୋପତି ୟିଏ ରାଜା ଙ୍କର ନିକଟର ଥିଲେ ପରମେଶ୍ବର ଲୋକଙ୍କୁ ଉତ୍ତର ଦେଲେ। ଦେଖ, ଯବେେ ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି ତବେେ ମଧ୍ଯ ସମ୍ଭବ ହାଇେ ପାରିବ ନାହିଁ?
ମାତ୍ର ସହେି ସନୋପତି ପରମେଶ୍ବରଙ୍କ ଲୋକକୁ ଉତ୍ତର କରି କହିଥିଲା, ଦେଖ, ଯଦି ସଦାପ୍ରଭୁ ସ୍ବର୍ଗ ରେ ଦ୍ବାର ଖୋଲନ୍ତି, ଏପରି ଘଟିବ ନାହିଁ? ସେତବେେଳେ ଇଲୀଶାୟ ସନୋପତିକୁ ଉତ୍ତର ଦେଲେ, ତୁମ୍ଭେ ନିଜେ ସ୍ବଚକ୍ଷୁ ରେ ଏହା ଦେଖିବ, ମାତ୍ର ତୁମ୍ଭେ ସେଥିରୁ ଭୋଜନ କରିବ ନାହିଁ।
କେତକେ ଇଶ୍ରାୟେଲୀୟ ଜଣେ ମୃତବ୍ଯକ୍ତିକୁ କବର ଦେଉଥିବା ବେଳେ ସମାନେେ ମାୟୋବୀଯ ସୈନ୍ଯମାନଙ୍କୁ ନିକଟକୁ ଆସୁଥିବାର ଦେଖିଲେ। ତହୁଁ ସମାନେେ ଭୟ ରେ ସହେି ମୃତ ଶରୀରକୁ ଇଲୀଶାୟ କବର ଭିତ ରେ ପକାଇ ଦେଲେ ଏବଂ ଦୌଡି ପଳାଇଗଲେ। ସହେିମୃତ ବ୍ଯକ୍ତି ଇଲୀଶାୟଙ୍କ ଅସ୍ଥି ସ୍ପର୍ଶ କଲାମାତ୍ ରେ ଜୀବନ୍ତ ହାଇେ ନିଜ ଗୋଡ ରେ ଛିଡା ହେଲା।
ନଗର ଭ୍ରମଣକାରୀ ପ୍ରହରୀମାନେ ମାେତେ ଦେଖିଲେ। ମୁଁ ସମାନଙ୍କେୁ ପଚାରିଲି, ଯାହାଙ୍କୁ ମାରେ ପ୍ରାଣ ପ୍ ରମେ କରେ, ତାହାଙ୍କୁ ତୁମ୍ଭେ ଦେଖିଛ କି ?
ହେ ୟିରୁଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପ ରେ ପ୍ରହରିଗଣ ନିୟୁକ୍ତ କରିଅଛୁ ; ସମାନେେ କି ଦିନ କି ରାତି ନୀରବ ରହିବେ ନାହିଁ। ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବେ ଓ ତୁମ୍ଭମାନେେ ନିଶ୍ଚିତ ତାଙ୍କର ପ୍ରତିଜ୍ଞା ସ୍ମରଣ କରିବ।
ଯଦିଓ ଆମ୍ଭର ଲୋକମାନେ ଗମ୍ଭୀର ଭାବରେ ଆଘାତପ୍ରାପ୍ତ ହାଇେ ଅଛନ୍ତି, ସମାନେେ ଏହା କହି ସମାନଙ୍କେୁ ଆରୋଗ୍ୟ କରିବା ପାଇଁ ଚେଷ୍ଟା କରନ୍ତି। ଏଠା ରେ 'ଶାନ୍ତି' ଅଛି, ଯେତବେେଳେ ସଠାେ ରେ ଆଦୌ ଶାନ୍ତି ନାହିଁ।
ଆମ୍ଭେ ତୁମ୍ଭମାନଙ୍କ ଉଦ୍ଦେଶ୍ଯ ରେ ପ୍ରହରୀ ନିରୁକ୍ତ କରି କହିଲୁ, 'ତୁରୀର ଶବ୍ଦ ଶୁଣ।' ମାତ୍ର ସମାନେେ କହିଲେ, 'ଆମ୍ଭମାନେେ ଶୁଣିବୁ ନାହିଁ।'
ସଦାପ୍ରଭୁ, ସମାନେେ ମାେ ବିପକ୍ଷ ରେ ଅଛନ୍ତି ବୋଲି ଦଖାଇବୋ ପୂର୍ବରୁ ମୁଁ ଏକ ନିରୀହ ମଷେଶାବକ ପରି ହତ୍ଯା ପାଇଁ ରହିଥିଲି। ସମାନେେ ମାେ ବିରୁଦ୍ଧ ରେ ଅଛନ୍ତି ବୋଲି ମୁଁ ଜାଣି ନଥିଲି। ସମାନେେ ମାେ ବିରୁଦ୍ଧ ରେ କୁମନ୍ତ୍ରଣା କରି କହିଲେ, ଆସ ଫଳ ସହିତ ବୃକ୍ଷକୁ କାଟି ନଷ୍ଟ କରିବା। ଲୋକେ ଯେପରି ତାଙ୍କୁ ଆଉ ସ୍ମରଣ ନ କରିବେ ସେଥିପାଇଁ ତାଙ୍କୁ କାଟି ପକାଇବା।
ମାତ୍ର ମୁଁ ସଦାପ୍ରଭୁଙ୍କୁ କହିଲି, ହେ ମାରେ ପ୍ରଭୁ ସଦାପ୍ରଭୁ, ଭବିଷ୍ଯଦବକ୍ତାଗଣ ସମାନଙ୍କେୁ ଭିନ୍ନ କଥା କହୁଛନ୍ତି। ସମାନେେ କହନ୍ତି, 'ତୁମ୍ଭମାନେେ ଖଡ୍ଗ ଦେଖିବ ନାହିଁ କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ। ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ସ୍ଥାନ ରେ ଦୃଢ଼ ଶାନ୍ତି ଦବେେ।'
ଏପରି ଏକ ସମୟ ଆସିବ ଯେତବେେଳେ ପ୍ରହରୀମାନେ ଇଫ୍ରଯିମ ପର୍ବତ ରେ ଘାଷେଣା କରି କହିବେ, 'ଆସ, ଆମ୍ଭମାନେେ ସିୟୋନକୁ ୟିବା ଓ ଆମ୍ଭର ସଦାପ୍ରଭୁ' ପରମେଶ୍ବରଙ୍କୁ ପୂଜା କରିବା।
ତୁମ୍ଭର ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପାଇଁ ଦର୍ଶନ ପାଇଛନ୍ତି। ମାତ୍ର ତାହା ଅସାର ଓ ମିଥ୍ଯା ରେ ପରିପୂର୍ଣ୍ଣ। ସମାନେେ ତୁମ୍ଭର ଭଲ ପାଇଁ ଓ ତୁମ୍ଭର ଅଧର୍ମ ମାଚେନ ପାଇଁ ପ୍ରଚାର କରିନାହାଁନ୍ତି। ମାତ୍ର ଅସାର ଭାରୋକ୍ତି ଓ ତୁମ୍ଭ ନିର୍ବାସିତ ହବୋର ଦେଖି ପ୍ରଚାର କରିଅଛନ୍ତି।
ଏହା ଘଟିଲା, କାରଣ ୟିରୁଶାଲମର ଯାଜକଗଣ ଓ ଭବିଷ୍ଯଦ୍ ବକ୍ତାଗଣ ପାପ କଲେ। ଏବଂ ସମାନେେ ତାଙ୍କ ସତ୍ ଲୋକମାନଙ୍କର ରକ୍ତପାତ କଲେ।
ହେ ମନୁଷ୍ଯ ପୁତ୍ର, ଆମ୍ଭେ ଇଶ୍ରାୟେଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିୟୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମ ରେ ସମାନଙ୍କେୁ ଚତନୋ ଦିଅ।
ଏଣୁ ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲ ବଂଶର ପ୍ରହରୀ କରି ନିୟୁକ୍ତ କରିଅଛି, ତୁମ୍ଭେ ମାରେ ମୁଖରୁ ଯେଉଁ ବାକ୍ଯଗୁଡ଼ିକ ମାେ ପକ୍ଷରୁ ସମାନଙ୍କେୁ ସଚତନେ କରିବ।
ପୁରୋହିତଗଣ, ଇଶ୍ରାୟେଲ ଅଧିବାସୀଗଣ ଓ ରାଜପରିବାରର ଲୋକମାନେ ମାେ କଥା ଶୁଣ। ତୁମ୍ଭମାନେେ ଦୋଷୀ ବୋଲି ବିଗ୍ଭରିତ ହାଇେଛ।
ଏପରିକି ସମାନଙ୍କେ ମଧିଅରେ ଯେ ସର୍ବୋତ୍ତମ ସେ ବୁଦା ରେ କଣ୍ଟକ ସଦୃଶ। ଆଉ ସବୁଠାରୁ ସରଳ ବ୍ଯକ୍ତି ଅଧିକ ଜଟିଳ ଓ କଣ୍ଟାବାଡ ରେ କଣ୍ଟକ ସଦୃଶ ଅଟେ।
ଯଦି ମୁଁ ସହେି କାର୍ୟ୍ଯ କରିନଥାନ୍ତି, ତବେେ ସମାନେେ ପାପଦ୍ବାରା ଦୋଷୀ ସାବ୍ଯସ୍ତ ହାଇନେଥାଆନ୍ତେ। କିନ୍ତୁ ସମାନେେ ମାରେ ସହେି ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ଦେଖିଛନ୍ତି। ତଥାପି ସମାନେେ ମାେତେ ଓ ପରମପିତାଙ୍କୁ ଘୃଣା କରନ୍ତି।
ଜଣେ ଲୋକ କହି ପରେ, ଯେତବେେଳେ ମୁଁ ମିଛ ତାହା ତା ହେ ପ୍ରକୃତ ରେ ପରମେଶ୍ବରଙ୍କୁ ଅଧିକତର ମହିମା ପ୍ରଦାନ କରେ, କାରଣ ମାେ ମିଛ, ପରମେଶ୍ବରଙ୍କ ସତ୍ଯକୁ ପ୍ରକାଶ କରେ। ସେଥିପାଇଁ ମାେତେ ପାପୀ ବୋଲି କାହିଁକି ବିଚ଼ାର କରାଗଲା?
ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସମାନଙ୍କେର ଅଧୀନ ରେ ରୁହ। ସମାନେେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାଯୀ। ଅତଏବ, ସମାନେେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥାଆନ୍ତି। ସମାନଙ୍କେର ଆଜ୍ଞାପାଳନ କର ଯେପରି ଏହି କାମଟି ସମାନେେ ଖୁସି ମନ ରେ କରିବେ, ଦୁଃଖ ରେ ନୁହେଁ। ସମାନଙ୍କେର କାମ କଠିନ ହେଲେ, ତା'ଦ୍ବାରା ତୁମ୍ଭମାନଙ୍କର କୌଣସି ଲାଭ ହବେ ନାହିଁ।